ରାଜ୍ୟ

ନକଲି ବିହନ ବିକ୍ରି ଘଟଣାରେ କଡ଼ା କାର୍ୟ୍ୟାନୁଷ୍ଠାନ:୪ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ, ୨ ଜଣଙ୍କ ବାତିଲ

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ନକଲି ବିହନ ବିକ୍ରି ଘଟଣାରେ କଡ଼ା କାର୍ୟ୍ୟାନୁଷ୍ଠାନ ନେଇଛି ଜିଲା କୃଷି ବିଭାଗ । ୬ ଜଣ ଲାଇସେନ୍ସ ପ୍ରାପ୍ତ ବ୍ୟବସାୟୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ହୋଇଛି। ୪ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ ହୋଥିବା ବେଳେ ୨ ଜଣଙ୍କ…

୨ ଡାକ୍ତରଙ୍କ ଉଦ୍ଧାର ପାଇଁ କଥାହେଲେ ରାଜ୍ୟସରକାର, ମନ୍ତ୍ରୀ କହିଲେ… 

ଭୁବନେଶ୍ୱର,୩୧।୭: କେରଳର ଓ୍ବାଏନାଡରେ ହୋଇଥିବା ଭୟଙ୍କର ଭୂସ୍ଖଳନରେ ଜଣେ ୨ ଓଡ଼ିଆ ଡାକ୍ତର ନିଖୋଜ ଅଛନ୍ତିି। ୨ ଡାକ୍ତରଙ୍କ ଉଦ୍ଧାର ପାଇଁ ରାଜ୍ୟ ସରକାର କଥାହୋଇଛନ୍ତି। କେରଳ ସ୍ବତନ୍ତ୍ର ରିଲିଫ କମିଶନର ଓ ଓଡ଼ିଆ ଅଧିକାରୀଙ୍କ ସହ ଏସଆର୍‌ସି କଥା ହୋଇଥିବା…

ବର୍ଷାରେ କ୍ଷତି ହୋଇଛି କି ଫସଲ, ମିଳିବ ସହାୟତା, ଜାଣନ୍ତୁ କ’ଣ କହିଲେ କୃଷି ମନ୍ତ୍ରୀ

ଭୁବନେଶ୍ୱର,୩୧।୭: ବର୍ଷା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ମିଳିବ। ଆର୍‌ଆଇଙ୍କ ରିପୋର୍ଟ ପରେ କ୍ଷତିପୂରଣ ମିଳିବ ବୋଲି ବୁଧବାର ଗୃହରେ କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବର୍ଷାରେ ଯଦି ଫସଲ କ୍ଷତି ହୋଇଛି, ତା’ହେଲେ ତାହାର କ୍ଷତିପୂରଣ କୃଷକଙ୍କୁ…

ରାଶନ କାର୍ଡ କାହାର ରହିବ , କାହାର କଟିବ: ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୧।୭: ରାଜ୍ୟରେ ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାଶନ କାର୍ଡଧାରୀ ଚିହ୍ନଟ ହୋଇଛି। ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି। ୬ ଲକ୍ଷ ୧୯ ହଜାର ୮୩୬…

ବ୍ରିଜ୍‌ ଉପରେ ଥୁଆ ହୋଇଛି ସ୍କୁଟି, କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ

କଟକ,୩୧।୭: (କାର୍ତ୍ତିକ ସାହୁ): କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ କରାଯାଉଛି। ହେଲେ ଚାଳକଙ୍କ ପତ୍ତା ମିଳୁନି । ତେବେ ସେ ନଦୀକୁ ଡେଇଁ ପଡିଥିବା ଅନୁମାନ କରାଯାଉଛି। ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ଟିମ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛି।…

ବ୍ୟାସ ସରୋବର ଜଙ୍ଗଲ ଜମିରୁ ମୋରମ ଲୁଟ୍‌

ଯାଜପୁର,୩୧।୭(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲାର ବ୍ୟାସନଗର ପୌରାଞ୍ଚଳର ସମସ୍ତ ଓ୍ବାର୍ଡବାସୀ ଉପଯୁକ୍ତ ଭାବେ ପାନୀୟ ଜଳ ପାଇବାରୁ ବଞ୍ଚିତ ରହୁଛନ୍ତି। ଏପରି କି ସହରର ଅଧିକାଂଶ ୱାର୍ଡରେ ଅଧିକାଂଶ ସମୟରେ ଗୋଳିଆ, ଦୂଷିତ ପାଣି ଯୋଗାଣ ହେଉଛି। ଏଭଳିସ୍ଥିତିରେ ରାଜ୍ୟର…

ପିଆର୍‌ଏମ୍‌ ହସ୍ପିଟାଲ ଛାତରୁ ଗଳୁଛି ପାଣି

ବାରିପଦା,୩।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍‌ଏମ୍‌) ମେଡିକାଲ କଲେଜ ଓ ହସ୍ପିଟାଲ ଆଇସିୟୁ ଛାତରୁ ପାଣି ଗଳିବା ନେଇ ରୋଗୀ ଓ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଉଥିବା ଏହି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି

କେନ୍ଦୁଝର,୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଓଡ଼ିଶା ଭବନଠାରେ ସାକ୍ଷାତ କରିଛନ୍ତି। ଏହି ଅବସରରେ ଉଭୟଙ୍କ ମଧ୍ୟରେ ୧ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିଭିନ୍ନ…

ତଳମୁଣ୍ଡରେ ପହଞ୍ଚତ୍ପାରୁନି ପାଣି: ଦିନରେ ଖୋଲା ରାତିରେ ବନ୍ଦ

ତିହିଡ଼ି,୩୧।୭ (ସଞ୍ଜିତ ବଳ): ଦଶମୌଜା କେନାଲରେ ୫ ଦିନ ହେଲା ପାଣି ଛଡ଼ା ଗଲାଣି। କିନ୍ତୁ ଏଯାଏ ତଳମୁଣ୍ଡରେ ଟୋପାଏ ବ ପାଣି ପହଞ୍ଚି ପାରିଲାନି। ଏହାର ମୁଖ୍ୟ କାରଣ ହେଉଛି ଉପରମୁଣ୍ଡରେ ଥିବା କେନାଲ ଫାଟକ ଦିନରେ ଖୋଲା ହେଉଥିବା…

ନାବାଳକ ଗାଡ଼ି ଚଳାଇଲେ ରଦ୍ଦ ହେବ ରେଜିଷ୍ଟ୍ରେଶନ

କଟକ,୩୧ା୭ (କାର୍ତ୍ତିକ ସାହୁ): ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ପକ୍ଷରୁ ସୋମବାରଠାରୁ ଆରମ୍ଭ ହୋଇଥିବା ସ୍ବତନ୍ତ୍ର ଧରପଗଡ଼ ଅଭିଯାନରେ ବିଶେଷ ସଫଳତା ମିଳିଛି। ନାବାଳକ ଚାଳକଙ୍କୁ ଗାଡ଼ି ଚାଳନାରୁ ନିବୃତ୍ତ କରିବା ପାଇଁ ଏସ୍‌ଟିଏ ଏମ୍‌ଭି ଆକ୍ଟ ୧୯୯(କ) ଧାରାକୁ ପାଳନ କରିବା…

ବିରୋଧୀ ଦଳ ନେତାଙ୍କୁ ଟାର୍ଗେଟ କଲେ ହରିଚନ୍ଦନ

ଭୁବନେଶ୍ୱର, ୩୧।୭(ସୁନିତ୍‌ ମିଶ୍ର): ବିଧାନସଭାରେ ସାଧାରଣ ବଜେଟ ନେଇ ମଙ୍ଗଳବାର ଅପରାହ୍ନରେ ଚାଲିଥିବା ଆଲୋଚନା ସମୟରେ ପଏଣ୍ଟ ଅଫ୍‌ ଅର୍ଡର ଆଣି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ୨୪ ବର୍ଷ ସରକାର ପରେ ମାତ୍ର ୨ ମାସ ଧରି ବିରୋଧୀ…

ଓଡ଼ିଶାବାସୀ କାହିଁକି ସରକାର ପରିର୍ତ୍ତନ କଲେ: ସିଧା ସିଧା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ

ଭୁବନେଶ୍ୱର, ୩୧।୭(ସୁନିତ୍‌ ମିଶ୍ର): ବିଧାନସଭାରେ ଗତ ୨୫ ତାରିଖରେ ୨୦୨୪-୨୫ ବର୍ଷର ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବିଧାନସଭାରେ କହିଛନ୍ତି। ୨୯ତାରିଖଠାରୁ ଏହି ବଜେଟ ଉପରେ ସାଧାରଣ ଆଲୋଚନା ଆରମ୍ଭ ହୋଇ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?