ରାଜ୍ୟ

ରାଜଧାନୀରେ ଡବଲ ମର୍ଡର

ଭୁବନେଶ୍ୱର,୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ ନେଇ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାଯାଇଛି। ତେବେ ହତ୍ୟାକାରୀଙ୍କୁ ଧରିବା ପାଇଁ…

୬ ବାର୍‌ ଡ୍ୟାନ୍ସରଙ୍କୁ ଅଟକାଇ ବନ୍ଧା ହେଲେ ମାଲିକ

ଭୁବନେଶ୍ୱର,୭ା୮: ରାଜ୍ୟ ବାହାରୁ ୬ ବାର୍‌ଡ୍ୟାନ୍ସରଙ୍କୁ ଭୁବନେଶ୍ୱର ଆଣିଥିଲେ। ମିଛ ପ୍ରତିଶ୍ରୁତି ଦେଇ ଭୁବନେଶ୍ୱର ନଶା ବାର୍‌ରେ ବିଳମ୍ବିତ ରାତି ଯାଏ ଡ୍ୟାନ୍ସ କରିବାକୁ ବାଧ୍ୟ କଲେ। ଆଉ କାମ କରିବାକୁ ରାଜି ନ ହେବାରୁ ଆରମ୍ଭ ହୋଇଯାଇଥିଲା ଅକଥନୀୟ ନିର୍ଯାତନା।…

ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା

ଗଜପତି,୭ା୮(ଗିରିଧାରୀ ପରିଚ୍ଛା): ପାହାଡ଼ ଉପରେ ଥିବା କୁଡ଼ିଆରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଜପତି ଜିଲା ଆର୍‌ ଉଦୟଗିରି ଥାନା ଟୁଙ୍ଗୁରୁ ଗାଁ ରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଦୁହେଁ ଟୁଁଗୁରୁ…

୨ ସବ୍‌-ରେଜିଷ୍ଟ୍ରାରଙ୍କୁ ନିଲମ୍ବନ କଲେ ସରକାର

ଭୁବନେଶ୍ୱର,୭ା୮: ରାଜ୍ୟ ସରକାର ୨ ଜଣ ସବ୍‌-ରେଜିଷ୍ଟ୍ରାରଙ୍କୁ ବୁଧବାର ଚାକିରିରୁ ନିଲମ୍ବିତ କରିଛନ୍ତି। ଜଗତପୁରରେ କାର୍ଯ୍ୟରତ ସବ୍‌-ରେଜିଷ୍ଟ୍ରାର ଆର୍ଯ୍ୟଦୀପ୍ତ ଅରଣ୍ୟକ ସାମନ୍ତରାୟଙ୍କୁ ଜମି ବିକ୍ରିରେ ବେଆଇନ କାରବାର ପାଇଁ ଚାକିରିରୁ ନିଲମ୍ବନ କରାଯାଇଛି। ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆମେରିକା କନ୍‌ସଲ ଜେନେରାଲ

ଭୁବନେଶ୍ୱର,୭ା୮: ହାଇଦ୍ରାବାଦଠାରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକାର କନ୍‌ସଲ ଜେନେରାଲ ଜେନିଫର୍‌ ଲାର୍‌ସନ ବୁଧବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିବା ସହ ଶିଳ୍ପ, ଶିକ୍ଷା, ଅକ୍ଷୟ ଶକ୍ତି, ପର୍ଯ୍ୟଟନ ଓ…

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୭ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ସୁକ୍‌ମା ଜିଲାରେ ଚାଲିଥିବା ମାଓବାଦୀ ବିଲୋପ ଅଭିଯାନ ଅଧୀନରେ ଛତିଶଗଡ଼ ସରକାରଙ୍କ ମାଓବାଦୀ ବିଲୋପ ଏବଂ ପୁନର୍ବାସ ନୀତି ଏବଂ ସୁକ୍‌ମା ପୋଲିସ ଆଭ୍ୟନ୍ତରୀଣ ଅଞ୍ଚଳରେ ଶିବିର ପ୍ରତିଷ୍ଠା ଯୋଗୁ ୨ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ…

ଦୁଇ ସନ୍ତାନ, ସ୍ବାମୀଙ୍କ ଆଖି ସାମ୍ନାରେ ବାଇକ୍‌ରୁ ଖସି ଚାଲିଗଲା ସ୍ତ୍ରୀଙ୍କ ଜୀବନ

ପଟ୍ଟାଙ୍ଗି,୭ା୮(ଶରତ ଧଳ): ଦୁଇ ସନ୍ତାନ ଏବଂ ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଜୀବନ ଚାଲିଯାଇଛି। ଏପରି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦିଲି ନିକଟସ୍ଥ ଟାଙ୍ଗିଣି ଛକ ତଥା ଜାତୀୟ ରାଜପଥର ଏକ…

ଆସୁଛି ଆଉ ଏକ ବଡ଼ ଲଘୁଚାପ: ଏହି ୭ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୮: ମୌସୁମୀ ସକ୍ରିୟ ହୋଇଥିବା ବେଳେ ବାରମ୍ବାର ଲଘୁଚାପ ସୃଷ୍ଟି ହେଉଛି। ଗୋଟିଏର ପ୍ରଭାବ ସରିନି, ଆସିଲାଣି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ବୁଧବାର ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗାଙ୍ଗେୟ…

ଗେରୁଆ ରଙ୍ଗର ରେନକୋଟ୍‌ ପିନ୍ଧିବେ ଟ୍ରାଫିକ ପୋଲିସ

ଭୁବନେଶ୍ୱର,୭।୮: ଗେରୁଆ ରଙ୍ଗର ରେନକୋଟ୍‌ ପିନ୍ଧିବେ ଭୁବନେଶ୍ୱର ଟ୍ରାଫିକ ପୋଲିସ। ଟ୍ରାଫିକ ପୋଲିସଙ୍କୁ ଦିଆଯାଇଛି ନୂଆ ରେନ୍‌କୋଟ୍‌। । ବର୍ଷା ବେଳେ ଟ୍ରାଫିକ ପୋଷ୍ଟରେ ମୁତୟନ ଥିବା ପୋଲିସ କର୍ମଚାରୀଙ୍କୁ ଗେରୁଆ ରଙ୍ଗର ରେନ କୋଟ ପ୍ରଦାନ କରାଯାଇଛି। ରାଜଧାନୀର ସମସ୍ତ…

ମଜ୍‌ନୁଙ୍କ ଫୋନ୍‌ରେ ଥିଲା ଅଶ୍ଳୀଳ ଫଟୋ ଭିଡିଓ, ରିମାଣ୍ଡ ଖୋଲୁଛି ଗୁମର

ଭୁବନେଶ୍ୱର,୭।୮: ୫ ସ୍ବାମୀଙ୍କ ସ୍ତ୍ରୀ ସତ୍ୟଜିତ୍‌ ସାମଲଙ୍କ ପ୍ରେମିକା ତାଲିକାରେ ୪୯ ନୁହେଁ ଥିଲେ ୯୯ ମହିଳା। ରିମାଣ୍ଡରେ ତାଙ୍କର ଗୁମର ଖୋଲିବାରେ ଲାଗିଛି। ସତ୍ୟଜିତଙ୍କ ମୋବାଇଲ ଯାଞ୍ଚ ପରେ ଏକାଧିକ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଥିବା ଜଣାପଡିଛି। ଏମିତିକି…

ରାଜ୍ୟ ସଭାକୁ କିଏ ଯିବେ? ଏହି ନେତାଙ୍କ ନାଁକୁ ନେଇ ଚାଲିଛି ଜୋର୍‌ଦାର ଚର୍ଚ୍ଚା

ଭୁବନେଶ୍ୱର,୭ା୮: ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଓଡ଼ିଶା ସମେତ ୯ଟି ରାଜ୍ୟରେ ରାଜ୍ୟ ସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସଭା ଏମ୍‌ପି ପଦରୁ ମମତା ମହାନ୍ତ ଇସ୍ତଫା ଦେବା ପରେ ତାଙ୍କ ସ୍ଥାନରେ…

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ହଟିଲା ୫ଟି ଚାର୍ଟର

ଭୁବନେଶ୍ୱର,୭।୮: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ରାଜ୍ୟର ସମସ୍ତ ବର୍ଗର କ, ଖ ଏବଂ ଗ କର୍ମଚାରୀଙ୍କ ପାଇଁ ଅଦ୍ୟ ବିଦ୍ୟମାନ ଥିବା PAR/CCR ଫରମାଟରୁ ୫ଟି ଚାର୍ଟର ପ୍ରତ୍ୟାହାର କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?