ଘୋଷଣା ହେଲା ପଦ୍ମ ପୁରସ୍କାର, ଓଡ଼ିଶାରୁ ୩ ଜଣଙ୍କୁ ମିଳିବ…
ଭୁବନେଶ୍ବର, ୨୫ା୧: ଭାରତ ସରକାର ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି । ୪୫ଜଣଙ୍କୁ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଛି । ଗଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ଆଜି ଏହି ଘୋଷଣା କରାଯାଇଛି । ରାଷ୍ଟ୍ରପତି…
ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ବନ୍ଦ ନେଇ ନିର୍ଦ୍ଦେଶନାମା ଉଠାଇଲେ ଜିଲାପାଳ
କୋରାପୁଟ,୨୫ା୧(ଅମିତାଭ ବେହେରା): ଆସନ୍ତା ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲାରେ ଆମିଷ ବିକ୍ରି ଉପରେ ଜିଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ରବିବାର ବାତିଲ କରାଯାଇଛି। କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ…
ଗୃହ ବିଭାଗ ପକ୍ଷରୁ ଘୋଷଣା: ୨୦ଜଣଙ୍କୁ ମିଳିବ ରାଜ୍ୟପାଳ ପଦକ
ଭୁବନେଶ୍ୱର,୨୫।୧: ରାତି ପାହିଲେ ସାଧାରଣତନ୍ତ୍ର ଦିବସ। ଏହାକୁ ଦୃଷ୍ଟିରେ ରଖି ୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ରାଜ୍ୟପାଳ ପଦକ ଘୋଷଣା କରାଯାଇଛି। ମୋଟ ୨୦ ଜଣଙ୍କୁ ପଦକ ମିଳିବ ବୋଲି ଜଣାପଡ଼ିଛି। ତେବେ ସେମାନଙ୍କ ମଧ୍ୟରେ ଆଇଜି ନୀତି ଶେଖର,…
ଗୁଣପୁରରେ ବୃହତ୍ ହିନ୍ଦୁ ସମ୍ମିଳନୀ, ହିନ୍ଦୁ ସମାଜକୁ ଏକତ୍ରିତ ଓ ସଚେତନ କରିବା ପାଇଁ ଆହ୍ୱାନ
ଗୁଣପୁର, ୨୫ା୧ (ସଂକେତ ପାତ୍ର ) : ଗୁଣପୁରରେ ଆୟୋଜିତ “ହିନ୍ଦୁ ସମ୍ମିଳନୀ” ବୃହତ୍ ଧାର୍ମିକ, ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଯାଇଛି । ପ୍ରାୟ ୫ ହଜାରରୁ ଅଧିକ ଭକ୍ତ ଓ ସାଧାରଣ ଲୋକଙ୍କ ଅଂଶଗ୍ରହଣ ମାଧ୍ୟମରେ ଏହି…
ଯାତ୍ରା ଦେଖି ଘରକୁ ଫେରୁଥିଲେ ଯୁବକ, ପିଟିଦେଲା ଅଜଣା ଗାଡ଼ି, ବାଇକ୍ ସହ ପୋଖରୀ ଭିତରେ ପଡ଼ି…
ପାଟଣା,୨୫ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ବ୍ଲକ ବରବେଡ଼ା ଆମ୍ବ ବାଗାନ ନିକଟ ଗଡ଼ିଆରୁ ରବିବାର ସାହାରପଡ଼ା ଫାଣ୍ଡି ପୋଲିସ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ଜବତ କରିଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଫାଣ୍ଡି ଗଣ୍ଡ…
‘ନିର୍ବାଚନରେ ଅଧିକରୁ ଅଧିକ ମତଦାତା ଭୋଟ୍ ଦେଲେ ପୂରଣ ହେବ ସରକାରଙ୍କ ଲକ୍ଷ୍ୟ’
ଭଞ୍ଜନଗର,୨୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ରବିବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏନେଇ ସ୍ଥାନୀୟ ଉପଜିଲାପାଳ କାର୍ଯ୍ୟାଳୟରୁ ଏକ ବିରାଟ ଶୋଭାଯାତ୍ରା ବାହାରିଥିଲା। ଉପଜିଲାପାଳ ଉମା ଶଙ୍କର ବେହେରା ଏଥିରେ ମୁଖ୍ୟ ଅତିଥି ଭାବେ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବ୍ଶୀଘ୍ର ରାଜ୍ୟରେ ଖୋଲିବ…
ଭୁବନେଶ୍ୱର,୨୫ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ AI ବା କୃତ୍ରିମ ବୁଦ୍ଧିମତା ସ୍କୁଲ ଖୋଲିବ। AI ଦିଗରେ ଓଡ଼ିଶା ଆଗେଇ ଚାଲିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ଏଆଇ କମ୍ପାନୀ ସର୍ଭମ ସହ…
ପୋଲିସ ସେବା ପଦକ: ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ…
ଭୁବନେଶ୍ୱର,୨୫।୧: ଘୋଷଣା ହେଲା ପୋଲିସ ସେବା ପଦକ। ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପଦକ। ସେମାନେ ହେଲେ DSP ଅତୁଲ କ୍ରିଷ୍ଣା ଦାସ, ASI ପୂର୍ଣ୍ଣଚନ୍ଦ୍ର ପ୍ରଧାନ। ୨ କନଷ୍ଟେବଲ ଘନଶ୍ୟାମ ସାହୁ ଓ ଥବିର ମାଝୀ ମଧ୍ୟ…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଉଠିଲା ଶିଡ଼ି, ଜାତୀୟ ରାଜପଥରୁ…
ଦାରିଙ୍ଗବାଡ଼ି,୨୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବଜାର ଉପରୁ ଜବରଦଖଲକାରୀଙ୍କୁ ଉଚ୍ଛେଦ ଘଟଣାରେ ଦାରିଙ୍ଗବାଡ଼ି ତହସିଲଦାର ଧୀରଜ ପାତ୍ର ନେଇଛନ୍ତି ବଡ଼ ପଦକ୍ଷେପ। ଜଣେ ଅମାନିଆ ବ୍ୟବସାୟୀ ଜାତୀୟରାଜପଥର ଡ୍ରେନ୍ ଉପରେ ଦୀର୍ଘଦିନ ଧରି ଜବରଦଖଲ କରି ନିଜ ଉପର ଘରକୁ…
ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ
ଭୁବନେଶ୍ୱର,୨୫।୧: ରାଜ୍ୟର ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି। ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନ ପାଇଁ ସବ୍ଡିଭିଜନସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି।…
ଭୋଟର ଦିବସରେ ପ୍ରଥମଥର ପୁରସ୍କୃତ ହେଲା ଦାରିଙ୍ଗବାଡ଼ି ବ୍ଲକ, ବିଡିଓ କହିଲେ…
ଦାରିଙ୍ଗବାଡ଼ି,୨୫ା୧(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ ମତଦାନ ପାଇଁ ଆବଶ୍ୟକ ଭୋଟ୍ ପରିଚୟ ପତ୍ରର ସଂଶୋଧନ ଓ ଯୋଡ଼ିବା କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଉଛି। ଗାଁ ଗାଁରେ ବିଏଲଓ (ବୁଥ ଲେବଲ ଅଧିକାରୀଙ୍କୁ )ନିୟୋଜିତ କରାଯାଇଛି ସରକାରଙ୍କ…
‘ଦେଶର ଗଣତନ୍ତ୍ରରେ ନାଗରିକଙ୍କ ଭୂମିକାକୁ ଏହିଦିନ ଉଜାଗର କରେ’
ଗୁଣପୁର,୨୫ା୧(ସଂକେତ ପାତ୍ର): ଆଜି ଅର୍ଥାତ୍ ରବିବାର ସାରା ଦେଶରେ ୧୬ତମ ଜାତୀୟ ଭୋଟର ଦିବସ ପାଳନ କରାଯାଉଛି। ଏହି ବର୍ଷର ଥିମ୍ ରହିଛି ‘ମୋ ଭାରତ, ମୋ’ ଭୋଟ୍’। ଦେଶର ଗଣତନ୍ତ୍ରରେ ନାଗରିକଙ୍କ ଭୂମିକାକୁ ଏହି ଦିନ ଉଜାଗର କରେ ବୋଲି…
Archives


