ରାଜ୍ୟ

ରାଜ୍ୟରେ ସକାଳୁ ସକାଳୁ ପ୍ରବଳ ବର୍ଷା: ଘୁର୍ଣ୍ଣିବଳୟ ନେଇପାରେ ଲଘୁଚାପର ରୂପ

ଭୁବନେଶ୍ୱର,୩୦।୭: ରାଜ୍ୟର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସକାଳୁ ବର୍ଷା ଜାରି ରହିଛି। ବୁଧବାର ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବ, ଯାହା ଆଗକୁ ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଉତ୍ତର ଓ…

ଅବକାରୀ ଯୁଗ୍ମ କମିଶନରଙ୍କ ୫୨ ପ୍ଲଟ୍‌

ଭୁବନେଶ୍ୱର/ବଲାଙ୍ଗୀର,୩୦ା୭:(ସତ୍ୟଜିତ୍‌ ରାଉତ/ବୀରେନ୍ଦ୍ର ଝାଙ୍କର):୮ମାସ ପରେ ଅବସର ନେଇଥାନ୍ତେ। ହେଲେ ଏହାପୂର୍ବରୁ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ଭୁବନେଶ୍ୱର ଅବକାରୀ ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭିଜିଲାନ୍ସର ୧୦ଟି ଟିମ୍‌ ରାମଚନ୍ଦ୍ରଙ୍କ ଘର ସମେତ ଭୁବନେଶ୍ୱର,…

ଜାତୀୟ ଶିକ୍ଷା ନୀତିକୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୩୦।୭(ସୁନିତ୍‌ ମିଶ୍ର):ଜାତୀୟ ଶିକ୍ଷା ନୀତି ଆମର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ସହ ଆମ ଜନସଂଖ୍ୟାକୁ ସଶକ୍ତ କରିବା ତଥା ଦେଶର ସାମାଜିକ-ଆର୍ଥିକ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଆଶାର ପ୍ରତୀକ ଭାବେ ଉଭା ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ…

ନାମ ପରିବର୍ତ୍ତନ କରି ଧୋକା ଦେବାରେ ବିଜେଡି ସରକାର ଓସ୍ତାଦ ଥିଲା: ଭାଜପା

ଭୁବନେଶ୍ୱର, ୩୦।୭(ସୁନିତ୍‌ ମିଶ୍ର):ବାସ୍ତବରେ ଓଡ଼ିଶାବାସୀ ହେଉଛନ୍ତି ପ୍ରକୃତ ଗେମ୍‌ ଚେଞ୍ଜର। ୨୫ ବର୍ଷର ଦୁର୍ନୀତି, ଭ୍ରଷ୍ଟାଚାର, ବ୍ୟଭିଚାରରେ ଶିକାର ହୋଇଥିବା ରାଜ୍ୟବାସୀ ନବୀନ ପଟ୍ଟନାୟକଙ୍କ ସରକାରକୁ ଉପାଡ଼ି ଫୋପାଡ଼ି ଦେଇଛନ୍ତି। ଏହାସତ୍ତ୍ୱେ ରାଜ୍ୟବାସୀଙ୍କ ନିଷ୍ପତ୍ତିକୁ ସ୍ବୀକାର କରିବା ପାଇଁ ଖୋଦ୍‌ ନବୀନ…

ସିଏମଓ ଅଫିସରଙ୍କୁ ବିଭାଗ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଭୁବନେଶ୍ୱର,୨୯।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଫିସରମାନଙ୍କୁ ବିଭିନ୍ନ ବିଭାଗ ବାଣ୍ଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଗୃହ, ଅର୍ଥ, ସାଧାରଣ ପ୍ରଶାସନ, ଶିଳ୍ପ, ଆଇନ, ଯୋଜନା ଓ ସଂଯୋଜନ ଏବଂ…

ଅଢୁଆରେ ସୁର, କ୍ୟାପିଟାଲ ଥାନାରେ ଏତଲା ଦେଲା ଭାଜପା

ଭୁବନେଶ୍ୱର, ୨୯ା୭ : ସ୍ବାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂଙ୍କ ପ୍ରତି ବରିଷ୍ଠ ନେତା ସୁରେଶ କୁମାର ରାଉତରାୟ ଦେଇଥିବା ଅପମାନଜନକ ମନ୍ତବ୍ୟକୁ ନେଇ ବିଭିନ୍ନ ଆଡୁ ସମାଲୋଚନା କରାଯାଉଛି। ଭାଜପା ଏହାର ତୀବ୍ର ପ୍ରତିବାଦ କରିଛି। ଏପରିକି ଭାଜପା ଯୁବ…

ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡ଼ିଲା ଡ୍ରୋନ୍‌: ଫଟୋ, ଭିଡିଓ ଭାଇରାଲ

ସମ୍ବଲପୁର,୨୯ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଛି ପ୍ରଶ୍ନ। ହୀରାକୁଦ ଜଳଭଣ୍ଡାର ନିଷିଦ୍ଧାଞ୍ଚଳରେ ଉଡ଼ିଛି ଡ୍ରୋନ କ୍ୟାମେରା। ସମ୍ପୂର୍ଣ୍ଣ ଜଳଭଣ୍ଡାର, ଲିଫ୍ଟ ଅପରେଶନ ଗ୍ୟାଲେରି ଆଦିର ଭିତର ଫଟୋ ଓ ଭାଇରାଲ ହୋଇଛି। ହୀରାକୁଦ ଜଳଭଣ୍ଡାରର ଅତିରିକ୍ତ ବନ୍ୟାଜଳ…

ନୀତି ଆୟୋଗ ବୈଠକରୁ ଫେରିବା ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୭: ନୀତି ଆୟୋଗ ବୈଠକରେ ଯୋଗ ଦେଇ ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଓଡ଼ିଶା ଫେରିବା ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାରେ ଆଗାମୀ ୫ ବର୍ଷରେ ବିରାଟ ପରିବର୍ତ୍ତନ ହେବ । ୨୦୩୬ରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ…

ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଲେ ବଡ଼ ବୟାନ, କହିଲେ ଖୁବ୍‌ଶୀଘ୍ର…

ଭୁବନେଶ୍ୱର,୨୯।୭: ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା କରିଛି। କୋଲକାତାରୁ ଆଳୁ ଆସିବା ନେଇ ଆଲୋଚନା ହୋଇଛି। ଆମ ହକ ଦେବା ପାଇଁ ମୁଁ ମମତାଙ୍କୁ…

ହସ୍ପିଟାଲରୁ କାଉଡିଆଙ୍କ ମୃତଦେହ ଉଭାନ

କୋରାପୁଟ,୨୯।୭(ଅମିତାଭ ବେହେରା): ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ମହାଦେବଙ୍କ ନିକଟରେ ପାଣି ଲାଗି କରିବାକୁ ଆସିଥିବା ଜଣେ କାଉଡିଆଙ୍କ ହୃଦ୍‌ଘାତରେ ସୋମବାର ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ମୃତ କାଉଡିଆଙ୍କ ମୃତଦେହ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ ଏବଂ ହସ୍ପିଟାଲରୁ ଉଭାନ…

ସୋମବାର ସ୍କୁଲ ଆସିଲେନି ଶିକ୍ଷୟିତ୍ରୀ, ଶିକ୍ଷକ

ମୋରଡା,୨୯।୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ଶିକ୍ଷାର ଏକ ବିକଳ ଚିତ୍ର ଦେଖିବାକୁ ମିଳିଛି l ସମ୍ପକ୍ତ ବ୍ଲକ ଅଧୀନ ଗଡିଗାଁ ପଞ୍ଚାୟତର ଡେଙ୍ଗାଶୋଳ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ଦାନରେ ବ୍ୟତିକ୍ରମ ହେଉଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ,…

ବିଧାନସଭାରେ ବାଚସ୍ପତିଙ୍କ ଉପରକୁ ବହି ଫିଙ୍ଗିଲେ ତାରା

ଭୁବନେଶ୍ୱର,୨୯।୭: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ହୋହଲ୍ଲା ଜାରି ରହିଛି। ଏହି ସମୟରେ କଂଗ୍ରେସ ନେତା ତାରା ବାହିନୀପତି ବାଚସ୍ପତିଙ୍କ ଉପରକୁ ବହି ଫିଙ୍ଗିଥିବା ସୂଚନା ମିଳିଛି। ପ୍ରଥମେ ପୋଡ଼ିୟମ ଉପରକୁ ଚଢ଼ିଥିଲେ ଆଉ ଏବେ ବହି ଫିଙ୍ଗିଥିବା ଜଣାପଡିଛି। ବିଧାନସଭାରେ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?