ରାଜ୍ୟ

ଭାଜପା ଛାଡିଲେ ବରିଷ୍ଠ କୁଡୁମୀ ନେତା ଛଟେଲାଲ ମହାନ୍ତ

ଭୁବନେଶ୍ୱର,୫।୪; ଭାଜପା ଛାଡିଲେ ବରିଷ୍ଠ ନେତା ଛଟେଲାଲ ମହାନ୍ତି। ସେ ଆଜି ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ନିଜର ଇସ୍ତଫାପତ୍ର ସେ ଭାଜପା ରାଜ୍ୟ ସଭାପତିଙ୍କ ପାଖକୁ ପଠାଇ ଦେଇଛନ୍ତି। ଛଟେଲାଲ ମହାନ୍ତ ହେଉଛନ୍ତି ମୟୂରଭଞ୍ଜ ଜିଲାର…

ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି: ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌?

ଭୁବନେଶ୍ୱର,୫।୪: ଆଗାମୀ ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଶୁକ୍ରବାର ଆଉ ୯ ବିଧାନସଭା ଆସନ ଲାଗି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ଘୋଷଣା କରିଛନ୍ତି। କେଉଁଠୁ କାହାକୁ ମିଳିଲା ଟିକେଟ: -ରେଙ୍ଗାଲି-ସୁଦର୍ଶନ…

ଭାଜପା ଛାଡ଼ିଲେ ରବି ନାରାୟଣ ପାଣି

ଭୁବନେଶ୍ୱର,୫।୪: ଭାଜପା ଛାଡ଼ିଲେ ପୂର୍ବତନ ଏମ୍‌ପି, ପାଲଲହଡ଼ାର ପୂର୍ବତନ ବିଧାୟକ ରବି ନାରାୟଣ ପାଣି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ନିକଟକୁ ସେ ନିଜର ଇସ୍ତଫାପତ୍ର ପଠାଇଛନ୍ତି। ବର୍ତ୍ତମାନର ରାଜନୀତିରେ ନୀତି ଆଦର୍ଶର ଆଉ ସ୍ଥାନ ନାହିଁ। କ୍ଷମତା ପାଇଁ…

ଅରିନ୍ଦମ ହେଲେ କଟକ ଜିଲାପାଳ, ଜଗତସିଂହପୁର ପାଇଁ…

କଟକ/ଜଗତସିଂହପୁର,୫ା୪: ଶୁକ୍ରବାର କଟକର ନୂଆ ଜିଲାପାଳ ନିଯୁକ୍ତ ହୋଇଛନ୍ତି। ଆଏଏସ୍‌ ଅରିନ୍ଦମ ଡାକୁଆ କଟକର ନୂଆ ଜିଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ଜଗତସିଂହପୁର ପାଇଁ ମଧ୍ୟ ନୂଆ ଜିଲାପାଳ ଭାବେ ଆଇଏସ୍‌ ଅନୁପମ ଶାହା ନିଯୁକ୍ତ ହୋଇଛନ୍ତି। ପୂର୍ବରୁ କଟକ…

ଅଚାନକ କୋଟିଆ ଗସ୍ତ କଲେ ମୁଖ୍ୟ ଶାସନ ସଚିବ

ପଟାଙ୍ଗି,୫ା୪(ଶରତ ଧଳ): ମାସକ ପରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ହେବାକୁ ଥିବା ବେଳେ ଏହିପରି ସ୍ଥିତିରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ସହ ଅନ୍ୟ ବିଭାଗର ସଚିବ ସୀମାନ୍ତ ଅଞ୍ଚଳକୁ ଗସ୍ତରେ ଆସି ଫେରିଯିବା ଦୃଶ୍ୟ ରାଜନୈତିକ ମହଲଠାରୁ…

ବାପାଙ୍କ ଆଖି ସାମ୍ନାରେ ୯ ମାସର ଶିଶୁକନ୍ୟାକୁ ଧରି ନଦୀକୁ ଡେଇଁଲେ ମା’

