ଭାଜପା ଛାଡିବେ ଅଭିନେତ୍ରୀ ବିଦୁସ୍ମିତା!
ଭୁବନେଶ୍ୱର,୧୦।୪: ଭାଜପା ଛାଡିବେ ଅଭିନେତ୍ରୀ ବିଦୁସ୍ମିତା । ଭାରତୀୟ ଜନତା ପାର୍ଟିରୁ ଇସ୍ତଫା ଦେବେ ବିଦୁସ୍ମିତା ଦାଶ ମନ୍ତ୍ରୀ। ପଦ୍ମ ଛାଡ଼ି ଶଙ୍ଖ ଫୁଙ୍ଖିବେ ଅଭିନେତ୍ରୀ। ଏନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହେଲାଣି । ବିଦୁସ୍ମିତାଙ୍କ ସ୍ବାମୀ ଅନନ୍ତ କୁମାର…
ପ୍ରଦୀପଙ୍କ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେଡି
ଭୁବନେଶ୍ୱର,୧୦।୪: ଓଡ଼ିଶାର ବ୍ରହ୍ମପୁର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ବିଜେଡି ଫେରାଦ ହୋଇଛି। ନିର୍ବାଚନରେ ନିୟୋଜିତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ସେ ନାଲି ଆଖି ଦେଖାଉଥିବା ନେଇ…
ନୀଳଗିରି ଆସନରେ ହେବେ କି ପ୍ରାର୍ଥୀ! ନବୀନ ନିବାସରେ ପ୍ରମୁଖ ଆଶାୟୀ ସନ୍ତୋଷ ଖଟୁଆ
ଭୁବନେଶ୍ୱର,୧୦।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନକୁ ଦିନ କେଇଟା ଥିବା ବେଳେ ଏଯାବତ ପ୍ରମୁଖ ଦଳଗୁଡ଼ିକ ପକ୍ଷରୁ ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇପାରୁନାହିଁ। ଶାସକ ବିଜେଡି ୧୦୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ଘୋଷଣା କରିଥିଲେ ହେଁ…
୩୮ଜଣିଆ ଇସ୍ତାହାର କମିଟି ଗଠନ କଲା ବିଜେଡି, ଟିକେଟ ନ ପାଇ ନିରାଶ ହୋଇଥିବା ଶ୍ରୀମୟୀ ସାମିଲ
ଭୁବନେଶ୍ୱର,୧୦।୪: ରାଜ୍ୟରେ ସାଧାରଣ ନିର୍ବାଚନ ଦିନ ପାଖେଇ ଆସୁଥିବା ବେଳେ ବିଜେଡି ପକ୍ଷରୁ ଇସ୍ତାହାର କମିଟି ଗଠନ କରାଯାଇଛି। ଉକ୍ତ କମିଟିରେ ଚନ୍ଦ୍ରଶେଖର ସାହୁ ଅଧ୍ୟକ୍ଷ ଥିବାବେଳେ ଅମର ପଟ୍ଟନାୟକ ଆବାହକ ଅଛନ୍ତି । ଏହାଛଡ଼ା ଉକ୍ତ କମିଟିରେ ଦେବୀପ୍ରସାଦ ମିଶ୍ର,…
ବିଜେଡିକୁ ଶକ୍ତ ଝଟ୍କା: ଦଳରୁ ଇସ୍ତଫା ଦେଲେ ଟାଣୁଆ ନେତା
କବିସୂର୍ଯ୍ୟନଗର,୧୦।୪: ଗଞ୍ଜାମ କବିସୂର୍ଯ୍ୟନଗରରେ ବିଜେଡିକୁ ଶକ୍ତ ଝଟ୍କା ଲାଗିଛି। ବିଜେଡି ନେତା ସୀତାରାମ ପାଣିଗ୍ରାହୀବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ୨୦୧୪ରେ ସୀତାରାମ କବିସୂର୍ଯ୍ୟନଗର…
ଲେଖାଶ୍ରୀ ନା ସନ୍ତୋଷ, କାହା ଉପରେ ଭରସା କରିବ ବିଜେଡି, ଚର୍ଚ୍ଚାରେ ଏହି ନାଁ…
ଭୁବନେଶ୍ୱର, ୧୦।୪: ପ୍ରଥମ ପର୍ଯ୍ୟାୟ ର୍ନିବାଚନକୁ ମାତ୍ର ୭ ଦିନ ସମୟ ରହିଛି। ହେଲେ ଏପର୍ଯ୍ୟନ୍ତ ସମସ୍ତ ଦଳ ନିଜର ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ଘୋଷଣା କରିନାହିଁ। ଶାସକ ଦଳ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଥିବା…
ଦେବାଶିଷଙ୍କ ଭବିଷ୍ୟବାଣୀ: ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା
ଭୁବନେଶ୍ୱର, ୧୦।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସିଛି, ରାଜନୈତିକ ଦଳ ସେତିକି ନିର୍ବାଚନୀ ପ୍ରସ୍ତୁତିରେ ଲାଗିପଡିଛନ୍ତି। ଏହି ସମୟରେ ବିଜୁ ଜନତା ଦଳକୁ କଡ଼ା ସମାଲୋଚନା କରିଛନ୍ତି ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ସେ କହିଛନ୍ତି,…
ପ୍ରାର୍ଥୀ ବଦଳାଇବ ଭାଜପା, ଦିନେ ଦୁଇଦିନ ଭିତରେ ବଡ଼ ଘୋଷଣା
ଭୁବନେଶ୍ୱର,୧୦।୪: ମୁଣ୍ଡ ଉପରେ ନିର୍ବାଚନ। ଟିକେଟ୍ ଆଶାୟୀଙ୍କୁ ଟିକେଟ୍ ମିଳିବା ପରେ ଆରମ୍ଭ କଲେଣି ନିର୍ବାଚନୀ ପ୍ରଚାର। ହେଲେ ବାକି ଟିକେଟ୍ ଆଶାୟୀ ଏବେ ପ୍ରାର୍ଥୀ ଘୋଷଣା ନେଇ ଅପେକ୍ଷାରେ ଅଛନ୍ତି। ଓଡିଶାରେ ୩ଦଳ ଭାଜପା, ବିଜେଡି ଓ କଂଗ୍ରେସ ଅଧା…
ମୋକିମଙ୍କୁ ହାଇକୋର୍ଟରୁ ଲାଗିଲା ବଡ଼ ଝଟକା
ଭୁବନେଶ୍ୱର, ୧୦।୪: ଓଆରଏଚ୍ଡିସି ମାମଲାରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ମହମ୍ମଦ ମୋକିମଙ୍କୁ ଆବେଦନକୁ କୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଛନ୍ତି । ନିମ୍ନ ଅଦାଲତ ମୋକିମଙ୍କୁ ୩…
ପୁରୀରୁ ବାହାରିଲା ଉଠ ଓଡ଼ିଆ ସ୍ବାଭିମାନ ସଙ୍କଳ୍ପ ପଦଯାତ୍ରା
ଭୁବନେଶ୍ୱର, ୧୦।୪: ଆଜିଠୁ ଉଠ ଓଡ଼ିଆ ସ୍ବାଭିମାନ ସଙ୍କଳ୍ପ ପଦଯାତ୍ରା। ପୁରୀ ଶ୍ରୀମନ୍ଦିର ନିକଟରୁ ଯାତ୍ରା ବାହାରି ବୀର ହରେକୃଷ୍ଣପୁର, ସୁଆଣ୍ଡୋ, ସତ୍ୟବାଦୀ, ଧଉଳି ଦେଇ ୧୪ ତାରିଖ ପଣାସଂକ୍ରାନ୍ତି ତଥା ଓ ନବବର୍ଷ ଦିନ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବ। ଓଡ଼ିଆ…
ଟାଟୁ କରିଥିବା ପୋଲିସ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ୧୫ ଦିନ ଭିତରେ ନ ଲିଭାଇଲେ…
ଭୁବନେଶ୍ୱର, ୧୦।୪: ପୋଲିସ କର୍ମଚାରୀଙ୍କ ପାଇଁ ନୂଆ ନିୟମ। ବାଟାଲିୟନରେ ଟାଟୁ କରିପାରିବେନି କୌଣସି ପୋଲିସ। ଯେଉଁମାନେ ଟାଟୁ କରିଛନ୍ତ, ୧୫ ଦିନ ଭିତରେ ଲିଭାଇବାକୁ ଡିସିପି (ସିକ୍ୟୁରିଟି)ନିର୍ଦ୍ଦେଶ ଦେଇଛନ୍ତି। ଶୃଙ୍ଖଳିତ ବିଭାଗରେ ବିଶୃଙ୍ଖଳାଙ୍କୁ ପ୍ରଶୟ ଦିଆଯିବନାହିଁ ଡିସିପି (ସିକ୍ୟୁରିଟି) କହିଛନ୍ତି।…
ଲେଖାଶ୍ରୀ ନୁହେଁ, ଏହି ମହିଳାଙ୍କୁ ମିଳିବ ବାଲେଶ୍ୱର ଟିକେଟ୍, ହେଲା ଫାଇନାଲ!
ଭୁବନେଶ୍ୱର, ୧୦।୪: ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ମାତ୍ର ୭ ଦିନ ସମୟ ରହିଛି। ହେଲେ ଏପର୍ଯ୍ୟନ୍ତ ସମସ୍ତ ଦଳ ନିଜର ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ଘୋଷଣା କରିନାହିଁ। ଶାସକ ଦଳ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଥିବା…
Archives


