ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା
ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ ଗ୍ରାମରେ। ଗ୍ରାମର ଦୁର୍ଗା ନାଏକଙ୍କ ୧୫ ବର୍ଷ ଝିଅ ରୁନୁ ଗୁରୁବାର ସକାଳେ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…
ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍ଡି ପକ୍ଷରୁ ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।…
ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ
କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାର ତଦନ୍ତ ପାଇଁ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ…
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ
ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାରୁ ଜଣାପଡ଼ିଛି। ବରଗଡ଼ର ଅମ୍ବାଭୋନାରେ ସର୍ବାଧିକ ୧୮୦ ମି.ମି.…
କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…
ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା ଆଜି ସକାଳେ ଛାତରୁ ପଡ଼ି ମୃତ୍ୟୁ ବରଣ କରିଥିବା ଜଣାପଡିଛି । ସୂଚନାଯୋଗ୍ୟ…
ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି
ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ ଶିଳ୍ପ ବିଭାଗ ଏବଂ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ମଧ୍ୟରେ…
ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…
ଛତ୍ରପୁର,୨ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ ଆଇଆରଆଇଏଲ କମ୍ପାନୀ ଫିଡିଙ୍ଗ ପ୍ଲାଣ୍ଟରେ ମେଶିନ ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି…
ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା
ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ ଜନଜାତିଙ୍କ ବାଧକ ସାଜିଛି ଦାରିଦ୍ର୍ୟ। ଯେଉଁ ବୟସରେ ପିଲାମାନେ ପାଠ ପଢିବା କଥା…
ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର
ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି ଅଧୀନରେ ରହି ଆସିଛି । ଏଥିରେ କିଛି ବୈଷୟିକ ତ୍ରୁଟି ଓ ପରିଚାଳନାଗତ…
ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳ ବେଦଭୂଷଣ ଦୁଇ ଦିନ ଅର୍ଥାତ…
ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ
ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ ହୋଇଥିବା ନେଇ ବରଗଡ଼ ଏମପି ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ…
IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!
ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ସିକ୍କିମ, ଛତିଶଗଡ଼, ଓଡ଼ିଶା…

