ରାଜ୍ୟ

୫ରେ  ବିଦ୍ୟୁତ୍‌ ଯୋଗାଣ ବନ୍ଦ: ସକାଳ ୮ ଟାରୁ ରହିବନି କରେଣ୍ଟ

ବରଗଡ଼୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଦ୍ୟୁତ୍‌ ବିତରଣ କମ୍ପାନୀ ଟିପିଡବ୍ଲୁଓଡିଏଲ ପକ୍ଷରୁ ଆସନ୍ତା ୫ ତାରିଖ ସୋମବାର ଗ୍ରୀଡ୍‌ ସବଷ୍ଟେଶନର ରକ୍ଷାବେକ୍ଷଣ କାର୍ଯ୍ୟ ପାଇଁ ଜିଲାର ବିଭିନ୍ନ ସ୍ଥାନରେ ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବିଦ୍ୟୁତ ଯୋଗାଣ ବନ୍ଦ ରହିବ ବୋଲି…

ଆଜି ଶ୍ରୀମନ୍ଦିରରେ ଚିତାଲାଗି

ପୁରୀ,୪ା୮(ଅଜିତ୍‌ ମହାନ୍ତି): ଶ୍ରାବଣ ଅମାବାସ୍ୟା ତଥା ଚିତାଲାଗି ଅମାବାସ୍ୟା ଅବସରରେ ରବିବାର ଅପରାହ୍ନ ୨ଟାରୁ ସା ୬ଟା ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗ ନୀତି ସମ୍ପନ୍ନ ହୋଇଥାଏ। ଦଇତାପତି ସେବକମାନେ ଏହି ନୀତି…

ଲାଞ୍ଚନେଇ ମୃତ୍ତିକା ସଂରକ୍ଷଣ ବିଭାଗ ଓଭରସିଅର ଗିରଫ

ସୋନପୁର,୪ା୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ମୃତ୍ତିକା ସଂରକ୍ଷଣ ବିଭାଗ ଓଭରସିଅର ସୁଧାଂଶୁ ଶେଖର ରଣା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ କାଦୋଦର ପଞ୍ଚାୟତ ବୀରସିଂହପୁର ଗ୍ରାମର ଫାର୍ମପଣ୍ଡ ହିତାଧିକାରୀ ରାମଚନ୍ଦ୍ର ମହାକୁରଙ୍କ ନିକଟରୁ ମଷ୍ଟର ରୋଲ ପ୍ରସ୍ତୁତି ପାଇଁ…

୬ରୁ ଭୁବନେଶ୍ୱରରେ ଅଟୋ ସେବା ବନ୍ଦ ଡାକରା

ଭୁବନେଶ୍ୱର,,୪ା୮(ଅନୁରାଧା ମହାରଣା): ବିଭିନ୍ନ ସମସ୍ୟା ଓ ଦାବି ନେଇ ଓଡ଼ିଶା ପରିବହନ ବିଭାଗକୁ ଅବଗତ କରାଯାଇଥିଲେ ମଧ୍ୟ କିଛି ସୁଫଳ ମିଳୁନି। ବାରମ୍ବାର ଦାବି ଓ ଆନ୍ଦୋଳନ ସତ୍ତ୍ୱେ ଦାବି ପୂରଣ ହେଉ ନ ଥିବାରୁ ଶେଷରେ ସ୍ମାର୍ଟସିଟି ଅନଲାଇନ୍‌ ଅଟୋ…

୬ରୁ ପୁଣି ବଢ଼ିବ ବର୍ଷା

ଭୁବନେଶ୍ୱର,୪ା୮ (ଅନୁରାଧା ମହାରଣା) : ବଙ୍ଗୋପସାଗରରେ ଶନିବାର ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଉପରେ ଏହି ଲଘୁଚାପ କେନ୍ଦ୍ରୀଭୂତ ରହିଛି। ତେବେ ସମ୍ପୂର୍ଣ୍ଣ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏ…

କେଦାରନାଥରେ ଫସିଲେ କେନ୍ଦୁଝରର ୪ ଭକ୍ତ

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ୪ ଜଣ ବୋଲବମ୍‌ ଭକ୍ତ ଉତ୍ତରାଖଣ୍ଡର କେଦାରନାଥରେ ଫସି ରହିଛନ୍ତି। ୩ ଦିନ ହେଲାଣି ସେମାନେ ସେଠାରେ ଫସି ରହିଥିବା ସୂଚନା ମିଳିଛି। ତେଲକୋଇ ଥାନା ଅଞ୍ଚଳର ୩ ଜଣ ଓ ସଦର ଥାନା…

୨୦୩୦ ମସିହା ସୁଦ୍ଧା ରାଜ୍ୟକୁ ଜଳାତଙ୍କ ମୁକ୍ତ କରିବା ସରକାରଙ୍କ ଲକ୍ଷ୍ୟ; ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୮: ରାଜ୍ୟକୁ ୨୦୩୦ ମସିହା ସୁଦ୍ଧା ଜଳାତଙ୍କମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ୍‍ କହିଛନ୍ତି । ସେ କହିଛନ୍ତି, ଏହି ଲକ୍ଷ୍ୟ ହାସଲ କରିବାପାଇଁ ବୁଲାକୁକୁରଙ୍କୁ ଟିକ ଦିଆଯିବା ନେଇ ବ୍ୟବସ୍ଥା…

‘ମେଟଲ୍‌ ମିଟ୍‌-୨୦୨୪’ ପ୍ରିଲିମ୍ସ ଫିନାଲେକୁ ଗଲେ ୧୬ ଟିମ୍‌

ଭୁବନେଶ୍ୱର, ୩।୮(ଅସମାପିକା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ସ୍ଥାନୀୟ ଏକ ହୋଟେଲରେ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ‘ମେଟଲ୍‌ ମିଟ୍‌- ୨୦୨୪’ର ଷଷ୍ଠ ସଂସ୍କରଣ ଆରମ୍ଭ ହୋଇଯାଇଛି। ଚଳିତବବର୍ଷ ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟରୁ ମୋଟ…

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କଲେ ଓ୍ବାର୍ଡ ସଦସ୍ୟ

କେସିଙ୍ଗା,୩ା୮(ତୁମେଶ୍ୱର ସାହୁ): କଳାହାଣ୍ଡି କେସିଙ୍ଗା ବ୍ଲକ କଶ୍ରୁପଡ଼ା ପଞ୍ଚାୟତର ସରପଞ୍ଚ ମାଳତୀ ଭୋଇଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଓ୍ବାର୍ଡ ସଦସ୍ୟ ବୃନ୍ଦ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ କଶ୍ରୁପଡ଼ା ପଞ୍ଚାୟତରେ ୧୨ଟି ଓ୍ବାର୍ଡ ଥିବାବେଳେ ସେଥିମଧ୍ୟରୁ ୯ ଜଣ…

କେନ୍ଦୁଝରରେ ପ୍ରତିଷ୍ଠା ହେବ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌, ୫ ବର୍ଷରେ ନିଯୁକ୍ତି ହେବେ ୩.୫ ଲକ୍ଷ ଲୋକ: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ଟାସ୍କଫୋର୍ସ ଗଠନ ହେବ। ଶିଳ୍ପ ପ୍ରକଳ୍ପର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏପରି ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି…

ଆଗକୁ ବିଜେଡିରେ ବିସ୍ଫୋରଣ ହେବ: କାହିଁକି ଏମିତି କହିଲେ ବିଧାୟକ ସରୋଜ ପାଢ଼ୀ

ଭୁବନେଶ୍ୱର,୩ା୮: ବିଜେଡିରୁ ରାଜ୍ୟ ସଭା ସଦସ୍ୟ ମମତା ମହାନ୍ତ ଇସ୍ତଫା ଦେଇଥିବା ବେଳେ ଭାଜପାରେ ସାମିଲ ହୋଇଛନ୍ତି। ତେବେ ଏହାକୁ ନେଇ ରାଜନୀତି ପାଣିପାଗ ବେଶ୍‌ ସରଗରମ ହୋଇଉଠିଛି। ଉଭୟ ଦଳ ନେତା ପରସ୍ପରକୁ ଆକ୍ଷେପ ପ୍ରତି ଆକ୍ଷେପ କରୁଛନ୍ତି। ଏଥିରେ…

ମେଟଲ୍‌ ମିଟ୍‌ ୨୦୨୪: ଗ୍ରାଣ୍ଡ୍‌ ଫିନାଲେକୁ ଗଲେ ସିନିୟର ୮ ଟପ୍‌ ଟିମ୍‌

ଭୁବନେଶ୍ୱର,୩ା୮(ଅସମାପିକା ସାହୁ): ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବୌଦ୍ଧିକ ପ୍ରତିଯୋଗିତା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟ୍‌ଫର୍ମ ଯୋଗାଇଦେବା ଲକ୍ଷ୍ୟରେ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ମେଗା କୁଇଜ ଇଭେଣ୍ଟ ‘ମେଟଲ୍‌ ମିଟ-୨୦୨୪’ ଶନିବାର ହୋଟେଲ କ୍ରିଷ୍ଟାଲ କ୍ରାଉନରେ ଆୟୋଜିତ ହୋଇଛି। ମେଟଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?