ରାଜ୍ୟ

ରାଜ୍ୟ ଭାଜପାର ବଡ଼ ଘୋଷଣା: ଓଡ଼ିଶାରେ କ୍ଷମତାକୁ ଆସିଲେ ମହିଳାଙ୍କୁ ପ୍ରତି ମାସରେ ମିଳିବ…

ଭୁବନେଶ୍ୱର,୧୧।୪: ବିଜେଡି ମହିଳା ଭୋଟ ବ୍ୟାଙ୍କ ଭାଙ୍ଗିବାକୁ ଭାଜପାର ମାଷ୍ଟରଷ୍ଟ୍ରୋକ। ଓଡ଼ିଶାରେ କ୍ଷମତାକୁ ଆସିଲେ ପ୍ରତି ମହିଳା ପାଇବେ ମାସିକ ହଜାରେ ଟଙ୍କା । ଏଭଳି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ମଧ୍ୟ ଭାଜପା ପ୍ରତିଶ୍ରୁତି ଦେଇଥିଲା। ଆଉ ଫର୍ମୁଲା କାମ ମଧ୍ୟ…

ବିଜେଡିର ଲୋକ ସଭା ପ୍ରାର୍ଥୀ: ୨୧ରୁ ୬ ରିପିଟ୍‌

ଭୁବନେଶ୍ୱର,୧୧।୪: ଚତୁର୍ଥ ପର୍ଯ୍ୟାୟରେ ବିଜେଡି ବଳକା ଲୋକ ସଭା ଆସନ ପ୍ରାର୍ଥୀ ଘୋଷଣା କରିଛି। ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ବାଲେଶ୍ୱରରୁ ପ୍ରାର୍ଥୀ କରିଛି। ମୋଟ ୨୧ଟି ଲୋକ ସଭା ଆସନ ମଧ୍ୟରୁ ଦଳ ମାତ୍ର ୪ଜଣ ଏମ୍‌ପିଙ୍କୁ ରିପିଟ୍‌ କରିଛି। ଆଉ…

ପୁଣି ଏକାଠି ହେଲେ ୨ ବରିଷ୍ଠ ନେତା, ବିଜେଡି ଅଫିସକୁ ଆସି ମିଠା ଖାଇ ଭୁଲିଲେ ରାଗରୁଷା

ଭୁବନେଶ୍ୱର,୧୧।୪: ପୁଣି ଏକାଠି ହେଲେ ବ୍ରହ୍ମପୁର ବିଜେଡିର ୨ ବରିଷ୍ଠ ନେତା ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଓ ସୁବାସ ମହାରଣା। ବିଜେଡି ଅଫିସକୁ ଆସି ଉଭୟ ମିଠା ଖାଇ ମନାନ୍ତର ଭୁଲିଛନ୍ତି। ଚ୍ୟାଉଙ୍କ ପ୍ରତି ଅଭିମାନ ଥିବା ନେଇ ସୁବାସ…

ମୋପେଡକୁ ଧକ୍କା ଦେଇ ଓଲଟିଲା ଆମ୍ବୁଲାନ୍ସ

ଖଲ୍ଲିକୋଟ,୧୧।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡୀ ଢ଼ାବା ନିକଟରେ ଗୁରୁବାର ଏକ ଆମ୍ବୁଲାନ୍ସ ଓଲଟି ପଡ଼ିବାରୁ ୭ଜଣ ଆହତ ହୋଇଛନ୍ତି । ମିଳିଥିବା ସୂଚନା ମୁତାବକ, ଗୁରୁବାର ଏକ ଆମ୍ବୁଲାନ୍ସ…

ଲେଖାଶ୍ରୀଙ୍କୁ ପ୍ରାର୍ଥୀ କରିବା ପରେ ଏମିତି କହିଲେ ପ୍ରତାପ, କାଲି ଯାଏ ସିଏ…

ଭୁବନେଶ୍ୱର,୧୧।୪: ବିଧାନସଭା ଆସନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ବାଲେଶ୍ୱର ଲୋକ ସଭା ପାଇଁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଟିକେଟ୍‌ ଦେଇଛି। ଲେଖାଶ୍ରୀଙ୍କୁ ବିଜେଡି ପ୍ରାର୍ଥୀ କରିବା ପରେ ବାଲେଶ୍ୱର ଲୋକ ସଭା ଭାଜପା ପ୍ରାର୍ଥୀ ପ୍ରତାପ ଷଡ଼ଙ୍ଗୀଙ୍କ…

ନିର୍ବାଚନ ପ୍ରଚାର ପାଇଁ ନ ଆସିବାକୁ ନିବେଦନ

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଉପଲଡା ପଞ୍ଚାୟତ ଅଧୀନ ଚନ୍ଦନଖଳା ଗ୍ରାମକୁ ମାତ୍ର ପ୍ରାୟ ୭୦୦ ମିଟର ରାସ୍ତା ହୋଇପାରୁ ନ ଥିବାକୁ ନେଇ ଉଭୟ ଗୋଷାଣି ଏବଂ ଗୁମ୍ମା ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳବାସୀଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ…

ବିଜେଡି ବିଧାନସଭା ପ୍ରାର୍ଥୀ: ଜାଣନ୍ତୁ କିଏ ରହିଲେ, କିଏ କଟିଲେ

ଭୁବନେଶ୍ୱର,୧୧।୪: ୯ ବିଧାନସଭା ଆସନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ପାରାଦୀପରୁ ସମ୍ବିତ ରାଉତରାୟଙ୍କ ସ୍ତ୍ରୀ ଗୀତାଞ୍ଜଳି ରାଉତରାୟଙ୍କୁ ଟିକେଟ୍‌ ମିଳିଛି। ତେଲକୋଇରୁ ପ୍ରେମାନନ୍ଦ ଦଳ ଛାଡିବା ପରେ ମାଧବ ସର୍ଦ୍ଦାରଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ନର୍ଲାରୁ…

ପାରାଦୀପରୁ ଲଢ଼ିବେ ଗୀତାଞ୍ଜଳି ରାଉତରାୟ, ସମ୍ବିତଙ୍କୁ ମିଳିଲାନି ଟିକେଟ୍

ଭୁବନେଶ୍ୱର,୧୧।୪: ଗୁରୁବାର ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ପାରାଦୀପ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ। ବର୍ତମାନର ବିଧାୟକ ସମ୍ବିତ ରାଉତରାୟଙ୍କ ସ୍ତ୍ରୀ ଗୀତାଞ୍ଜଳି ରାଉତରାୟଙ୍କୁ ପ୍ରାର୍ଥୀ କରିଛି। ଅର୍ଥାତ…

ବାଲେଶ୍ୱର ଲୋକ ସଭା ଆସନ ପାଇଁ ଲେଖାଶ୍ରୀଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୧୧।୪: ବିଧାନସଭା ଆସନ ସହ ଲୋକ ସଭା ଆସନ ପାଇଁ ବିଜେଡି ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ବାଲେଶ୍ୱର ଲୋକ ସଭା ପାଇଁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଟିକେଟ୍‌ ଦେଇଛି। ଲେଖାଶ୍ରୀ ବାଲେଶ୍ୱରରୁ ଭାଜପା ପ୍ରାର୍ଥୀ ପ୍ରତାପ ଷଢଙ୍ଗୀଙ୍କ ବିପକ୍ଷରେ ଲଢିବେ।…

ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୧।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଗୁରୁବାର ୯ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି। ଭୁବନେଶ୍ୱର ମଧ୍ୟରୁ ଅନନ୍ତ ନାରାୟଣ ଜେନା, ଲକ୍ଷ୍ମୀପୁରରୁ ପ୍ରଭୁ ଜାନି, ପାରାଦୀପରୁ ଗୀତାଞ୍ଜଳି…

ପ୍ରଚାର କରିବାକୁ ଆସି ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ଘାଇଲା ନେତା, ଛାଡ଼ି ପଳାଇଲେ ସଭା

କୋରାପୁଟ,୧୧।୪: ଭୋଟ ପାଇଁ ପ୍ରଚାର କରିବାକୁ ଆସିଥିଲେ ନେତା ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ହେଲେ ଘାଇଲା। ଜନତାଙ୍କ ପ୍ରଶ୍ନ ବାଣରେ ହଟହଟା ହୋଇ ସଭା ସ୍ଥଳ ଛାଡ଼ି ପଳାଇଲେ ବିଧାୟକ ପ୍ରାର୍ଥୀ। ଖବର ଅନୁଯାୟୀ ଗତ ରବିବାର କୋରାପୁଟ ଜିଲ୍ଲା ବୈପାରିଗୁଡା…

ଶନିବାର ଠାରୁ ବୃଦ୍ଧି ପାଇବ ତାପମାତ୍ରା, ବିଭିନ୍ନ ଅଞ୍ଚଳରେ ୪୦ ଡ଼ିଗ୍ରୀରୁ ଉର୍ଦ୍ଧରେ ରହିବ

ଭୁବନେଶ୍ୱର,୧୧।୪: ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ପବନ ବହିବାର ସମ୍ଭାବନା ଥିବାରୁ ଆସନ୍ତା ଶନିବାର ଠାରୁ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ କହିଛି । ବିଶେଷକରି ରାଜ୍ୟର ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ତାପମାତ୍ରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri