ରାଜ୍ୟ

କୋମ୍ବିଂ ଅପରେଶନ ବେଳେ ଆଇଇଡ଼ି ବ୍ଲାଷ୍ଟ: କୋବ୍ରା ଏଏସ୍‌ଆଇ ଆହତ

ରାଉରକେଲା,୮।୮(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଗୁରୁବାର ସୁରକ୍ଷାକର୍ମୀଙ୍କ ଦ୍ୱାରା କୋମ୍ବିଂ ଅପରେଶନ ଚାଲିଥିବା ବେଳେ ଆଇଇଡ଼ି ବ୍ଲାଷ୍ଟରେ ଜଣେ କୋବ୍ରା ଏଏସ୍‌ଆଇ ଆହତ ହୋଇଛନ୍ତି। ସେ ହେଲେ କୋବ୍ରା ୨୦୯ ବାଟାଲିୟନର ଜିତେନ୍ଦ୍ର ଦାନୀ। ତାଙ୍କୁ ତୁରନ୍ତ ଉଦ୍ଧାର କରି ହେଲିକପ୍ଟର…

ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କ ପାଇଁ ସ୍ବତନ୍ତ୍ର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୮: ବ୍ରୋଞ୍ଜ ବିଜେତା ଭାରତୀୟ ହକି ଦଳ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ମିଳିବ। ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ସ୍ବତନ୍ତ୍ର ଭାବେ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: କମିବ ଆଳୁ ଦର, ହେବ ଏତିକି, ଏହି ସବୁ ସହରରେ…

ଭୁବନେଶ୍ୱର,୮।୮: ନାଫେଡ ମାଧ୍ୟମରେ ଆଳୁ କିଣି ଖାଉଟିଙ୍କୁ ଯୋଗାଇବେ ରାଜ୍ୟ ସରକାର। ଏନେଇ ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଗୁରୁବାର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କେଜି ପିଛା ଆଳୁ ୩୦ ଟଙ୍କାରେ ଦିଆଯିବ । ପ୍ରଥମ ପର୍ଯ୍ୟାୟରେ…

ରେଳପଥରେ ଭୂସ୍ଖଳନ, ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ

ରାୟଗଡ଼ା,୮।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶିକରପାଇ ଓ କେଉଟଗୁଡ଼ା ରେଳ ଷ୍ଟେଶନ ମଝିରେ ଥିବା ୩୫ ନମ୍ବର ଟନେଲ ନିକଟରେ ଗୁରୁବାର ଭୂସ୍ଖଳନ ଘଟିଛି। ନିକଟସ୍ଥ ପାହାଡ଼ରୁ ମାଟି ଅତଡ଼ା ଓ ପଥର ଖସି ରେଳ ଧାରଣା ଉପରେ ପଡ଼ିବାରୁ…

ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କଲେ ୬ ମାଓବାଦୀ

ମାଲକାନଗିରି,୮।୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ଦାନ୍ତଓ୍ବୋଡାରେ ସରକାରଙ୍କ ଆତ୍ମସମର୍ପଣ ନୀତି ଏବଂ ଜିଲା ପୋଲିସ ଦ୍ବାରା କରାଯାଉଥିବା ଘରକୁ ଫେର (ଲୋନ ବାରାଟୁ) ଅଭିଯାନରେ ପ୍ରଭାବିତ ହୋଇ ଜଣେ ୧ ଲକ୍ଷ ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୬ଜଣ ଗୁରୁବାର ଆତ୍ମସମର୍ପଣ କରିଛନ୍ତି।…

ମଧ୍ୟାହ୍ନ ଭୋଜନ ଖାଇ ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରୀ ଅସୁସ୍ଥ

ସୋର,୮।୮: ବାଲେଶ୍ୱର ଜିଲା ସାଜନପୁର ପଞ୍ଚାୟତ ଉଦୟନାରାୟଣ ବିଦ୍ୟାପୀଠରେ ଗୁରୁବାର ଏକ ଅଘଟଣ ଘଟିଛି। ବିଦ୍ୟାଳୟରେ ଦିଆଯାଇଥିବା ମଧ୍ୟାହ୍ନ ଭୋଜନ ଖାଇବା ପରେ ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରୀ ଅସୁସ୍ଥ ହୋଇ ପଡିଛନ୍ତି। ସେମାନଙ୍କୁ ସୋର ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଏହି…

ଯେତେ ଖୋଳିଲେ ସେତେ ବାହାରୁଛି, ଯନ୍ତ୍ରୀଙ୍କର ଆଉ ୨୦ଟି ପ୍ଳଟ୍‌ ଠାବ, ଏଯାବତ୍‌ ଠାବ ହେଲାଣି ଏତିକି…

ଭୁବନେଶ୍ୱର,୮।୮: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା କେନ୍ଦୁଝର ଜିଲା ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଭାସ କୁମାର ପ୍ରଧାନଙ୍କର ଆଉ ୨୦ଟି ପ୍ଳଟ୍‌ ଠାବ କରାଯାଇଛି। ଏହା ପୂର୍ବରୁ ୧୦୫ ପ୍ଳଟ୍‌…

ରସିକ ସତ୍ୟଜିତ୍‌ଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇଛନ୍ତି ମହିଳା, ଏକାଧିକ ଡିଭୋର୍ସିଙ୍କ ସହ ଥିଲା ସମ୍ପର୍କ

ଭୁବନେଶ୍ୱର,୮ା୮: ୫ ସ୍ତ୍ରୀଙ୍କ ସ୍ବାମୀ ତଥା ୯୯ ରାଣୀ ରାଣୀଙ୍କ ହୃଦୟର ରାଜା ରସିକ ପ୍ରେମିକ ସତ୍ୟଜିତ୍‌ ସାମଲଙ୍କ ପାଇଁ କମିଶନରେଟ ପୋଲିସ ରାଜ୍ୟ ବାହାରକୁ ଯିବ। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ। ସତ୍ୟଜିତ୍‌ ସମ୍ପର୍କ ରଖିଥିବା…

ଦିଲ୍ଲୀ ଯିବା ପାଇଁ ଅଙ୍ଗନଓ୍ବାଡି କର୍ମୀଙ୍କୁ ଚିଠି ପଠାଇଲେ ପ୍ରଧାନମନ୍ତ୍ରୀ

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): ଆଉ ଏକ ସପ୍ତାହ ପରେ ଦେଶ ପାଳିବ ୭୮ ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବମୁଖର। ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ବହୁ ଆଡ଼ମ୍ବରରେ ପାଳନ କରିବା ପାଇଁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି।…

ଓଡ଼ିଶାରେ ବାଂଲାଦେଶୀଙ୍କ ଅନୁପ୍ରବେଶ ଆଶଙ୍କା; ୩ ଜିଲାକୁ ଆଲର୍ଟ ଜାରି କଲା ପୋଲିସ

କଟକ, ୮ା୮: ପଡୋଶୀ ବାଂଲାଦେଶରେ ବର୍ତମାନ ଅଶାନ୍ତ ରହିଥିଲା ବେଳେ ସେଠାରୁ ଲୋକେ ଦେଶଛାଡ଼ି ଅନ୍ୟତ୍ର ଯିବାକୁ ଉଦ୍ୟମ କରୁଛନ୍ତି। ଭାରତ ସବୁଠାରୁ ନିକଟବର୍ତୀ ସୁରକ୍ଷିତ ସ୍ଥାନ ହୋଇଥବାରୁ ସମସ୍ତେ ଭାରତ ଆସିବାକୁ ଚେଷ୍ଟା ଚଳାଇଛନ୍ତି। ଗତ ଦୁଇ ଦିନ ମଧ୍ୟରେ…

ଭୁବନେଶ୍ବରରେ ଖୋଲିଲା ଚାଉଳ ATM

ଭୁବନେଶ୍ବର, ୮ା୮: ରାଜଧାନୀ ଭୁବନେଶ୍ବର ମଞ୍ଚେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ATM। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଉଦ୍‌ଘାଟନ କରିଛନ୍ତି। ହିତାଧିକାରୀମାନେ କାର୍ଡ ନମ୍ବର ମାରି ATMରୁ ଚାଉଳ ଉଠାଇ ପାରିବେ। ପରୀକ୍ଷା ମୂଳକ ଭାବେ…

ଆଠଗଡ଼ ବିଡିଓଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି; ଗିରଫ କଲା ଭିଜିଲାନ୍ସ

କଟକ, ୮ା୮: ଆଠଗଡ଼ ବିଡିଓ ପ୍ରଦୀପ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଚଢ଼ାଉ ପରେ ତାଙ୍କୁ ଗିରଫ କରାଯାଇଛି । ଚଢ଼ାଉ ସମୟରେ ପ୍ରଦୀପଙ୍କ ଘରୁ ବିପୁଳ ସଂପତ୍ତି ଠାବ କରିଥିଲା ଭିଜିଲାନ୍ସ। ଭିଜିଲାନ୍ସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?