ରାଜ୍ୟ

କୁଲଡିଆ ରେଞ୍ଜରୁ ଆସିଲା ଦୁଃଖଦ ଘଟଣା: ଟ୍ରେଞ୍ଜ ଗାତରେ ପଡ଼ି ଗର୍ଭବତୀ ହାତୀର ମୃତ୍ୟୁ

ବାଲେଶ୍ୱର,୨୮।୫: ବାଲେଶ୍ୱର ଜିଲା କୁଲଡିଆ ରେଞ୍ଜ ଅସନଘାଟି ଜଙ୍ଗଲରୁ ମଙ୍ଗଳବାର ଏକ ଦୁଃଖଦ ଖବର ସାମ୍‌ନାକୁ ଆସିଛି। ଖୋଲାଯାଇଥିବା ଏକ ଟ୍ରେଞ୍ଜ ଗାତରେ ପଡିରେ ଏକ ଗର୍ଭବତୀ ହାତୀର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଏକ ମାଈ ହାତୀ ଖାଦ୍ୟ…

ନବୀନ ପଟ୍ଟନାୟକଙ୍କ ସହ ଭଲ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଆସନ୍ତ ଜୁନ୍‌ ୧ ଭୋଟ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏକ ଗଣମାଧ୍ୟମକୁ ମୋଦି ସାକ୍ଷାତକାର ଦେଇ ଓଡ଼ିଶା ରାଜନୀତି ବିଷୟରେ ଅନେକ କିଛି ଖୁଲାସା…

ଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍‌: ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୪: ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି। ସବୁଠୁ ଚିନ୍ତାର ବିଷୟ, ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖାଯାଇଛି। ଓଡ଼ିଶା ସେହି ବନ୍ଧନରୁ…

ଡ୍ରାଇଭିଂବେଳେ ଫୋନ୍‌ ବ୍ୟବହାର, ଯାଇଛି ୧୬୩ ଜୀବନ

ଭୁବନେଶ୍ୱର,୨୮।୫(ସୂର୍ଯ୍ୟକାନ୍ତ ବେହେରା):ଗାଡ଼ି ଚଳାଇବାବେଳେ ଡ୍ରାଇଭରମାନେ ମୋବାଇଲ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ରହିଛି। ହେଲେ ଏହାକୁ ଅଧିକାଂଶ ମାନୁ ନ ଥିବାରୁ ଦୁର୍ଘଟଣା ବଢ଼ୁଛି। ଗାଡି ଚାଳନାବେଳେ ମୋବାଇଲ ବ୍ୟବହାର ଯୋଗୁ ୨୦୨୩ରେ ରାଜ୍ୟରେ ୪୩୩ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ…

ପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ଭାଜପା ସୁରକ୍ଷା ଦେବା ଲଜ୍ଜାଜନକ

ଭୁବନେଶ୍ୱର,୨୮ା୫(ଅନିଲ ଦାସ):ପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ସୁରକ୍ଷା ଦେବା ପାଇଁ ଓଡ଼ିଶା ଭାଜପା ଗଣମାଧ୍ୟମ ସାମ୍ନାକୁ ଆସି କରୁଥିବା ଉଦ୍ୟମ ଲାଗି ଲଜ୍ଜିତ ହେବା ଉଚିତ ବୋଲି ବିଜେଡି ମୁଖପାତ୍ର ଈପ୍ସିତା ସାହୁ କହିଛନ୍ତି । ଈପ୍ସିତା କହିଛନ୍ତି, ଭାଜପାର ପୂର୍ବତନ…

ପରାଜୟ ଜାଣି ବିଜେଡି ଅଧିକ ଟଙ୍କା ବାଣ୍ଟୁଛି: ଭାଜପାର ଗୁରୁତର ଅଭିଯୋଗ

ଭୁବନେଶ୍ୱର, ୨୮।୫(ବ୍ୟୁରୋ):ଚଳିତ ନିର୍ବାଚନର ୩ୟ ପର୍ଯ୍ୟାୟ ଶେଷ ପରେ ବିଭିନ୍ନ ସଂସ୍ଥାର ଆକଳନ ଭାଜପା ସପକ୍ଷରେ ଯାଉଥିବା ଜାଣିପାରି ଶାସକ ବିଜେଡି ୪ର୍ଥ ପର୍ଯ୍ୟାୟ ନିର୍ବାଚନକୁ ନିଜ ସପକ୍ଷରେ ଆଣିବା ପାଇଁ ସବୁ ପ୍ରକାର କଳବଳ କୌଶଳ ପ୍ରୟୋଗ କରୁଛି। କିନ୍ତୁ…

ଆଜି ଆସୁଛନ୍ତି ଶାହା:୩ ସ୍ଥାନରେ କରିବେ ରାଲି

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଭାଜପା ପାଇଁ ପ୍ରଚାର କରିବାକୁ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୪୫ରେ ଚାନ୍ଦବାଲିଠାରେ, ଅପରାହ୍ନ ୨ଟା ୨୫ରେ କୋରେଇ…