ଆଳି,୫ା୪(ବନମାଳୀ ସେନାପତି): ସ୍ବାମୀଙ୍କ ସାମ୍ନାରେ ୯ ମାସର ଶିଶୁକନ୍ୟାକୁ ଧରି ଖରସ୍ରୋତା ନଦୀକୁ ଶୁକ୍ରବାର ଡେଇଁଛନ୍ତି ଜଣେ ମା’। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ। ଆଳି ଓ ରାଜକନିକାକୁ ସଂଯୋଗ କରୁଥିବା ଗଡ଼ଗଡି…

ଆଜି ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର, ୪୩ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର,୫ା୪: ଏପ୍ରିଲ ଆରମ୍ଭରୁ ସାରା ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଇଥିବା ବେଳେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱର ରେକର୍ଡ ଭାଙ୍ଗିଛି। ଆଜି ରାଜଧାନୀରେ ଦିନର ତାପମାତ୍ରା  ୪୩ ଡିଗ୍ରୀ ଟପିଛି। ଯାହାକି ସର୍ବୋଚ୍ଚ ତାପମାତ୍ରା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ…

ଏଣିକି ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେ ନାହିଁ ଶ୍ରମିକ

ଭୁବନେଶ୍ୱର,୫ା୪(ଅସମାପିକା ସାହୁ): ଏପ୍ରିଲ ଆରମ୍ଭରୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଇଥିବାରୁ ଅଂଶୁଘାତକୁ ଏଡ଼ାଇ ଦିଆଯାଇ ନ ପାରେ। ତେଣୁ ସମ୍ପୂର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକମାନେ ଏପ୍ରିଲରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ…

ଫିଲ୍ମ ଷ୍ଟାଇଲ୍‌ରେ ଗଞ୍ଜେଇ ଚୋରାଚାଲାଣ

କୋରାପୁଟ,୫ା୪(ଅମିତାଭ ବେହେରା): ଫିଲ୍ମ ଷ୍ଟାଇଲ୍‌ରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଛି ପୋଲିସ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପାଡୁଆ ବାଞ୍ଜଲାପୁଟରେ। ଛତିଶଗଡ଼ ଅଞ୍ଚଳ ବସ୍ତର ଜିଲାର ମଣିକାନ୍ତା ନାମକ ଜଣେ ଯୁବକ ନିଜ ଦେହରେ ୭…

ସାଢ଼େ ୧୧ରେ ଜଳିଲା ଭୁବନେଶ୍ବର, ସାରା ରାଜ୍ୟରେ ପ୍ରବଳ ଖରା

ଭୁବନେଶ୍ୱର,୫।୪: ପ୍ରଚଣ୍ଡ ତାତିରେ ଜଳୁଛି ସାରା ରାଜ୍ୟ। ଦିନ ସାଢ଼େ ୧୧ଟାରେ ଭୁବନେଶ୍ବର ତାପମାତ୍ରା ୩୯.୮ ଡ଼ିଗ୍ରୀ ରେକର୍ଡ ହୋଇଛି। ରାଜଧାନୀ ଭୁବନେଶ୍ବର ସହ ସାରା ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହେଉଛି। ଭୁବନେଶ୍ୱର ବ୍ୟତୀତ ଦିନ ୧୧ ଟା ୩୦…

ଭାଜପାରେ ମିଶିଲେ ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ

ଭୁବନେଶ୍ୱର,୫।୪: ଭାଜପାରେ ଯୋଗଦେଲେ ଜଗତସିଂହପୁରର ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ। ଶୁକ୍ରବାର ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ ସେ ଭାଜପାରେ ସାମିଲହୋଇଛନ୍ତି। ବିଜେଡି ଟିକେଟ ନ ଦେବାରୁ ଅସନ୍ତୁଷ୍ଟ ଥିଲେ ଅମରେନ୍ଦ୍ର। ତେଣୁ ସେ ବିଜେଡି…

ହାତ ଛାଡିଲେ ପିସିସି ଉପସଭାପତି ବିଶ୍ୱ ଭୂଷଣ

ଭୁବନେଶ୍ୱର,୫।୪: ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ଝଟକା। ପିସିସି ଉପସଭାପତି ବିଶ୍ୱ ଭୂଷଣ ଦାସ ଶୁକ୍ରବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ତେବେ ବିଶ୍ୱ ଭୂଷଣ କେଉଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri