ପୁଣି ଚାକିରି କରିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ, ଗାଇଡ୍ଲାଇନ୍ରେ ରହିଛି…
ଭୁବନେଶ୍ୱର,୧୨ା୯: ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି। ଏଥିପାଇଁ ରାଜ୍ୟ ସରକାର ଗାଇଡ୍ଲାଇନ୍ ଜାରି କରିଛନ୍ତି। ଅବସରପ୍ରାପ୍ତ କର୍ମଚାରୀମାନେ କେଉଁ ମାନଦଣ୍ଡରେ ଚୟନ ହେବେ ସେନେଇ ବିସ୍ତୃତ ଗାଇଡ୍ଲାଇନ୍ ଜାରି ହୋଇଛି। ପୁନଃ ନିଯୁକ୍ତି ପାଇଁ କମିଟି ଚୟନ କରିବ।…
ଆସନ୍ତା ଦୁଇଦିନ ମଧ୍ୟରେ ଆଉ ଏକ ଲଘୁଚାପ: ଚଳିତ ସପ୍ତାହ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୨।୯: ମିଆଁମାରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଘୂର୍ଣ୍ଣିବଳୟଟି ବାଂଲାଦେଶ ଉପକୂଳ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।…
ଆସ୍ଥା ଭୋଟ୍ରେ ହାରିଗଲେ ଏନ୍ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼, ଧୂଳିସାତ୍ ହେଲା…
ପୁରୁଷୋତ୍ତମପୁର,୧୨ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ନାମରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଗୁରବାର ଆସ୍ଥା ଭୋଟ୍ ହୋଇଥିବା ବେଳେ ଏଥିରେ ସେ ପରାସ୍ତ ହୋଇଛନ୍ତି। ଯାହାଦ୍ବାରା ସେ ପଦ ହରାଇ ଗାଦିଚ୍ୟୁତ ହେବାର ସ୍ପଷ୍ଟ…
କଠୋର ହେଲା ପ୍ରଶାସନ, ଶିଳ୍ପନଗରୀରେ ବାଜିବନି ଡିଜେ
ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର ୭ ତାରିଖଠାରୁ ଗଜାନନଙ୍କ ପୂଜା ଆରମ୍ଭ ହୋଇ ଦୀର୍ଘ ୧୧ ଦିନ ବ୍ୟାପୀ ମଣ୍ଡପରେ…
୫୭ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ ଲକ୍ଷ୍ୟ, ଆଜିସୁଦ୍ଧା ୧୩ ହଜାର ପଞ୍ଜୀକୃତ
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୁଭଦ୍ରା ଯୋଜନା ପାଇଁ ବିଭିନ୍ନ ସ୍ଥାନରେ ମହିଳାଙ୍କ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟରେ ନୂଆ ସରକାରଙ୍କ ନୂଆ ଯୋଜନା ସୁଭଦ୍ରାକୁ ନେଇ ମହିଳାଙ୍କ ମଧ୍ୟରେ ଉତ୍ସୁକତା ଦେଖାଯାଇଛି। ବ୍ୟାଙ୍କଠାରୁ ଆରମ୍ଭ କରି…
ମୋହନ ସରକାରଙ୍କ ବଡ଼ ଘୋଷଣା, ଆଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର
ଭୁବନେଶ୍ୱର,୧୨।୯: ଶେଷ ହୋଇଛି କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟ୍ରେ ବସିଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା । ସୂଚନା ଅନୁଯାୟୀ, ଲୋକସେବା…
ଅଗ୍ନିବୀରଙ୍କ ପାଇଁ କ୍ୟାବିନେଟ୍ରେ ବଡ଼ ନିଷ୍ପତ୍ତି: ବର୍ଷେ ଟ୍ରେନିଂ, ୪ ବର୍ଷ ଚାକିରି ପରେ ବି…
ଭୁବନେଶ୍ୱର,୧୨ା୯: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍ ବୈଠକରେ ଅଗ୍ନିବୀରଙ୍କୁ ନେଇ ଆଜି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ…
ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ମା’-ବାପାଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି
ଭୁବନେଶ୍ୱର,୧୨।୯: ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି। ମା’-ବାପାଙ୍କ ଉପରେ ନିର୍ଭରଶୀଳ ବିବାହିତା ଝିଅ/ ସାବତ ଝିଅଙ୍କୁ…
ଆନ୍ଦୋଳନସ୍ଥଳକୁ ଯାଉଥିବା ବେଳେ ଗଛରେ ପିଟିହେଲା ପୋଲିସ ଭ୍ୟାନ୍, ଆଉ ତା’ ପରେ…
କେନ୍ଦୁଝର,୧୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଏକ ପୋଲିସ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେଲକୋଇରେ ଚକଧର ଜଳସେଚନ ପ୍ରକଳ୍ପ ପ୍ରତିବାଦରେ ଆରମ୍ଭ ହୋଇଥିବା ୧୨ ଘଣ୍ଟିଆ ଏନ୍ଏଚ୍ ୪୯ ଅବରୋଧ ଆନ୍ଦୋଳନ ଓ ତେଲକୋଇ…
ରାଜ୍ୟ କ୍ୟାବିନେଟ ୩ ପ୍ରସ୍ତାବକୁ ମୋହର: ଝିଅଙ୍କୁ ମିଳିବ…
ଭୁବନେଶ୍ୱର,୧୨।୯: ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ଓଡ଼ିଶା ବେସାମରିକ ସେବା ନିୟମାବଳୀ ସଂଶୋଧନ ଅନୁସାରେ ସରକାରୀ ମା’ବାପାଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ…
ଆଜି ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୧୨।୯: ଆଜି ଅପରାହ୍ନରେ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ବନ୍ୟା ସ୍ଥିତି ସମୀକ୍ଷା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଯିବେ। ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଲୋକେ ପାଣି ଘେରରେ…
ଆଜି ରାଜ୍ୟରେ ଅନୁଷ୍ଠିତ ହେବ ନିଯୁକ୍ତି ମେଳା: ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୋହନ ସରକାର
ଭୁବନେଶ୍ୱର,୧୨।୯: ଆଜି ରାଜ୍ୟରେ ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନ୍ଭେନ୍ଶନ ସେଣ୍ଟରରେ କାର୍ଯ୍ୟକ୍ରମ ହେବ। ଖୁବ୍ଶୀଘ୍ର ରାଜ୍ୟରେ ୩୫ ହଜାର ଯୁବତୀଯୁବକଙ୍କୁ ଯୋଗାଇ ଦିଆଯିବ ନିଯୁକ୍ତି।…

