Odisha Elections 2024

ରାଜ୍ୟ

‘ବିଜେଡି ସରକାରଙ୍କ ଇଞ୍ଜିନକୁ ୨୪ ବର୍ଷ ହେଲାଣି, କେବଳ ପଲ୍ୟୁସନ କରୁଛି’

ଭୁବନେଶ୍ୱର, ୨୯।୩(ସୁନିତ୍‌ ମିଶ୍ର): ମୋଦି ଗ୍ୟାରେଣ୍ଟି ପାଇଁ ବର୍ତ୍ତମାନ ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତ୍ତନ ଆସିଛି। ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା ପକ୍କାଘର, ଚାଉଳ, ବିଜୁଳି, ପିଇବା ପାଣି, ରାସ୍ତା, ନିଯୁକ୍ତି ଆଦି ପ୍ରସଙ୍ଗରେ ମୋଦି...

ନିର୍ବାଚନ ପୂର୍ବରୁ ପୋଲିସର ଚଢ଼ାଉ, ଏତେ ଲିଟର ଦେଶୀ ମଦ ଜବତ

ବ୍ରାହ୍ମଣୀଗାଁ , ୨୯ ।୩ (ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢାଉବେଳେ ୨୨ ଲିଟର ଦେଶୀ ମଦ ଜବତ କରିବା ସହ ଏଥିରେ ସମ୍ପୃକ୍ତି ୨ ଜଣଙ୍କୁ...

ବିଜେଡିର ତୃତୀୟ ପ୍ରାର୍ଥୀ ତାଲିକା! ଏହି ପ୍ରାର୍ଥୀଙ୍କ ନାଁରେ ଲାଗିଲା ମୋହର…

ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତେ ପାଖେଇ ଆସୁଛି ନବୀନ ନିବାସରେ ଭିଡ ସେତିକି ଜମୁଛି। ତେବେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ହୋଲିରେ ବିଜେଡି ୭୨ ପ୍ରାର୍ଥୀଙ୍କୁ ଟିକେଟ୍‌ ଭେଟି ଦେଇଛି। କିନ୍ତୁ ଆହୁରି ୭୫ ଆସନର...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ: ପରିବର୍ତ୍ତନ ନ ହେଲେ ଅନ୍ୟ ପନ୍ଥା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବିଧାନସଭା ଆସନ ପ୍ରାର୍ଥତ୍ନୀ ଅନସୂୟା ମାଝିଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ ତେଜିବାରେ ଲାଗିଛି। ଶୁକ୍ରବାର ବିଜେଡି ରାଜ୍ୟ ଉପସଭାପତି ଏନ୍‌.ଭାସ୍କର ରାଓଙ୍କ ବାସଭବନରେ ହଜାର ସଂଖ୍ୟାରେ ବିଜେଡି ନେତା, କର୍ମୀ ଏବଂ ନିର୍ବାଚିତ ପ୍ରତିନିଧିଙ୍କ ବିକ୍ଷୋଭ...

ତାତି ଛୁଇଁଲା ୪୦

ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ ଛୁଇଁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତାତି...

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ ଓ ପ୍ରାର୍ଥୀଙ୍କ ଦ୍ୱାରା କରାଯାଉଥିବା ଖର୍ଚ୍ଚର ସୀମା ନିର୍ଦ୍ଧାରଣ କରିବା। ନିର୍ବାଚନ କମିଶନର...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ ପାହାଡ଼ ଉପରେ ଏକ କାଠ କୃଶରେ ବିଦ୍ଧ କରାଯାଇଥିଲା। ତେବେ ଯିଶୁଙ୍କୁ ଯେଉଁମାନେ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି ସୋରେନଙ୍କୁ ଟିକେଟ୍‌ ଦେଇଛି। ଅଞ୍ଜନି ଏଥର ଓଡ଼ିଶାର ମୟୂରଭଞ୍ଜ ସିଟ୍‌ରୁ ନିର୍ବାଚନ ଲଢିବେ।...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ ଗାଁ ଗାଇସିଲେଟରୁ ଶୁକ୍ରବାର ପ୍ରଦୀନ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ପ୍ରଦୀପ ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ହେଲେ ହତ୍ୟାର କାରଣ ଜଣାପଡି ନାହିଁ। ମୃତକ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର ଦିଲୀପ ସୁନ୍ଦରଗଡ଼ରେ ପହଞ୍ଚିିଛନ୍ତି। ଆଜି ପବିତ୍ର ଗୁଡଫ୍ରାଇଡେ ହୋଇଥିବାରୁ ସୁନ୍ଦରଗଡ଼ ମିସନ ରୋଡ୍‌...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ ଦଳୀୟ ପ୍ରାର୍ଥୀଭାବେ ଘୋଷଣା କରିଛନ୍ତି। ପରାଜୟର ମୁହଁ ଦେଖି ନ ଥିବା ଦେବେଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri