ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ
ଭୁବନେଶ୍ୱର,୬।୮: ବଲାଙ୍ଗୀର ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି। ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ଭିତରେ ନବାନ୍ନ ଲାଗି ହେବ। ପାଟଣେଶ୍ବରୀ ଓ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ମା’ଙ୍କ ପାଖେ…
କୋଟିପତି ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ, ଘରୁ ମିଳିଥିଲା ପୁଳାପୁଳା ସୁନା
ଭୁବନେଶ୍ୱର,୬।୮: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ଭୁବନେଶ୍ବର ଓ ଭଦ୍ରକରୁ ୩ ମହଲା କୋଠା ଠାବ ହୋଇଥିଲା। ଏଥିସହ ୧ କେଜି…
NEET ପେପର ଲିକ୍ ମାମଲାରେ ଭୁବନେଶ଼୍ବର ଲିଙ୍କ୍, ଜଣେ ଗିରଫ
ଭୁବନେଶ଼୍ବର, ୦୬।୦୮: ବହୁ ଚର୍ଚ୍ଚିତ ନିଟ୍ ୟୁଜି ପ୍ରଶ୍ନପତ୍ର ଲିକ୍ ମାମଲାରେ ଭୁବନେଶ଼୍ବର ଲିଙ୍କ୍ ସାମ୍ନାକୁ ଆସିଛି । ଏହି ମାମଲାରେ ଭୁବନେଶ଼୍ବରରୁ ଜଣଙ୍କୁ ଗିରିଫ କରିଛି ସବିଆଇ । ସୁଶାନ୍ତ ସାମନ୍ତ ନାମକ ଜଣେ ଅଭିଯୁକ୍ତକୁ ଗିରଫ କରିଛି ସିବିଆଇ…
ଆହୁରି ୩ ଦିନ ବର୍ଷା: ପ୍ରବଳ ବର୍ଷିବ
ଆହୁରି ୩ ଦିନ ବର୍ଷା: ପ୍ରବଳ ବର୍ଷିବ ଭୁବନେଶ୍ୱର,୬।୮: ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆହୁରି ୩ ଦିନ ବର୍ଷିବ। କଟକ ଭୁବନେଶ୍ୱରରେ ସକାଳୁ ବର୍ଷା ହେଉଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ…
ଆଜି ରିମାଣ୍ଡରେ ଯିବେ ୫ ସ୍ତ୍ରୀଙ୍କ ସ୍ବାମୀ,୪୯ ଜଣଙ୍କ ପ୍ରେମିକ: ଖୋଲିବ କେଳେଙ୍କାରୀ ଗୁମର
ଭୁବନେଶ୍ୱର,୪।୮: ୫ ସ୍ତ୍ରୀଙ୍କ ସ୍ବାମୀ ସତ୍ୟଜିତ ସାମଲଙ୍କୁ ମଙ୍ଗଳବାର କମିସନରେଟ ପୋଲିସ ରିମାଣ୍ଡରେ ନେବେ। କମିସନରେଟ ପୋଲିସ ତାଙ୍କୁ ଅଧିକ ପଚରାଉଚରା କରିବା ପାଇଁ ରିମାଣ୍ଡରେ ନେଉଥିବା ଜଣାପଡ଼ିଛି। ପରେ ଠକ ପ୍ରେମିକର କେଳେଙ୍କାରୀର ଗୁମର ଖୋଲିବ । ସୂଚନାଯୋଗ୍ୟ, ରାଜଧାନୀରେ…
ରତ୍ନଭଣ୍ଡାର ପ୍ରସଙ୍ଗ: ସିବିଆଇ ତଦନ୍ତ ଦାବି କଲେ ସୁଦର୍ଶନ
ପୁରୀ,୬ା୮(ଅଜିତ୍ କୁମାର ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସୋମବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରତ୍ନଭଣ୍ଡାର ସମ୍ପର୍କରେ ଆଲୋଚନା କରାଯାଇଥିଲା। ମୁଖ୍ୟତଃ ଆଧୁନିକ ବୈଷୟିକ ଜ୍ଞାନ କୌଶଳ ବ୍ୟବହାର କରାଯାଇ ରତ୍ନଭଣ୍ଡାର ଯାଞ୍ଚ, ମରାମତି ସହ ପୁରୁଣା ସିନ୍ଦୁକ ଓ…
କନିଷ୍ଠ ଶିକ୍ଷକ ନିଯୁକ୍ତି: ଜିଲାୱାରି ଚୂଡ଼ାନ୍ତ ତାଲିକା ପ୍ରକାଶ
ଭୁବନେଶ୍ୱର,୬।୮(ଅସମାପିକା ସାହୁ):କନିଷ୍ଠ ଶିକ୍ଷକ(ସ୍କିମାଟିକ) ନିଯୁକ୍ତି ପାଇଁ ଜିଲାୱାରି ଚୂଡ଼ାନ୍ତ ତାଲିକା ସୋମବାର ପ୍ରକାଶ ପାଇଛି। କେବଳ ୩ଟି ଜିଲାକୁ ଛାଡ଼ି ବାକି ସମସ୍ତ ଜିଲାର ୱେବ୍ସାଇଟ୍ରେ ତାଲିକା ଉପଲବ୍ଧ ହୋଇଛି। ଜିଲାପାଳଙ୍କ ମୋହର ପରେ ଉକ୍ତ ୩ଟି ଜିଲାର ତାଲିକା ମଙ୍ଗଳବାର…
ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି କଲେ ୩ ମନ୍ତ୍ରୀ
ଭୁବନେଶ୍ୱର,୬।୮(ସୁନିତ୍ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ୩ ମନ୍ତ୍ରୀ ଉପସ୍ଥିତ ରହି ଲୋକମାନଙ୍କ ଅଭିଯୋଗ ଶୁଣିଛନ୍ତି। ଏଥିରେ ଆଇନ, ପୂର୍ତ୍ତ, ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ଶିଳ୍ପମନ୍ତ୍ରୀ ସମ୍ପଦ କୁମାର ସ୍ବାଇଁ ଉପସ୍ଥିତ ରହି…
ବିଜେଡି ନେତାଙ୍କ ଭିତରେ ରହୁନି ତାଳମେଳ
ବାରିପଦା,୬ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ବିଜେଡି ସଂଗଠନରେ ରୋଚକ ସ୍ଥିତି ଦେଖିବାକୁ ମିଳିଛି। ଆଗଧାଡ଼ିର ନେତାଙ୍କ ମଧ୍ୟରେ ତାଳମେଳ ରହୁ ନ ଥିବା ବେଳେ କର୍ମୀ ହତାଶ ହେବାରେ ଲାଗିଛନ୍ତି। କେହି ଦଳ ଛାଡ଼ି ଭାଜପା ଶିବିରକୁ ଲମ୍ଫ ଦେଇଥିବା ବେଳେ…
କଥା ଗୋଟିଏ, କାମ ଆଉ ଗୋଟିଏ: ଭାଇରାଲ ହେଉଛି ଅସ୍ମିତା ପ୍ରସଙ୍ଗ
ଭୁବନେଶ୍ୱର,୬ା୮(ଅନିଲ ଦାସ):ଓଡ଼ିଶାର ପ୍ରଶାସନିକ ବ୍ୟବସ୍ଥାରେ ଆଶାନୁରୂପ ପରିବର୍ତ୍ତନ ଘଟୁନାହିଁ ବୋଲି ସାମାଜିକ ଗଣମାଧ୍ୟମରେ ଅନେକ ପୋଷ୍ଟ ଭାଇରାଲ ହେଉଥିବା ଲକ୍ଷ୍ୟ କରାଯାଉଛି। ଅସ୍ମିତା ଶବ୍ଦ ବ୍ୟବହାର କରି ନିର୍ବାଚନରେ ଲୋକଙ୍କ ବିଶ୍ୱାସଭାଜନ ହୋଇପାରିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ସେହି ଅସ୍ମିତାକୁ ଜଳାଞ୍ଜଳି…
୫ ହଜାରରୁ ଅଧିକ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ; ଭରସା ଖୁସିରେ ଫେରିଲେ ଲୋକ
ଭୁବନେଶ୍ୱର,୫।୮: ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକଙ୍କୁ ଶୁଣିବାର ଧାରା ଜାରି ରଖିଛନ୍ତି।ସୋମବାର ମୁଖ୍ୟମନ୍ତ୍ରୀ ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ଶହ ଶହ ଲୋକଙ୍କ ଠାରୁ ସେମାନଙ୍କ ସମସ୍ୟା ଶୁଣିଥିଲେ। ଲୋକଙ୍କୁ ଆଶ୍ୱାସନା ଦେବା ଓ ସମସ୍ୟା ସମାଧାନ ହେବାର…
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ଭାଜପା ଏମ୍ପି, କଲେ ଏହି ଆଲୋଚନା
ଭୁବନେଶ୍ୱର, ୫।୮: ସଂସଦ ଭବନ ସମ୍ମିଳନୀ କକ୍ଷରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓଡ଼ିଶାର ସମସ୍ତ ୨୦ ଭାଜପା ଲୋକ ସଭା ଏମ୍ପି ଓ ଜଣେ ରାଜ୍ୟ ସଭା ଏମ୍ପି ଭେଟିଛନ୍ତି। ଏହି ଅବସରରେ ବିଭିନ୍ନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ଏମ୍ପିମାନଙ୍କ ସହ…

