ରାଜ୍ୟ

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି। ବିଶ୍ୱସ୍ତ ସୂତ୍ରରୁ ଜାଣିବାକୁ ମିଳିଛି, ଚୌଦ୍ୱାର ଜେଲରୁ ୨ ଜଣ ଅପରାଧୀ ଫେରାର…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ ସୁବିଖ୍ୟାତ। ଭାରତୀୟ ସାହିତ୍ୟକୁ ନିଜର ଅବିସ୍ମରଣୀୟ ଅବଦାନ ଲାଗି କେନ୍ଦ୍ର ସାହିତ୍ୟ ଏକାଡେମୀ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ ବୟସ ବଢ଼ିଯାଇଛି। କେବେ ପରୀକ୍ଷା ହେବ ସେନେଇ ବିଜ୍ଞପ୍ତି ପ୍ରକାଶ ପାଉ ନ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ ବୁଧବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହାର ପ୍ରଭାବରେ ଭଞ୍ଜନଗର ହସ୍ପିଟାଲର ବାହ୍ୟ ରୋଗୀ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ ପାଲକଷଣ୍ଢା ଗ୍ରାମରେ। ଦୁଇ ପରିବାର ମଧ୍ୟରେ ହଣାକଟା ଘଟି ଜଣେ ମହିଳା ମୃତ୍ୟୁ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆନନ୍ଦପୁର ଯାଉଥିବା ସମୟରେ ଛେନାପଦି -ଅଣା ରାସ୍ତାରେ ଏକ ସଡ଼କ ଦୁର୍ଘଟଣା…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ ବୁଣି ସାରିଲେଣି । କିଛି ଅଞ୍ଚଳର ଧାନ ତଳି କିଆରୀରେ ଧାନ ଗଜା…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ ବିରୋଧରେ ବିଭିନ୍ନ ପ୍ରକାର ଅଭିଯୋଗ ଲଦାଯାଇ ତାଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ କରାଯାଇଛି। ୧୦ଦଫା ଦାବ ନେଇ ଧର୍ମଘଟ ଆରମ୍ଭ କରିଛନ୍ତି। ଗତ ୬ ମାସ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଥାନା ଏସ.ଆଇ ଶ୍ରୀନିବାସ ଦାସଙ୍କ ସଂଯୋଜନାରେ ଆୟୋଜିତ ସଭାରେ ପାଟପୁର…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ ଯୁବକ ନିଜର ୧୭ ବର୍ଷୀୟା ନାବାଳିକା ଶାଳୀଙ୍କ ସହ ସମ୍ପର୍କ ସ୍ଥାପନ କରି…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ। ଆଜି ସେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?