ଲେଖାଶ୍ରୀଙ୍କୁ ପ୍ରାର୍ଥୀ କରିବା ପରେ ଏମିତି କହିଲେ ପ୍ରତାପ, କାଲି ଯାଏ ସିଏ…
ଭୁବନେଶ୍ୱର,୧୧।୪: ବିଧାନସଭା ଆସନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ବାଲେଶ୍ୱର ଲୋକ ସଭା ପାଇଁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଟିକେଟ୍ ଦେଇଛି। ଲେଖାଶ୍ରୀଙ୍କୁ ବିଜେଡି ପ୍ରାର୍ଥୀ କରିବା ପରେ ବାଲେଶ୍ୱର ଲୋକ ସଭା ଭାଜପା ପ୍ରାର୍ଥୀ ପ୍ରତାପ ଷଡ଼ଙ୍ଗୀଙ୍କ…
ନିର୍ବାଚନ ପ୍ରଚାର ପାଇଁ ନ ଆସିବାକୁ ନିବେଦନ
ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଉପଲଡା ପଞ୍ଚାୟତ ଅଧୀନ ଚନ୍ଦନଖଳା ଗ୍ରାମକୁ ମାତ୍ର ପ୍ରାୟ ୭୦୦ ମିଟର ରାସ୍ତା ହୋଇପାରୁ ନ ଥିବାକୁ ନେଇ ଉଭୟ ଗୋଷାଣି ଏବଂ ଗୁମ୍ମା ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳବାସୀଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ…
ବିଜେଡି ବିଧାନସଭା ପ୍ରାର୍ଥୀ: ଜାଣନ୍ତୁ କିଏ ରହିଲେ, କିଏ କଟିଲେ
ଭୁବନେଶ୍ୱର,୧୧।୪: ୯ ବିଧାନସଭା ଆସନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ପାରାଦୀପରୁ ସମ୍ବିତ ରାଉତରାୟଙ୍କ ସ୍ତ୍ରୀ ଗୀତାଞ୍ଜଳି ରାଉତରାୟଙ୍କୁ ଟିକେଟ୍ ମିଳିଛି। ତେଲକୋଇରୁ ପ୍ରେମାନନ୍ଦ ଦଳ ଛାଡିବା ପରେ ମାଧବ ସର୍ଦ୍ଦାରଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ନର୍ଲାରୁ…
ପାରାଦୀପରୁ ଲଢ଼ିବେ ଗୀତାଞ୍ଜଳି ରାଉତରାୟ, ସମ୍ବିତଙ୍କୁ ମିଳିଲାନି ଟିକେଟ୍
ଭୁବନେଶ୍ୱର,୧୧।୪: ଗୁରୁବାର ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ପାରାଦୀପ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ। ବର୍ତମାନର ବିଧାୟକ ସମ୍ବିତ ରାଉତରାୟଙ୍କ ସ୍ତ୍ରୀ ଗୀତାଞ୍ଜଳି ରାଉତରାୟଙ୍କୁ ପ୍ରାର୍ଥୀ କରିଛି। ଅର୍ଥାତ…
ବାଲେଶ୍ୱର ଲୋକ ସଭା ଆସନ ପାଇଁ ଲେଖାଶ୍ରୀଙ୍କୁ ପ୍ରାର୍ଥୀ କଲା ବିଜେଡି
ଭୁବନେଶ୍ୱର,୧୧।୪: ବିଧାନସଭା ଆସନ ସହ ଲୋକ ସଭା ଆସନ ପାଇଁ ବିଜେଡି ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ବାଲେଶ୍ୱର ଲୋକ ସଭା ପାଇଁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଟିକେଟ୍ ଦେଇଛି। ଲେଖାଶ୍ରୀ ବାଲେଶ୍ୱରରୁ ଭାଜପା ପ୍ରାର୍ଥୀ ପ୍ରତାପ ଷଢଙ୍ଗୀଙ୍କ ବିପକ୍ଷରେ ଲଢିବେ।…
ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍
ଭୁବନେଶ୍ୱର,୧୧।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଗୁରୁବାର ୯ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି। ଭୁବନେଶ୍ୱର ମଧ୍ୟରୁ ଅନନ୍ତ ନାରାୟଣ ଜେନା, ଲକ୍ଷ୍ମୀପୁରରୁ ପ୍ରଭୁ ଜାନି, ପାରାଦୀପରୁ ଗୀତାଞ୍ଜଳି…
ପ୍ରଚାର କରିବାକୁ ଆସି ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ଘାଇଲା ନେତା, ଛାଡ଼ି ପଳାଇଲେ ସଭା
କୋରାପୁଟ,୧୧।୪: ଭୋଟ ପାଇଁ ପ୍ରଚାର କରିବାକୁ ଆସିଥିଲେ ନେତା ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ହେଲେ ଘାଇଲା। ଜନତାଙ୍କ ପ୍ରଶ୍ନ ବାଣରେ ହଟହଟା ହୋଇ ସଭା ସ୍ଥଳ ଛାଡ଼ି ପଳାଇଲେ ବିଧାୟକ ପ୍ରାର୍ଥୀ। ଖବର ଅନୁଯାୟୀ ଗତ ରବିବାର କୋରାପୁଟ ଜିଲ୍ଲା ବୈପାରିଗୁଡା…
ଶନିବାର ଠାରୁ ବୃଦ୍ଧି ପାଇବ ତାପମାତ୍ରା, ବିଭିନ୍ନ ଅଞ୍ଚଳରେ ୪୦ ଡ଼ିଗ୍ରୀରୁ ଉର୍ଦ୍ଧରେ ରହିବ
ଭୁବନେଶ୍ୱର,୧୧।୪: ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ପବନ ବହିବାର ସମ୍ଭାବନା ଥିବାରୁ ଆସନ୍ତା ଶନିବାର ଠାରୁ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ କହିଛି । ବିଶେଷକରି ରାଜ୍ୟର ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ତାପମାତ୍ରା…
ଅଭିଯୋଗ କଲେ ବିଚାର କରାଯିବ: ବାଚସ୍ପତି
ଭୁବନେଶ୍ୱର,୧୧।୪: ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଧ ନେଇ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ସେ କହିଛନ୍ତି ଯେ ଦଳ ବଦଳ କାରଣରୁ ୨ ବିଧାୟକଙ୍କ ସଭ୍ୟ…
ଅଯୋଧ୍ୟା ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଭିକ୍ଷା କରି ୮ ଦିନ ପରେ ଭୋକ ଉପାସରେ ପହଞ୍ଚିଲେ ଘରେ, ବଖାଣିଲେ ପୂରା କାହାଣୀ…
ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରୁ ୪୨୦ ଜଣ ଗତ ୨ ତାରିଖରେ ଅଯୋଧ୍ୟା ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ନିଖୋଜ ହୋଇଯାଇଥିଲେ ଓ ଜଣଙ୍କର ଫେରିବା ବାଟରେ ମୃତ୍ୟୁ ହୋଇଯାଇଥିଲା। ତେବେ ଗୁରୁବାର ନିଖୋଜ ବ୍ୟକ୍ତି ଜଣକ…
ଓଡ଼ିଶାରେ ନିର୍ବାଚନ ଲଢିବ ସିପିଆଇ, ଏହିସବୁ ଆସନରେ ପ୍ରାର୍ଥୀ ଦେବ ଦଳ
ଭୁବନେଶ୍ୱର,୧୧।୪: ନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ସବୁ ଦଳ ଜୋରଦାର ପ୍ରସ୍ତୁତିରେ ଲାଗି ପଡିଛନ୍ତି। ଭାଜପା, ବିଜେଡି, କଂଗ୍ରେସ ପରେ ଆମ ଆଦମୀ ପାର୍ଟି ଓଡ଼ିଶାରେ ନିର୍ବାଚନ ଲଢିବା ନେଇ ଘୋଷଣା କରିଛି। ଏହି କ୍ରମରେ ସିପିଆଇ ମଧ୍ୟ ରାଜ୍ୟରେ ନିର୍ବାଚନ…
ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ମରଣାନ୍ତକ ଆକ୍ରମଣ
ଝାରବନ୍ଧ,୧୧ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ନିତ୍ୟାନନ୍ଦପୁର ଗ୍ରାମରେ ଗୁରୁବାର ଭୋର୍ରୁ ପୋଲିସ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଗ୍ରାମର ନାନୁ ସାହୁଙ୍କ ଘରେ ଗଞ୍ଜେଇ କାରବାର ନେଇ ଚଢ଼ାଉ କରିବା ସମୟରେ ପରିବାର ଲୋକେ ପୋଲିସ…
Archives


