ରାଜ୍ୟ

ରାୟଗଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି: ସପ୍ତାହେ ମଧ୍ୟରେ ଗଲାଣୀ ୨ ଜୀବନ 

ରାୟଗଡ଼ା/ଟିକିରି,୨୭।୭(ଆଶିଷ ରଞ୍ଜନ ପଣ୍ଡା/ ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଗୋରଖପୁର ପଞ୍ଚାୟତ ଲାମ୍ବେରୀ ଗ୍ରାମରେ ୨ ଜଣ ଝାଡ଼ାବାନ୍ତିରେ ପ୍ରାଣ ହରାଇଛନ୍ତି। ଗାଁରୁ ୧୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ମୃତକ ହେଲେ ଗାଁର ଧନ ମାଝୀଙ୍କ…

କାଲି ବସିବ ରତ୍ନଭଣ୍ଡାର ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ,୨୮।୭: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ମିଳିଛି। ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବୈଠକରେ ରତ୍ନଭଣ୍ଡାର ସ୍ଥିତି, ସ୍ଥାୟୀତ୍ୱ ଏବଂ କେବେଠୁ ଯାଞ୍ଚ ଓ…

ଗଡ଼ଗଡ଼ିଆ ଘାଟରେ ବୁଡ଼ିଗଲେ ୨ କାଉଡ଼ିଆ

କଟକ,୨୮ା୭(କାର୍ତ୍ତିକ ସାହୁ): କାଲି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଏନେଇ ରବିବାର ନଦୀ, ପୋଖରୀ ଘାଟରୁ ପାଣି ଉଠାଇ ମହାଦେବଙ୍କ ନିକଟରେ ଜଳ ଲାଗି କରିବାକୁ ସବୁଠି କାଉଡିଆଙ୍କ ଭିଡ଼ ଜମିଛି। ଏଭଳି ସ୍ଥିତିରେ କଟକ ଗଡ଼ଗଡ଼ିଆ ଘାଟରେ ମଧ୍ୟ କାଉଡିଆଙ୍କ…

ପୁରୀ-ଚେନ୍ନାଇ ଏକ୍ସପ୍ରେସ୍‌ରେ ଯାନ୍ତ୍ରିକ ତ୍ରୁଟି: ପଛକୁ ଫେରିଲା ଟ୍ରେନ୍‌

ଭୁବନେଶ୍ୱର,୨୮।୭: ପୁରୀ-ଚେନ୍ନାଇ ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ରବିବାର ଯାନ୍ତ୍ରିକ ତ୍ରୁଟି ଦେଖାଯାଇଛି। ଫଳରେ ଟ୍ରେନ୍‌ଟି ବିଳମ୍ବରେ ଛାଡ଼ିବା ସତ୍ତ୍ବେ ୩ କିମି ଯାତ୍ରା କରି ପଛକୁ ଫେରିଛି। ଟ୍ରେନର ମରାମତି ପାଇଁ ଏବେ ଉଦ୍ୟମ ଜାରି ରହିଛି। ଗନ୍ତବ୍ୟ ସ୍ଥଳରେ ପହଞ୍ଚିବାରେ ବିଳମ୍ବ…

ବଦଳିଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ: ଶାଶ୍ୱତ ମିଶ୍ରଙ୍କ ସ୍ଥାନ ନେଲେ ଏହି ଆଇଏଏସ୍‌

ଭୁବନେଶ୍ୱର,୨୮।୭: ରାଜ୍ୟପାଳ ରଘୁବର ଦାସଙ୍କ ପ୍ରମୁଖ ସଚିବଙ୍କ ବଦଳି ହୋଇଛି। ଏନ୍‌ବିଏସ ରାଜପୁତଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଶାଶ୍ୱତ…

ଇନ୍‌ଷ୍ଟାଗ୍ରାମରେ ମୁଖ୍ୟମନ୍ତ୍ରୀଙ୍କୁ ଧମକ: ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ସାଇବର ଥାନାରେ ଏତଲା

କେନ୍ଦୁଝର,୨୮।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବିଧାୟକ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମିଷ୍ଟର ବଓ୍ବେଫା ନାମରେ ଇନ୍‌ଷ୍ଟଗ୍ରାମ ଆଇଡିଧାରୀ ଜଣେ ଯୁବକ ଜାତିଆଣ ଆକ୍ଷେପ କରିବା ସହ ଜୀବନରେ ମାରି ଦେବାର ଧମକ ଦେଇଥିବା ଅଭିଯୋଗରେ କେନ୍ଦୁଝର ଜିଲା ଭାଜପା…

ବନ୍ୟାକୁ ନେଇ ଏମିତି କହିଲେ ଅତିରିକ୍ତ ଏସ୍‌ଆରସି

ଭୁବନେଶ୍ୱର,୨୮।୭:ରାଜ୍ୟରେ ବନ୍ୟା ପରିସ୍ଥିତି ନାହିଁ ବୋଲି ଅତିରିକ୍ତ ଏସ୍‌ଆରସି କହିଛନ୍ତି। ୩୦ ସୁଦ୍ଧା ଖଇରମାଳ ଓ ମୁଣ୍ଡଳିରେ ସାଢ଼େ ୪ ଲକ୍ଷ କ୍ୟୁସେକ ପ୍ରବେଶ କରିବ। ଏ ନେଇ ବିଭିନ୍ନ ଜିଲାକୁ ଏସଆର୍‌ସିଙ୍କ ତରଫରୁ ସତର୍କ ରହିବାକୁ କୁହାଯାଇଛି। ସମ୍ବଲପୁର, ସୁବର୍ଣ୍ଣପୁର,…

ଆଇଏଏସ୍‌ ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ: ଏବେ ଏହି ବିଭାଗରେ ହେଲା ନିଯୁକ୍ତି

ଭୁବନେଶ୍ୱର,୨୮।୭: ଆଇଏଏସ୍‌ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ଆଇଏଏସ୍‌ ଅଫିସର ଏନ୍‌.ବି.ଏସ୍‌. ରାଜପୁତଙ୍କୁ ଶାଶ୍ୱତଙ୍କ…

ଚାବି ହଜିବାକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ, କହିଲେ ରତ୍ନଭଣ୍ଡାର ନ ଖୋଲିବା ଷଡ଼ଯନ୍ତ୍ରର…

ପୁରୀ,୨୮।୭: ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ମରାମତି ହେବ ବୋଲି ରବିବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ସେ କହିଛନ୍ତି, ପ୍ରାଥମିକ ଯାଞ୍ଚ ସରିଛି, ଖୁବ୍‌ ଶୀଘ୍ର ଏଏସ୍‌ଆଇ ମରାମତି ଆରମ୍ଭ କରିବ। ଏସ୍‌ଓପିରେ କିଛି ସଂଶୋଧନ ଦରକାର ଥିଲା, ତାହା…

ଓଡ଼ିଆ ଅସ୍ମିତା ଲାଗି ସରକାରଙ୍କ କଡ଼ା ଆଭିମୁଖ୍ୟ: ବିଭାଗୀୟ ସଚିବଙ୍କ ଅଡୁଆ…

ଭୁବନେଶ୍ୱର,୨୮।୭: ଓଡ଼ିଆ ଅସ୍ମିତାକୁ ପ୍ରସଙ୍ଗ କରି ନିର୍ବାଚନୀ ସଫଳତା ପାଇଥିବା ଭାଜପା ସରକାରଙ୍କ କଡ଼ା ଆଭିମୁଖ୍ୟ ଯୋଗୁ ଏବେ ବିଭାଗୀୟ ସଚିବଙ୍କ ଅଡୁଆ ବଢ଼ିବାରେ ଲାଗିଛି । ସମସ୍ତ ବିଭାଗର ନଥିପତ୍ର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ…

ନାବାଳିକାଙ୍କୁ ବଳାତ୍କାର କରି ଅଭିଯୁକ୍ତ ଗିରଫ

ସାକ୍ଷୀଗୋପାଳ,୨୮ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ଥାନା ଆଳିଶ ଗ୍ରାମରେ ଜନୈକା ୯ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ସେହି ଗ୍ରାମର ଜଣେ ୨୬ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ମାନସ…

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୮ା୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖ (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?