ଦଳଡିଆଁ ନେତାଙ୍କ ପତିଆରା ଅଧିକ
ଯାଜପୁର,୧୧।୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ଦଳଡିଆଁରେ ରେକର୍ଡ କରୁଥିବା ନେତାଙ୍କ ପତିଆରା ଏଥର ଢେର ଅଧିକ ଦେଖିବାକୁ ମିଳିଛି। ହେଲେ ଗୋଟିଏ ଦଳରେ ଦଶନ୍ଧି ଓ ବର୍ଷ ବର୍ଷ ଧରି ନିଜ ଜୀବନକୁ ଉତ୍ସର୍ଗୀକୃତ କରିଥିବା ନେତାଙ୍କୁ ଅଣଦେଖା କରାଯାଉଛି। ସବୁ ଦଳର…
ରାଜଧାନୀରେ ଝିପିଝିପି ବର୍ଷା, ଏହି ଜିଲାରେ ପ୍ରବଳ ଛେଚିବ
ଭୁବନେଶ୍ୱର,୧୧।୪: ଟ୍ବିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ସହ ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବା ନେଇ…
ସମ୍ବଲପୁର ଆସନରେ ଏଥର ହେଭିଓ୍ବେଟ ଲଢ଼େଇ: ଚର୍ଚ୍ଚାରେ ବାହାରିଆ ପ୍ରାର୍ଥୀ
ସମ୍ବଲପୁର,୧୧ା୪(ପ୍ରମୋଦ ବହିଦାର): ସମ୍ବଲପୁର ଲୋକ ସଭା ଆସନରେ ଏଥର ହେଭିଓ୍ବେଟ ଲଢ଼େଇ ହେବ। ଏହି ଆସନ ସମ୍ମାନର ପ୍ରଶ୍ନ ହୋଇଥିବାରୁ ଏହାକୁ ଦଖଲ ପାଇଁ ଉଭୟ ବିଜେଡି ଓ ଭାଜପା ପ୍ରାଣପଣେ ଉଦ୍ୟମ କରିବେ। ଏଠାରେ ବିଜେଡିରୁ ଦଳର ସାଂଗଠନିକ ସମ୍ପାଦକ…
ବିଦ୍ୟାଳୟ ଆସୁନାହାନ୍ତି ପ୍ରଧାନଶିକ୍ଷକ
ଲାଠୋର, ୧୧ା୪(ଭୁବନେଶ୍ୱର ବାରିକ)ବଲାଙ୍ଗୀର ଜିଲା ତୁରେକେଲା ବ୍ଳକ ହଲନଭଟା ପଞ୍ଚାୟତ ଅଧିନ ବିଜମାଲପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥାରେ ଚାଲିଛି। ପ୍ରଧାନ ଶିକ୍ଷକ ନିଜ ମନ ମୁତାବକ ବିଦ୍ୟାଳୟକୁ ଆସୁଥିବାରୁ ଏହି ପରିସ୍ଥିତି ଦେଖାଦେଇଥିବା ବିଦ୍ୟାଳୟ ପରିଚାଳନା ସମିତି…
ସୁଧ ଟଙ୍କା ପାଇଁ ଘରେ ପଶି ଶ୍ୱଶୁର-ବୋହୂଙ୍କୁ ହାଣିଲେ
ଭୁବନେଶ୍ୱର,୧୧।୪: ରାଜଧାନୀରେ ଗତ ରାତିରେ ଘଟି ଯାଇଛି ଅଭାବନୀୟ ଘଟଣା। ବୁଧବାର ରାତିରେ ଘରେ ପଶି ଶ୍ୱଶୁର,ବୋହୂଙ୍କୁ ହାଣିଛନ୍ତି ଗୋଟିଏ ଗୋଷ୍ଠୀ। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ପଟିଆ ଅଞ୍ଚଳର ପଦ୍ମକେଶରପୁର ଗାଁରେ। ଗୁରୁତରଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି…
ବସ୍ତି ବିକାଶ ବାଟବଣା: ବଢୁଛି ଅସନ୍ତୋଷ
ରାଉରକେଲା, ୧୧ା୪(ସଙ୍ଗୀତା ଜେନା)ଇସ୍ପାତ ସହର ରାଉରକେଲାର ବସ୍ତିଗୁଡ଼ିକର ଆଶାନୁରୂପ ବିକାଶ ହୋଇପାରୁନି। ବର୍ଷବର୍ଷ ବିତି ଗଲେ ମଧ୍ୟ ଲୋକଙ୍କର ମୌଳିକ ଆବଶ୍ୟକତା ପୂରଣ ହୋଇପାରୁନାହିଁ। ୬ମାସ ପୂର୍ବେ ରାଉରକେଲାରେ ଝାଡ଼ାବାନ୍ତି ପ୍ରକୋପ ଦେଖାଯାଇଥିଲା। ଲୋକେ ମୃତ୍ୟୁବରଣ କରିଥିବା ବେଳେ ସହରକୁ ପାନୀୟଜଳ…
ମାତୃତ୍ୱ କେତେ ନିରାପଦ
ମାତୃତ୍ୱ ପ୍ରଭୁଙ୍କର ଶ୍ରେଷ୍ଠତମ ଓ ସୁନ୍ଦରତମ ସୃଷ୍ଟି। ତ୍ୟାଗ ଓ ତିତିକ୍ଷାର ମନ୍ତ୍ରରେ ନାରୀଟିଏ ଅଭିମନ୍ତ୍ରିତା ହୋଇ ମାତୃତ୍ୱର ସୋପାନ ଆରୋହଣ କରିଥାଏ। ତେବେ ମାତୃତ୍ୱର ଏହି ପଥ ସବୁବେଳେ ନିରାପଦ ନୁହେଁ। ଏହା କେତେବେଳେ ସମତଳ ତ’ କେତେବେଳେ ବିପଦସଙ୍କୁଳ।…
୫ ଶହ କେଜି ଗଞ୍ଜେଇ ଜବତ: ଚାଲାଣ ପାଇଁ ରଖାଯାଇଥିଲା, ମାଡି ବସିଲା ପୋଲିସ
ଦାରିଙ୍ଗବାଡି, ୧୧।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚୋରାଚାଲାଣ ପାଇଁ ଜଙ୍ଗଲ ଭିତରେ ରଖାଯାଇଥିବା ଖବର ପାଇ ପୋଲିସ ମାଡ଼ିବସିଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଉକ୍ତ ଥାନା କିରୁକୁଟି ପଞ୍ଚାୟତର…
ଥାନାର ଦ୍ୱାରସ୍ଥ ହେଲେ ଅଭିନେତା ବୁଦ୍ଧାଦିତ୍ୟ
କଟକ,୧୧ା୪ (କାର୍ତ୍ତିକ ସାହୁ)ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ବିରୋଧରେ ଜଣେ ସିନେ ପ୍ରଯୋଜକ ସାମାଜିକ ଗଣମାଧ୍ୟମରେ ଅପପ୍ରଚାର କରୁଥିବା ନେଇ ସେ ବିଡ଼ାନାସୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଏନେଇ ଥାନାରେ ମାମଲା ରୁଜୁ ହୋଇନାହିଁ। ହେଲେ ଚଳଚ୍ଚିତ୍ର ପ୍ରଯୋଜକ ଓ କଳାକାରଙ୍କ ମଧ୍ୟରେ…
ସକାଳୁଆ ଅଫିସ୍: ଆରମ୍ଭରୁ ଅବ୍ୟବସ୍ଥା
ଗୋପ,୧୧ା୪(ଭାରତୀ ଭୂଷଣ ଉପାଧ୍ୟାୟ)ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟ ସରକାର ଏପ୍ରିଲ୍ ୧୦ରୁ ସକାଳୁଆ ଅଫିସ୍ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ନିର୍ଦ୍ଦେଶକୁ ସରକାରୀ ଅଧିକାରୀ ଓ କର୍ମଚାରୀ ଫୁ କରିଥିବା ଦେଖିବାକୁ ମିଳିଛି। ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ…
‘ମଲିଆ ବ୍ରାହ୍ମଣମାନେ ଓଡ଼ିଶାର ପ୍ରାଚୀନ ଅଧିବାସୀ’
ପୁରୀ, ୧୧ା୪(ଅଜିତ୍ ମହାନ୍ତି)ମନ୍ଦିର ନଗରୀ ଭୁବନେଶ୍ୱରର ଅନ୍ୟତମ ପ୍ରାଚୀନ ମନ୍ଦିର ହେଉଛି ଶ୍ରୀକପିଳେଶ୍ୱର ମହାଦେବଙ୍କ ମନ୍ଦିର। ସନାତନ ଶାସ୍ତ୍ରରେ ଏହା କପିଳମୁନି ମନ୍ଦିର, କପିଳନାଥ ମନ୍ଦିର, କପିଳେଶ୍ୱର ମନ୍ଦିର ଭାବେ ବର୍ଣ୍ଣିତ ଅଛି। ବର୍ତ୍ତମାନ ଏହା କପିଳେଶ୍ୱର ମନ୍ଦିର ଭାବେ ପ୍ରସିଦ୍ଧ।…
ରୋଗୀ ଆଟେଣ୍ଡାଣ୍ଟଙ୍କୁ ପିଟିଲା ପୋଲିସ
କଟକ, ୧୧ା୪(ଶିଳ୍ପା ପ୍ରିୟଦର୍ଶିନୀ)କଟକ ଏସ୍ସିବି ମେଡିକାଲରେ ରୋଗୀଙ୍କ ଆଟେଣ୍ଡାଣ୍ଟମାନଙ୍କୁ ମଙ୍ଗଳବାର ରାତିରେ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ଏ ଦିଗରେ ପଦକ୍ଷେପ ନିଆଯିବା ପାଇଁ…
Archives


