୨ ସମବାୟ ବୋର୍ଡ ଭାଙ୍ଗିଲେ ରାଜ୍ୟ ସରକାର
ଭୁବନେଶ୍ୱର,୩୧ା୭: ରାଜ୍ୟ ସରକାର ୨ଟି ସମବାୟ ବୋର୍ଡ ଭାଙ୍ଗିଛନ୍ତି। ଦୁର୍ନୀତି ଅଭିଯୋଗରେ ଏହାକୁ ଭାଙ୍ଗିଥିବା ଜଣାପଡ଼ିଛି। ରାଜ୍ୟ ସମବାୟ ବ୍ୟାଙ୍କ ଓ ସମବାୟ ଗୃହ ନିର୍ମାଣ ନିଗମ ଭାଙ୍ଗିଛନ୍ତି ସରକାର। ଏଣିକି ରାଜ୍ୟ ସରକାର ୨ଟି ବୋର୍ଡର ବ୍ୟାପାର ବୁଝାଶୁଝା କରିବେ।…
ଇସ୍ତଫା ଦେଲେ ମମତା ମହନ୍ତ: କାହାକୁ ରାଜ୍ୟ ସଭା ପଠାଇବ ଭାଜପା, ଚର୍ଚ୍ଚାରେ…
ଭୁବନେଶ୍ୱର,୩୧।୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର…
ବିଜେଡିରୁ ଇସ୍ତଫା ଦେଲେ ମମତା ମହନ୍ତ: ଦଳ ଛାଡିବା ପଛରେ ରହିଛି ଏମିତି କାରଣ
ନୂଆଦିଲ୍ଲୀ/ଭୁବନେଶ୍ୱର,୩୧।୭: ରାଜ୍ୟ ସଭାରୁ ବିଜେଡି ଏମ୍ପି ମମତା ମହନ୍ତ ଇସ୍ତଫା ଦେବାର କିଛି ସମୟ ପରେ ଦଳରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଏନେଇ ସେ ଏକ୍ସ ଯୋଗେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ଆଜି ରାଜ୍ୟ ସଭା ସଦସ୍ୟ ପଦରୁ…
ରାଜ୍ୟସଭାରୁ ଇସ୍ତଫା ଦେଲେ ମମତା ମହନ୍ତ; ବିଜେଡିକୁ ବଡ଼ ଝଟକା
ଭୁବନେଶ୍ୱର,୩୧।୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟ୍ରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ…
ସଂସଦରେ ନବୀନ ପଟ୍ଟନାୟକଙ୍କ କଥା ଉଠାଇ ପ୍ରଶଂସା କଲେ ଅମିତ ଶାହା: ଜାଣନ୍ତୁ କେଉଁ ପ୍ରସଙ୍ଗରେ…
ନୂଆଦିଲ୍ଲୀ,୩୧।୭: କେରଳର ଓୟନାଡରେ ଭୟଙ୍କର ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୩୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୨୮ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମାଟି ତଳେ ୪୦୦ରୁ ଅଧିକ ପରିବାର ଫଶି ରହିଥିବା ସୂଚନା ମିଳିଛି। ଆଗକୁ…
୧୩୫ ବୋତଲ କଫ ସିରପ୍ ଜବତ
ବରଗଡ଼,୩୧।୭(ପ୍ରେମନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଭୁକ୍ତା ଗ୍ରାମରେ ସୋମବାର ଅବକାରୀ ବିଭାଗ ଚଢ଼ାଉ କରିଥିଲା। ଚଢ଼ାଉରେ ୧୩୫ ବୋତଲ କଫ ସିରପ୍ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ବିନୋଦ ଡୁଙ୍ଗୁରୀଙ୍କୁ ଗିରଫ କରାଯାଇଛି। ତାଙ୍କ ବିରୋଧରେ ଏକ ମାମଲା…
କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୭: କେରଳ ଭୂସ୍ଖଳନରେ ଦୁଇ ଓଡ଼ିଆ ନିଖୋଜଙ୍କ ମଧ୍ୟରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ସ୍ବର୍ଗତ ଚିନାରାଙ୍କ ପରିବାରବର୍ଗଙ୍କୁ ସମବେଦନା ମଧ୍ୟ ଜଣାଇଛନ୍ତି।…