୪ ସୁଦ୍ଧା ରତ୍ନଭଣ୍ଡାର ଚାବି ହାଇକୋର୍ଟଙ୍କୁ ହସ୍ତାନ୍ତର କର

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୨୮ା୫(ଜଗନ୍ନାଥ ଧଳ/ ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ମିଳୁନାହିଁ। ତଦନ୍ତ ରିପୋର୍ଟ ଚାପିଦିଆଯାଇଛି। ମୋର ସନ୍ଦେହ ହେଉଛି ଯେ, ରତ୍ନଭଣ୍ଡାର ଚାବି ପାଣ୍ଡିଆନ ହିଁ ଲୁଚାଇ ରଖିଛନ୍ତି। ଆସନ୍ତା ୪ ତାରିଖରେ ବିଧାନସଭା ନିର୍ବାଚନ ଫଳ ପ୍ରକାଶ ପାଇବ।…

୧୦୩ ବିଧାୟକଙ୍କ ସମ୍ପତ୍ତି ୫ ବର୍ଷରେ ୭୩% ବଢ଼ିଛି

ଭୁବନେଶ୍ୱର,୨୮ା୫(ଅନିଲ ଦାସ):୨୦୨୪ ସାଧାରଣ ନିର୍ବାଚନରେ ବିଭିନ୍ନ ଦଳର ୧୦୩ ଜଣ ବିଧାୟକ ପୁଣି ନିର୍ବାଚନ ଲଢ଼ୁଛନ୍ତି। ସେମାନଙ୍କର ହାରାହାରି ସମ୍ପତ୍ତି ପରିମାଣ ୫ ବର୍ଷରେ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଅର୍ଥାତ୍‌ ସମ୍ପତ୍ତି ୭୩% ବୃଦ୍ଧି ପାଇଛି। ଏଥିରୁ ବିଜେଡିରୁ ୭୪ଜଣ…

ଆଜିଠୁ ଭୁବନେଶ୍ୱର-କୁଆଲାଲମ୍ପୁର ସିଧାସଳଖ ଉଡ଼ିବ ବିମାନ

ଭୁବନେଶ୍ୱର,୨୮ା୫(ଅସମାପିକା ସାହୁ):ଭୁବନେଶ୍ୱର-କୁଆଲାଲମ୍ପୁର ମଧ୍ୟରେ ସିଧାସଳଖ ବିମାନସେବା ମଙ୍ଗଳବାରଠାରୁ ଆରମ୍ଭ ହେବ। ଏୟାର ଏସିଆ ଏହି ବିମାନସେବା ପ୍ରଦାନ କରିବ। ବିମାନଟି କୁଆଲାଲମ୍ପୁରରୁ ରାତି ୧୦ଟା ୧୦ରୁ ବାହାରି ଭୁବନେଶ୍ୱରରେ ରାତି ୧୧ଟା ୨୦ରେ ପହଞ୍ଚତ୍ବ। ସେହିପରି ଭୁବନେଶ୍ୱରରୁ ବିମାନ ପୁଣି ରାତି…

ନିରଞ୍ଜନ ପଟ୍ଟନାୟକଙ୍କ ଅଫିସରେ ଚଢାଉ

ଭଦ୍ରକ,୨୭।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀ କଂଗ୍ରେସ ପ୍ରାର୍ଥୀ ତଥା ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭଦ୍ରକ ମୋଟଲ ଛକସ୍ଥିତ ଅଫିସ୍‌ରେ ଫ୍ଲାଇଂ ସ୍କ୍ବାଡ୍‌ ଏବଂ ଇନ୍‌କମ ଟ୍ୟାକ୍ସ ବିଭାଗ ପକ୍ଷରୁ ସୋମବାର ସାରେ ରେଡ୍‌ କରାଯାଇଛି। ରବିବାର ରାତିରେ…

ବିଜେଡି ପ୍ରାର୍ଥୀଙ୍କ ବାଇକ ରାଲି ଉପରେ ଗାଡି ଚଢାଇଦେଲେ ପୂର୍ବତନ ସରପଞ୍ଚ

ଭୁବନେଶ୍ୱର,୨୭।୫: ଧର୍ମଶାଳାର ବିଜେଡି ପ୍ରାର୍ଥୀ ତଥା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ବାଇକ ରାଲି ଉପରେ ଜଣେ ପୂର୍ବତନ ସରପଞ୍ଚ ସ୍କର୍ପିଓ ଚଢାଇ ଦେଇଥିବା ଅଭିଯୋଗ ହୋଇଛି। ଏଥିରେ ୨ ଜଣ ଆହତ ହୋଇଥିବା ବେଳେ ଏକାଧିକ ବାଇକ କ୍ଷତିଗ୍ରସ୍ତ ହୋଇଛନ୍ତି। ଅଭିଯୁକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri