ରାଜ୍ୟ

ମଧ୍ୟାହ୍ନଭୋଜନରେ ଆଳୁ ନାହିଁ

ନୟାଗଡ଼,୧୦।୮(ଲୋକନାଥ ମିଶ୍ର): ଆଳୁର ଦରବୃଦ୍ଧି ପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଓ ତରକାରୀରୁ ଏହା ଗାଏବ ହୋଇଯାଇଛି। ସେହିପରି ଚାଟ୍‌, ଆଳୁଚପ, ସିଙ୍ଗଡା ପରି ଜଳଖିଆରୁ ମଧ୍ୟ ପରିମାଣ ମଧ୍ୟ ହ୍ରାସ ପାଇଛି। ତରକାରୀ, ଡାଲମା,…

ଚିହ୍ନଟ ହେବେ ଭୂମିହୀନ ପରିବାର

ଛତ୍ରପୁର,୧୦ା୮ (ଦିଲୀପ ସାମଲ): ଗଞ୍ଜାମ ଜିଲା ରାଜସ୍ବ ସମୀକ୍ଷା ବୈଠକ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗଞ୍ଜାମ ଜିଲାରେ ଥିବା ଭୂମିହୀନ ପରିବାରକୁ ଚିହ୍ନଟ କରିବାକୁ ତହସିଲାଦରମାନଙ୍କୁ କୁହାଯାଇଛି। ପୁଣି ଏକ ଫ୍ରେସ ସର୍ଭେ କରାଯିବ। ଏହି…

ପୁଣି ରିମାଣ୍ଡରେ ଆସିବେ ରସିକିଆ ଠକ

ଭୁବନେଶ୍ୱର,୧୦ା୮(ସୂର୍ଯ୍ୟକାନ୍ତ ବେହେରା): ମିଥ୍ୟା ପରିଚୟ ଦେଇ ୫ ମହିଳାଙ୍କୁ ବିବାହ କରି ଲକ୍ଷାଧିକ ଟଙ୍କା, ଗାଡ଼ି ଆଦି ଠକିଥିବା ସତ୍ୟଜିତ୍‌ ସାମଲଙ୍କୁ ପୁଣି ଥରେ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ। ଏନେଇ କ୍ୟାପିଟାଲ ଥାନା ପୋଲିସ ଗୁରୁବାର କୋର୍ଟରେ ୧୦ ଦିନିଆ…

ଜନଜାତିଙ୍କ ବିକାଶ ଲାଗି ବିଜେଡି ସମର୍ପିତ: ନବୀନ

ଭୁବନେଶ୍ୱର୧୦।୮(ଅନିଲ ଦାସ): ବିଜେଡି ପକ୍ଷରୁ ଶଙ୍ଖ ଭବନରେ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଜନଜାତି ସମ୍ପ୍ରଦାୟର ବିକାଶ ବିନା ଓଡ଼ିଶାର…

କୁଡୁମୀ ବର୍ଗର ନେତ୍ରୀଙ୍କ ନାଁରେ କହି ବିଜେଡି ନିଜ କର୍ମୀଙ୍କୁ ଅସମ୍ମାନ କରିଛି: ଭାଜପା

ଭୁବନେଶ୍ୱର, ୧୦।୮(ସୁନିତ୍‌ ମିଶ୍ର): ଜଣେ କୁଡୁମୀ ସମାଜ ଓ ପଛୁଆ ବର୍ଗର ନେତ୍ରୀଙ୍କୁ ସାମାନ୍ୟ ଗଛର ଡାଳ ସହ ତୁଳନାକରି ସମଗ୍ର କୁଡୁମୀ ସମାଜ, ମୟୂରଭଞ୍ଜବାସୀ ତଥା ସମସ୍ତ ବିଜେଡି କର୍ମୀଙ୍କୁ ଅସମ୍ମାନ କରାଯାଇଛି ା ବିଜେଡି ରାଜ୍ୟ ସଭାପତି ନବୀନ…

ଫୁଲୁଛି ମହାନଦୀ: ତଳିଆ ଅଞ୍ଚଳରେ ଚିନ୍ତା ବଢ଼ିଲା

ଭୁବନେଶ୍ୱର,୧୦ା୮(ଅନିଲ ଦାସ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳସ୍ତର ବୃଦ୍ଧି ପାଇଛି। ଜଳଭଣ୍ଡାରର ୧୪ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଏଥିଯୋଗୁ ମହାନଦୀ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କଟକର ମୁଣ୍ଡଳୀ ଦେଇ ୫ ଲକ୍ଷ ୭୮…

ଭୁବନେଶ୍ବର-ପୁରୀ ଏନଏଚ ୩୧୬ ହେବ ୬ ଲେନ

ଭୁବନେଶ୍ୱର,୯।୮: ଭୁବନେଶ୍ବର-ପୁରୀ ଏନଏଚ ୩୧୬ ହେବ ୬ ଲେନ। ଏଥିସହ ବଡ଼ବିଲ-ଚଣ୍ଡିଖୋଲ ରାସ୍ତା ମଧ୍ୟ ୬ ଲେନ ବିଶିଷ୍ଟ ହେବ। ୬ ଲେନ ରାସ୍ତା ସହ ୨ ପାଶର୍‌ବରେ ୨ ଲେନ ସର୍ଭିସ ରୋଡ ରହିବ। ଏ ସଂପର୍କୀତ ପ୍ରସ୍ତାବ ମଞ୍ଜୁର…

ପଦବୀ ହରାଇଲେ ଗୁମିକିଆ ସରପଞ୍ଚ

ଦାରିଙ୍ଗବାଡି,୯ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗୁମିକିଆ ପଞ୍ଚାୟତ ସରପଞ୍ଚ ତ୍ରିନାଥ ପ୍ରଧାନ ତାଙ୍କ ପଦବୀ ହରାଇଛନ୍ତି। ୫ ସନ୍ତାନ ଥିବାରୁ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ତ୍ରିନାଥଙ୍କ ସରପଞ୍ଚ ପଦବୀକୁ ଅସିଦ୍ଧ ଘୋଷଣା କରିଛନ୍ତି। ନିର୍ବାଚନରେ ପଞ୍ଚାୟତ…

ସରକାରଙ୍କ ବଡ଼ ଘୋଷଣା, କେଜି ୩୦ ଟଙ୍କାରେ ଆଳୁ ଦେବୁ

ଭୁବନେଶ୍ୱର,୯।୮:ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। କେଜି ୩୦ଟଙ୍କାରେ ଦିଆଯିବ ଆଳୁ। ଏନେଇ ଦିଲ୍ଲୀରୁ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ଆଲୋଚନା ସତ୍ତ୍ବେ ପଶ୍ଚିମବଙ୍ଗରୁ ଆଳୁ ଆସିପାରୁନାହିଁ। ତେଣୁ ରାଜ୍ୟ ସରକାର ନାଫେଡ ଜରିଆରେ ଆଳୁ ଆଣିବେ।…

ବନ୍ଧୁଙ୍କ ଘରେ କଳାକନା ବୁଲାଇଲା ବନ୍ଧୁ

ଭୁବନେଶ୍ୱର,୯।୮: ଖଣ୍ଡଗିରି ଥାନା ଡୁମୁଡୁମା ଫେଜ-୧ରେ ହୋଇଥିବା ଏକ ଚୋରି ଘଟଣାର ଶୁକ୍ରବାର କମିଶନରେଟ ପୋଲିସ ପର୍ଦ୍ଦାଫାଶ କରିଛି । ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ କରିଛି। ତାଙ୍କଠାରୁ ପୋଲିସ ଚୋରି ହୋଇଥିବା ୧୦୬ ଗ୍ରାମ ସୁନା ଅଳଙ୍କାର…

ଓଡିଶାରେ ବେଲଗାମ୍‌ ଆଳୁ: ଦିଦିଙ୍କୁ ମନାଇବେ ଜଗନ୍ନାଥ…

ଭୁବନେଶ୍ୱର,୯।୮: ଓଡିଶାରେ ବେଲଗାମ୍‌ ଆଳୁ। ରାଜ୍ୟରେ ଦେଖା ଦେଇଛି ଉତ୍କଟ ଆଳୁ ସଙ୍କଟ । ଯେତେ ଯାହା କଲେ ବି ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଳୁ ଅଟକାଇ ଦେବାରୁ ଓଡ଼ିଶାରେ ଆଳୁ…

ୟୁରିଆ ସାର ଯୋଗାଣ ଦାବିରେ ଚାଷୀଙ୍କ ଆନ୍ଦୋଳନ

ଝରିଗାଁ,୯।୮(କିଶୋର ଚନ୍ଦ୍ର ମଣ୍ତଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରତ୍ୟେକ ଖରିପ ଋତୁରେ ୟୁରିଆ ସାରକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ଚଳିତ ବର୍ଷ ମଧ୍ୟ ଏହା ଦେଖିବାକୁ ମିଳୁଛି l ଝରିଗାଁ ବ୍ଲକରେ ମୋଟ ୪୩ଟି ଲାଇସେନ୍ସ ପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?