ଚା ଦୋକାନୀଙ୍କୁ ପୋଲିସର ମାଡ଼, ପରେ…
ବରଗଡ଼,୩୧।୭(ପ୍ରେମନନ୍ଦ ଖମାରୀ): ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକର କେତେକ ଚା’ ଦୋକାନୀଙ୍କୁ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ ଚା ଦୋକାନୀମାନେ ଗ୍ରାମାଞ୍ଚଳ ଥାନାରେ ସୋମବାର ଲିଖିତ ଅଭିଯୋଗ କରି କାର୍ଯ୍ୟାନୁଷ୍ଠାନ ପାଇଁ ନିବେଦନ…
ଗଳିକନ୍ଦିରେ ସଟ୍ଟା, ପୋଲିସ ନୀରବଦ୍ରଷ୍ଟା
ବରଗଡ଼,୩୧।୭(ପ୍ରେମନନ୍ଦ ଖମାରୀ): ବରଗଡ଼ ଜିଲାରେ ସଟ୍ଟା(ଜୁଆଖେଳ) ସାଧାରଣରେ ପରିଣତ ହୋଇଯାଇଛି। ଜିଲାର ସଦର ମହକୁମାଠାରୁ ଆରମ୍ଭ କରି ପ୍ରତ୍ୟେକ ବ୍ଲକରେ ଏହା ଅବାଧରେ ଚାଲିଥିବା ଅଭିଯୋଗ ହେଉଛି। ତେବେ ଜିଲାର ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ଗଳିକନ୍ଦିରେ ସଟ୍ଟାଖେଳ ଚାଲିଥିବାବେଳେ ପୋଲିସ…
ଓ୍ବାୟନାଡ ଭୂସ୍ଖଳନ: ଡାକ୍ତର ବିଷ୍ଣୁଙ୍କ ମିଳିଲା ମୃତଦେହ
ଭୁବେନେଶ୍ୱର,୩୧।୭: କେରଳ ଓ୍ବାୟନାଡରେ ହୋଇଥିବା ଭୂସ୍ଖଳନରେ ଏପର୍ଯ୍ୟନ୍ତ ୧୫୮ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମଙ୍ଗଳବାର ୨ ଓଡ଼ିଆ ପୁଅ ନିଖୋଜ ହୋଇଯାଇଥିଲେ। ତନ୍ମଧ୍ୟରୁ ଜଣଙ୍କ ମୃତଦେହ ମିଳିଛି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…
ଏଣିକି ଘରେ ବସି ପାଇବେ ଚାଉଳ, ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୩୧।୭: ଆଜି ସପ୍ତମ ଦିନରେ ସ୍ବାଭିବକ ରହିଛି ବିଧାନସଭା ପ୍ରଶ୍ନକାଳ । ଏହି କ୍ରମରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବୟସାଧିକ ଲୋକଙ୍କୁ ପିଡିଏସ ସମାଗ୍ରୀ ପହଞ୍ଚାଇବାକୁ ସରକାର କରିବାକୁ…
ନକଲି ବିହନ ବିକ୍ରି ଘଟଣାରେ କଡ଼ା କାର୍ୟ୍ୟାନୁଷ୍ଠାନ:୪ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ, ୨ ଜଣଙ୍କ ବାତିଲ
ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ନକଲି ବିହନ ବିକ୍ରି ଘଟଣାରେ କଡ଼ା କାର୍ୟ୍ୟାନୁଷ୍ଠାନ ନେଇଛି ଜିଲା କୃଷି ବିଭାଗ । ୬ ଜଣ ଲାଇସେନ୍ସ ପ୍ରାପ୍ତ ବ୍ୟବସାୟୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ହୋଇଛି। ୪ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ ହୋଥିବା ବେଳେ ୨ ଜଣଙ୍କ…

