ବାଇକ୍କୁ ପିଟିଲା ଟିପ୍ପର: ଚାଲିଗଲା ବାପ-ପୁଅଙ୍କ ଜୀବନ
ଯାଜପୁର,୬।୪: ଯାଜପୁର ଜିଲା ସଦର ଥାନା ଅଧୀନ ବରୁହାଁ ଛକ ନିକଟରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାପ-ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶିମିଳିଆ ପଞ୍ଚାୟତ ଷଠିଆଟଗିରି ଗ୍ରାମର ସଇନ୍ଦା ଜେନା ଏବଂ ତାଙ୍କ ପୁଅ ମୁନା…
ପିକ୍ଅପ୍ ଭ୍ୟାନ ଓଲଟିଲା: ୨ମୃତ, ୭ ଗୁରୁତର
ହିଞ୍ଜିଳିକାଟୁ,୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଛକରେ ଶନିବାର ଭୋରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦଣ୍ଡୁଆଙ୍କୁ ଧରି ଯାଉଥିବା ଏକ ପିକ୍ଅପ୍ ଭ୍ୟାନ୍ ୫୯ ନମ୍ବର ଜାତୀୟ ରାଜପଥରେ ଓଲଟି ପଡିଛି। ଫଳରେ ୨ଜଣ ଦଣ୍ଡୁଆଙ୍କ…
ରାଜଧାନୀ ଭୁବନେଶ୍ୱର କାହିଁକି ଉତ୍ତପ୍ତ, କ’ଣ ଏହାର କାରଣ…
ଭୁବନେଶ୍ୱର,୬।୪: ରାଜଧାନୀ ଭୁବନେଶ୍ବରର ତାପମାତ୍ରା ଚଳିତ ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଶୁକ୍ରବାର ରାଜଧାନୀର ତାପମାତ୍ରା ୪୩.୫ ଡିଗ୍ରୀ ଛୁଇଁଥିଲା। ଫଳରେ ସହରରେ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ଭୁବନେଶ୍ୱର କାହିଁକି ଅଧିକ ଉତ୍ତପ୍ତ ହେଲା, ସମସ୍ତଙ୍କ ମନରେ…
ଆଜି ବାରୁଣି ସ୍ନାନ: ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ
ଭୁବନେଶ୍ୱର,୬।୪: ଆଜି ବାରୁଣି ସ୍ନାନ। ଯାଜପୁର ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ବୁଡ ଓ ପିଣ୍ଡ ପକାଇବା ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସକାଳ ୬.୦୯ଠାରୁ ଦିନ ୧୨.୫୭ ମିନିଟ୍ ଯାଏ ବୁଡ ପକାଇବା ପାଇଁ ଯୋଗ ଥିବାରୁ ଶ୍ରଦ୍ଧାଳୁ…
ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ
ଭୁବନେଶ୍ୱର,୬ା୪(ଅସମାପିକା ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ୨୦ ପର୍ଯ୍ୟନ୍ତ ଖାତାଦେଖା ଚାଲିବ। ଏଥିପାଇଁ ସମୁଦାୟ ୮,୬୧୧ ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତ ହୋଇଛନ୍ତି। ୩,୧୪୮ଜଣ ଅନ୍ଲାଇନ୍ରେ ଓ ୫,୪୬୩ଜଣ…
ଆଡ୍ମିଟ୍ କାର୍ଡ ପାଇଁ ଟଙ୍କା
ଚନ୍ଦାହାଣ୍ଡି, ୬।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସରକାରୀ ପାନାବେଡ଼ା ନୂତନ ହାଇସ୍କୁଲ ଛାତ୍ରୀଛାତ୍ରଙ୍କଠାରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆଡ୍ମିଟ୍ କାର୍ଡ ଦେବା ସମୟରେ ଟଙ୍କା ଆଦାୟ କରାଯାଇଛି। ଏହି ସମୟର ଏକ ଭିଡିଓ ଏବେ ଭାଇରାଲ ହେଉଛି।…
ଝୁଲିଛି ୩୯ ଆସନ: ଅଧିକାଂଶରେ ବିଦ୍ରୋହୀ ଚିନ୍ତା
ଭୁବନେଶ୍ୱର,୬ା୪(ଅନିଲ ଦାସ): ବିଜେଡି ଏ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ୨୦ ଲୋକ ସଭା ଏବଂ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବାଲେଶ୍ୱର ଲୋକ ସଭା ଆସନ ସମେତ ୩୯ ବିଧାନସଭା ଆସନର ଘୋଷଣା ବାକି ରହିଛି।…
ଭୁବନେଶ୍ୱର: ଏସିଆର ଷଷ୍ଠ ଉତ୍ତପ୍ତ ସହର
ଭୁବନେଶ୍ୱର, ୬।୪(ଅସମାପିକା ସାହୁ): ଡହଡହ ଖରାକୁ ଗୁଳୁଗୁଳି କଲବଲ କରୁଛି। ପ୍ରଚଣ୍ଡ ଖରାତାତିରେ ସାରା ରାଜ୍ୟ ଛଟପଟ ହେଉଥିବାବେଳେ ରାଜଧାନୀ ଭୁବନେଶ୍ବର ଚଳିତ ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଶୁକ୍ରବାର ଏଠାରେ ଦିନ ତାପମାତ୍ରା ୪୩.୫ ଡିଗ୍ରୀ ଛୁଇଁଥିଲା। ଫଳରେ ସହରର…
ଝୁଲୁଥିବା ଆସନରେ ନେତା ନିରାଶ, କର୍ମୀ ନୀରବ
ଯାଜପୁର,୬ା୪(ହର୍ଷବର୍ଦ୍ଧନ ବେହେରା): ବିଜେଡିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଶୁକ୍ରବାର ଘୋଷଣା ହୋଇଛି। ଏହାପରେ ବି ଯାଜପୁର ଜିଲାର କୋରେଇ, ବରୀ ଓ ବଡ଼ଚଣା ବିଧାନସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଝୁଲି ରହିଛି। ଆଗଧାଡ଼ିର କେତେଜଣ ନେତା ଓ ତାଙ୍କ ପରିବାର…
ବୁଝୁନି ସୁରଙ୍କ ମନ; ସାନପୁଅ ପାଇଁ କଲେ ପୁଣି ପ୍ରଚାର
ଭୁବନେଶ୍ୱର,୫।୪: ସୁର ରାଉତରାୟଙ୍କ ବୁଝୁନି ମନ । ଗତକାଲି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ କଡ଼ା ନିର୍ଦ୍ଦେଶ ପରେ ବି ବିଜେଡି ଏମପି ପ୍ରାର୍ଥୀ ତଥା ନିଜ ସାନ ପୁଅ ମନ୍ମଥଙ୍କ ପାଇଁ ପୁଣି ମାଗିଛନ୍ତି ଭୋଟ। ଏଆଇସିସି ଶୃଙ୍ଖଳା କମିଟିକୁ…
ପ୍ରଚାର ମଇଦାନରେ ଧର୍ମେନ୍ଦ୍ର-ବବି, ନା ନ ନେଇ କଲେ ଟାର୍ଗେଟ
ସମ୍ବଲପୁର,୫।୪: ଓଡ଼ିଶା ରାଜନୀତିର ହଟସ୍ପଟ ପାଲଟିଥିବା ସମ୍ବଲପୁରରେ ଆରମ୍ଭ ହେଲା ଲଢ଼େଇ। ଭୋଟ ପାଇଁ ମଇଦାନରେ ଦୁଇ ହେଭିୱେଟ। ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ(ବବି ଦାସ) ଓ ଭାଜପାର ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ମଦନମୋହନ…
ରାଜ୍ୟ ସରକାରଙ୍କ ପକ୍ଷରୁ ଆଇଏଏସ୍ ଅଫିସରସ୍ତରରେ ଅଦଳବଦଳ
ଭୁବନେଶ୍ୱର,୫।୪:ରାଜ୍ୟ ସରକାର ଶୁକ୍ରବାର ଛୋଟ ଧରଣର ଆଇଏଏସ୍ ଅଫିସର ଅଦଳବଦଳ କରିଛନ୍ତି। କଟକ ଜିଲାପାଳ ୨୦୧୨ ବ୍ୟାଚ ଆଇଏଏସ୍ ଅଫିସର ଭିନିତ ଭରଦ୍ୱାଜଙ୍କୁ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ତଥା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଜଗତସିଂହପୁର ଜିଲାପାଳ ପାରୁଲ…
Archives


