ରାଜ୍ୟ

ମମତାଙ୍କ ଇସ୍ତଫା ପରେ ବିଜେଡିର ଚେତା ପଶିଲା, ଦଳୀୟ ନେତାଙ୍କୁ ପରାମର୍ଶ ଦେଇ ନବୀନ କହିଲେ…

ଭୁବନେଶ୍ୱର,୩।୮ (ଅନିଲ ଦାସ): ମୟୂରଭଞ୍ଜ ଜିଲା ବିଜେଡି ନେତୃବୃନ୍ଦ ଶୁକ୍ରବାର ସନ୍ଧ୍ୟାରେ ନବୀନ ନିବାସଠାରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଜିଲାର ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ଜିଲାର ସାମଗ୍ରିକ ବିକାଶ କ୍ଷେତ୍ରରେ ବିଜେଡି ସରକାର…

ଆଜିଠୁ ବର୍ଷା ପ୍ରଭାବ କମିବ

ଭୁବନେଶ୍ୱର, ୩ା୮(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ପାଣିପାଗ କେନ୍ଦ୍ରର…

ଶ୍ରେଣୀଗୃହରୁ ଭିଡ଼ିଆଣି ୨ ଛାତ୍ରଙ୍କୁ ମାଡ଼

ନୟାଗଡ଼,୩।୮(ଲୋକନାଥ ମିଶ୍ର): ଛୁଁଆ ଅଛୁଁଆ ଭେଦଭାବକୁ ନେଇ ନୟାଗଡ଼ ସଦର ଥାନା ଅନ୍ତର୍ଗତ ମାଛିପଡ଼ାସ୍ଥିତ ଗୋଟିଏ କ୍ୟାମ୍ପସରେ ଥିବା ଚନ୍ଦ୍ରଶେଖର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଶ୍ୟାମବନ୍ଧୁ ଉଚ୍ଚ ବିଦ୍ୟାଳୟ ପରିସର କିଛିଦିନ ହେଲା ଅଶାନ୍ତ ହୋଇପଡ଼ିଛି। କେତେଜଣ ସବର୍ଣ୍ଣ…

ଫେରିଲେ ଆଇପିଏସ ୱାଇ.ବି ଖୁରାନିଆ, ହୋଇପାରନ୍ତି ପରବର୍ତ୍ତୀ ଡିଜିପି!

ଭୁବନେଶ୍ୱର,୨।୮: କେନ୍ଦ୍ରରୁ ଫେରିଲେ ଆଇପିଏସ ୱାଇ.ବି ଖୁରାନିଆ । ବିଏସଏଫ ସ୍ପେଶାଲ ଡିଜି ୱାଇ.ବି ଖୁରାନିଆ କେନ୍ଦ୍ରରୁ ଫେରଛନ୍ତି । ଏନେଇ କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରାଳୟ ଅନୁମୋଦନ କରିଛି । ଖୁରାନିଆଙ୍କ ପ୍ରତ୍ୟାବର୍ତ୍ତନ ପରେ ସେ ପରବର୍ତ୍ତୀ ପୋଲିସ ଡିଜି…

ଭାଜପାରେ ମମତା, ବିଜେଡିରେ ଚହଳ, ହଠାତ୍‌ ଶଙ୍ଖ ଭବନରେ ହଲଚଲ…

ଭୁବନେଶ୍ୱର,୨।୮: ମମତା ମହାନ୍ତ ଅଚାନକ ରାଜ୍ୟ ସଭା ଏମପି ପଦ ଓ ଦଳରୁ ଇସ୍ତଫା ଦେବା ପରେ, ବିଜେଡି ଶିବିରରେ ହଇଚଇ ସୃଷ୍ଟି ହୋଇଛି। ସବୁଠାରୁ ବଡ କଥା ହେଉଛି, ୨୪ ଘଣ୍ଟା ଭିତରେ ମମତା ବିଜେଡି ଛାଡି ଭାଜପାରେ ଯୋଗ…

ପାରାଦୀପରେ ମତ୍ସଜୀବୀ ନିଖୋଜ ଘଟଣା: ଉଦ୍ଧାର ହେଲେ ୭ଜଣ

ଭୁବନେଶ୍ୱର,୨।୮: ପାରାଦୀପ ନେହେରୁବଙ୍ଗଳାରେ ମୁହାଁଣରେ ଫସିଥିବା ଟ୍ରଲର ଉଦ୍ଧାର ହୋଇଛି। ଦୁଇ ଘଣ୍ଟା ପରେ ଉଦ୍ଧାର ହୋଇଛନ୍ତି ୭ଜଣ ମତ୍ସ୍ୟଜୀବୀ। ଟ୍ରଲରକୁ ଉଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଥିଲେ ଏସଆରସି। ସୂଚନାଥାଉ କି, ସ୍ଥାନୀୟ ନେହେରୁବଙ୍ଗଳା ମୁହାଣ ମୁହଁରେ ଶୁକ୍ରବାର ଘଟିଛି ଅଘଟଣ…

ଆସନ୍ତା ସୋମବାର ହେବ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ଅଗଷ୍ଟ ୫ ତାରିଖରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପୂର୍ବାହ୍ନ ୧୧ ଟାରୁ ଅଭିଯୋଗ ଶୁଣାଣି ହେବ। ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହିଦିନ…

ସରକାରୀ ଗାଡିରୁ ୪.୯୨ ଲକ୍ଷ ଜବତ: ଜେଲ୍‌ ଗଲେ ବିଡିଓ ମାଡାମ

ଭବାନୀପାଟଣା,୨।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ ବିଭାଗ। ଏଥିସହ ଭିଜିଲାନ୍ସ ପକ୍ଷରୁ ତାଙ୍କ ନାଁରେ ମାମଲା ନଂ(୧୪/୨୦୨୪) ରୁଜୁ କରାଯାଇଛି। ଗୁରୁବାର ଅପରାହ୍ନରେ ବିଡିଓ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପର୍ବତାରୋହୀ ବିଭାରାଣୀ

ଭୁବନେଶ୍ୱର,୨।୮ (ଅସମାପିକା ସାହୁ): ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ପର୍ବତାରୋହୀ ବିଭାରାଣୀ ପାତ୍ର ଶୂୁକ୍ରବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟଛନ୍ତି। ତାଙ୍କର ଆଗାମୀ ପର୍ବତାରୋହଣ ଅଭିଯାନ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କଠାରୁ ଆଶୀର୍ବାଦ ଗ୍ରହଣ କରିଛନ୍ତି। ଆଗାମୀ ଅଗଷ୍ଟ ୬…

ପୁଣି ଆଉ ଏକ ଲଘୁଚାପ: ୬ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨।୮ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହି ଜିଲାଗୁଡ଼ିକ ହେଲା କେନ୍ଦୁଝର,…

ମହାଭାରତ କହୁଥିଲେ ପ୍ରଦୀପ ପୁରୋହିତ, ଚିଡିଗଲେ ଓମ ବିର୍ଲା, କହିଦେଲେ ଏମିତି…

ନୂଆଦିଲ୍ଲୀ,୨।୮: ଲୋକ ସଭା ବାଚସ୍ପତି ଓମ ବିର୍ଲା ଶୁକ୍ରବାର ଗୃହ ପରିଚାଳନା ସମୟରେ ଜଣେ ଓଡ଼ିଆ ଭାଜପା ଏମପିଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ହିନ୍ଦୁ ମହାକାବ୍ୟ ମହାଭାରତର କାହାଣୀ ଗୃହରେ ବହୁତ କୁହାଯାଉଛି। ଏଠାରେ ଏସବୁର ଉଦାହରଣ ଦିଅନ୍ତୁ ନାହିଁ।…

ଢାଲିଙ୍କ ବିଜେଡି ଭାଙ୍ଗିବା ମନ୍ତବ୍ୟକୁ ନେଇ ଜୋରଦାର କାଉଣ୍ଟର କଲେ ଉମା ସାମନ୍ତରାୟ, କହିଲେ ଏବେ ବି…

ଭୁବନେଶ୍ୱର,୨।୮: ଭାଜପା ନେତା ଅରବିନ୍ଦ ଢାଲିଙ୍କ ବିଜେଡି ଭାଙ୍ଗିବା ମନ୍ତବ୍ୟକୁ କାଉଣ୍ଟର କରିଛନ୍ତି ବିଜେଡି ନେତା ଉମା ସାମନ୍ତରାୟ। ଉମା କହିଛନ୍ତି, ଯେଉଁମାନେ ରଙ୍ଗ ବଦଳାନ୍ତି,ସେମାନଙ୍କ ଚରିତ୍ର ସେପରି। ବିଜେଡି ଆଜି ବି ଶକ୍ତିଶାଳୀ ଦଳ, ନବୀନ ପଟ୍ଟନାୟକଙ୍କ ପ୍ରତି ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?