ରାଜ୍ୟ

ଆଜି ଆସିବ ମାଟ୍ରିକ, ଯୁକ୍ତ୨ ପରୀକ୍ଷା ଫଳ; ଜାଣନ୍ତୁ କେଉଁଠି ଏବଂ କିଭଳି ଜାଣିବେ ରେଜଲ୍ଟ…

ଭୁବନେଶ୍ୱର, ୨୬।୫(ଅସମାପିକା ସାହୁ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇବ।…

ଇଭିଏମ୍‌ ଭାଙ୍ଗି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଖୋର୍ଦ୍ଧା/ ବୋଲଗଡ଼, ୨୬ା୫ (ପ୍ରଭାତ ପାଣିଗ୍ରାହୀ/ ଦେବବ୍ରତ ହୋତା): ବେଗୁନିଆ ନିର୍ବାଚନମଣ୍ଡଳୀର ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାଜସୁନାଖଳା ନିକଟ କାଉଁରିପାଟଣାର ୧୧୪ ନମ୍ବର ବୁଥରେ ଶନିବାର ଭାଜପା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ବୁଥ୍‌ରେ ପଶି…

୩ୟ ପର୍ଯ୍ୟାୟରେ ୭୧% ମତଦାନ

ଭୁବନେଶ୍ୱର,୨୬ା୫(ଅନିଲ ଦାସ): ଶନିବାର ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଏବଂ ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ୬ ଲୋକ ସଭା ଆସନ ସମ୍ବଲପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର ଏବଂ ଏହା ଅଧୀନ ୪୨ ବିଧାନସଭା ନିର୍ବାଚନମଣ୍ଡଳୀରେ…

ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ, ୧୫ ଲକ୍ଷ ଟଙ୍କା ଅତିରିକ୍ତ ସହାୟତା ଘୋଷଣା

କଟକ,୨୫ା୫(କାର୍ତ୍ତିକ ସାହୁ): କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରେ କାର୍ଯ୍ୟରତ ପୋଲିଂ ଅଫିସର ସୁଜାତା ମିତ୍ରଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହାଡ଼ିବନ୍ଧୁ ନୋଡାଲ ହାଇସ୍କୁଲର ୧୧୪ ନମ୍ବର ବୁଥ୍‌ରେ ପୋଲିଂ ଅଫିସର ଭାବେ କାର୍ଯ୍ୟରତ ଥିବାବେଳେ ସନ୍ଧ୍ୟାରେ ହଠାତ୍‌ ଅସୁସ୍ଥ…

ସୃଷ୍ଟି ହେଲା ବାତ୍ୟା ‘ରେମାଲ’, ଜାଣନ୍ତୁ କେଉଁଠି କରିବ ଲ୍ୟାଣ୍ଡଫଲ୍

ଭୁବନେଶ୍ୱର,୨୫ା୫: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି। ଏହା ପ୍ରାୟ ୧୨ କିଲୋମିଟର ବେଗ ସହିତ ଉତ୍ତର ଦିଗକୁ ଗତି କରିବା ଏବଂ ତୀବ୍ର ହେବା ସମ୍ଭାବନା ରହିଛି। ଏହି ବାତ୍ୟା ‘ରେମାଲ’ ନାମରେ…

ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୫ା୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ମୋଟ୍‌ ୫୯.୭୨% ମତଦାନ ହୋଇଛି। ସେହିପରି ଭୁବନେଶ୍ବରରେ ୫୩.୫୪ ପ୍ରତିଶତ ଭୋଟଗ୍ରହଣ ହୋଇଥିବା ବେଳେ କଟକରେ ୫୪.୩୬%, ଢେଙ୍କାନାଳରେ ୬୦.୮୮%, କେନ୍ଦୁଝରରେ ୬୨.୪୩%,…

ଛେଣ୍ଡିପଦା ବିଧାୟକଙ୍କ ଦାଦାଗିରି ଘଟଣା: ଏଡିଜି କହିଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୨୫।୫: ଛେଣ୍ଡିପଦା ବିଧାୟକ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଶାନ୍ତ କୁମାର ବେହେରା ତାଙ୍କ ନିର୍ବାଚନମଣ୍ଡଳୀର ମତଦାନବେଳେ ଜଣେ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା କୁହାଯାଉଛି। ଏହି ଘଟଣାର ଭିଡିଓ ଫୁଟେଜ ମିଳିଛି।…

ଛେଣ୍ଡିପଦା ବିଧାୟକଙ୍କ ଦାଦାଗିରି, ଭାଜପା କର୍ମୀଙ୍କ ଉପରେ ଆକ୍ରମଣ ଅଭିଯୋଗ

ସମ୍ବଲପୁର,୨୫ା୫: ଛେଣ୍ଡିପଦା ବିଧାୟକ ଭାଜପା କର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଠାରେ ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଶାନ୍ତ କୁମାର ବେହେରା ଶନିବାର ତାଙ୍କ ନିର୍ବାଚନମଣ୍ଡଳୀରେ ମତଦାନ ବେଳେ ଜଣେ ଭାଜପା କର୍ମୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ

ରେମୁଣା,୨୫ା୫: ବାଲେଶ୍ୱର ଜିଲା ରେମୁଣାଠାରେ ଆୟୋଜିତ ଭାଜପାର ଦଳୀୟ ସଭାରେ ବିଜେଡିର ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ୩ଟି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ସ୍ମତି ପ୍ରଶ୍ନ କରିଛନ୍ତି ଯେ, ‘୩୨ ହଜାର କୋଟିର ଚିଟ୍‌ଫଣ୍ଡ ଘୋଟାଲା ହେଲା,…

ଚତୁର୍ଥ ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସୁବାସିନି ଜେନା ସବୁଠୁ ଧନୀ

ଭୁବନେଶ୍ୱର,୨୫ା୫: ବିଜୁ ଜନତା ଦଳ (ବିଜେଡି) ନେତା ସୁବାସିନି ଜେନାଙ୍କ ସମ୍ପତ୍ତି ପ୍ରାୟ ୧୩୫ କୋଟି ଟଙ୍କା ରହିଛି ଯାହା ଜୁନ ୧ ରେ ହେବାକୁ ଥିବା ଓଡ଼ିଶା ବିଧାନସଭା ପାଇଁ ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରାର୍ଥୀଙ୍କ ମଧ୍ୟରେ…

ଇଭିଏମ୍‌ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ଼ ବ୍ଲକର ଏକ ବୁ୍‌ଥ୍‌ରେ ପଶି ଇଭିଏମ୍‌ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ଏମ୍‌ପି ପ୍ରାର୍ଥୀ ଅପରାଜିତାଙ୍କ ଗାଡ଼ିରେ ଫେରାର ହୋଇ ଯାଉଥିବା ବେଳେ…

ଇଭିଏମ୍‌ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଫେରାର

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ ବ୍ଲକର ଏକ ବୁଥ୍‌ରେ ଇଭିଏମ୍‌ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳୀର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri