ରାଜ୍ୟ

ଅଚାନକ ‘ମିଲ୍‌କି ମୁ’ କ୍ଷୀର ପ୍ଲାଣ୍ଟରେ ପହଞ୍ଚିଲେ ମନ୍ତ୍ରୀ, ଆସିଥିଲା ଅନିୟମିତତା ଅଭିଯୋଗ

ଭୁବନେଶ୍ୱର,୨୭।୭: ରାଜ୍ୟ ଖାଦ୍ୟଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ନିମାପଡା ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ଗୋପସ୍ଥିତ ‘ମିଲ୍‌କି ମୁ’ କ୍ଷୀର ପ୍ଲାଣ୍ଟରେ ଅଚାନକ ପରିଦର୍ଶନ କରିବା ସହ ମନ୍ତ୍ରୀ ପାତ୍ର ଏଠାରେ ବ୍ୟବହୃତ…

ପୋଲାଭରମ ପାଇଁ ସରକାର କ’ଣ କରୁଛି: ତାରା ବାହିନୀପତି

ଭୁବନେଶ୍ୱର,୨୭।୭: ନୀତି ଆୟୋଗ ବୈଠକକୁ ନେଇ କଂଗ୍ରେସ ବିଧାୟକ ତାରା ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଓଡିଶାରୁ ୨୦ ଏମ୍‌ପି ଯାଇଛନ୍ତି। ତେଣୁ ପ୍ରଥମେ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ପୋଲାଭରମ ଓ ସତନ୍ତ୍ର ପ୍ୟାକେଜ ମାଗନ୍ତୁ…

ରାଜ୍ୟ ସରକାରଙ୍କ ଉପରେ ରାଗିଗଲେ ପ୍ରମିଳା: କହିଲେ କିଛି ଜାଣି ନାହାନ୍ତି…

ଭୁବନେଶ୍ୱର,୨୭।୭: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି ରାଜ୍ୟ ସରକାର କୌଣସି ବିଷୟ ଜାଣି ନାହାନ୍ତି କି ଜାଣିବାକୁ ଆଗ୍ରହ ପ୍ରକାଶ କରୁ ନାହାନ୍ତି। ବିଧାନସଭା ଚାଲିବା ସମୟରେ ବାହାର ନିୟମକୁ…

ଟେନ୍‌ସନ୍‌ ବଢ଼ାଉଛି ଆଳୁ, ଗ୍ରାହକ ହଟହଟା

ଝରିଗାଁ,୨୭ା୭(କିଶୋର ଚନ୍ଦ୍ର ମଣ୍ଡଳ): ଧନୀ ହେଉକି ଗରିବ। ଘରର ନିତ୍ୟ ବ୍ୟବହାର୍ଯ୍ୟ ଆଳୁର ଦର ବୃଦ୍ଧି ଗ୍ରାହକଙ୍କୁ ଟେନ୍‌ସନ୍‌ ଦେଉଛି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଗତ କିଛି ସପ୍ତାହରେ ଆଳୁ ବସ୍ତା ପିଛା ଦର ୭୦୦ ଟଙ୍କା ଥିବା ବେଳେ…

କେନ୍ଦ୍ରୀୟ ସହଯୋଗ ଲୋଡ଼ିଲେ ମୋହନ, କଲେ ଏହି ବଡ଼ ଦାବି

ଭୁବନେଶ୍ୱର,୨୭ା୭: ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କେନ୍ଦ୍ରର ସହଯୋଗ ଲୋଡ଼ିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ବୃହତ୍ତ ବନ୍ଦର ଭିତ୍ତିକ ଶିଳ୍ପ ଜୋନ୍‌ ପ୍ରତିଷ୍ଠା ପାଇଁ ଦାବି କରିଛନ୍ତି। ବିଭିନ୍ନ ପ୍ରକଳ୍ପ ପାଇଁ ତ୍ୱରିତ ବଜେଟ୍‌, ଭିତ୍ତିଭୂମି, ଶ୍ରୀଘ୍ର…

ସାମ୍ବାଦିକା ମଧୁମିତାଙ୍କ ମୃତ୍ୟୁ ମାମଲା: ଲ୍ୟାବ୍‌କୁ ପଠାଯିବ ମୋବାଇଲ, ତଥ୍ୟ ନେଲେ ବାୟୁସେନା ଅଧିକାରୀ

ଭୁବନେଶ୍ୱର,୨୭ା୭: ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ବାୟୁସେନା ଅଧିକାରୀ ଏ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଛନ୍ତି। ମଧୁମିତାଙ୍କ ସ୍ବାମୀ ତଥା ଗିରଫ ଅଭିଯୁକ୍ତ ଶ୍ରୀଧର ଜେନା ବାୟୁସେନାରେ ଚାକିରି କରିଥିବାରୁ କମିଶନରେଟ୍‌ ପୋଲିସ ପାଖରୁ…

ଅଗ୍ନି ବୀରଙ୍କ ପାଇଁ ୧୦ ପ୍ରତିଶତ ସରଂକ୍ଷଣ: ମୋହନ ସରକାରଙ୍କୁ ଘେରିଲା କଂଗ୍ରେସ, ତାରା ବାହିନୀପତି କହିଲେ…

ଭୁବନେଶ୍ୱର,୨୭।୭: ରାଜ୍ୟ ସରକାର ଅଗ୍ନି ବୀରଙ୍କ ପାଇଁ ୧୦ ପ୍ରତିଶତ ସରଂକ୍ଷଣ କରିଛନ୍ତି। ତେବେ ଏ ନେଇ କଂଗ୍ରେସ ମୁଖ୍ୟମନ୍ତ୍ରୀଙ୍କ ନାଁରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିବ। ବିଧାନସଭା ଅଧିବେଶନ ଚାଲିଥିବା ବେଳେ ମୁଖ୍ୟମନ୍ତ୍ରୀ ଗୃହ ବାହାରେ ଅଗ୍ନି ବୀରଙ୍କ ପାଇଁ…

ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ନୂଆଦିଲ୍ଲୀ,୨୭।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ନୂଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ସେଠାରେ ପହଞ୍ଚି ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିଛନ୍ତି। ମମତାଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି ମୋହନ…

କିଏ ହେବ ପିସିସି ସଭାପତି: ଦିଲ୍ଲୀରୁ ଫେରି କହୁକହୁ ଏମିତି କହିଦେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର,୨୭।୭: ପରବର୍ତ୍ତୀ ପିସିସି ସଭାପତି ନେଇ କଂଗ୍ରେସ ଶିବିରରେ ମାନସ ମନ୍ଥନ ଚାଲିଛି। ତେବେ ଦିଲ୍ଲୀରୁ ଫେରିବା ପରେ କଂଗ୍ରେସର ବରିଷ୍ଠ ନେତା ବିଜୟ ପଟ୍ଟନାୟକ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଓଡ଼ିଶା ସ୍ବାର୍ଥ ପାଇଁ ଯିଏ…

ଓଡ଼ିଶାକୁ ଆସୁଛି ଆଳୁ: ଗର୍ଜିଲେ ତାରା, ନବୀନ ଚିଠି ଲେଖିଲେ ବୋଲି…

ଭୁବନେଶ୍ୱର,୨୭।୭: ରାଜ୍ୟରେ ହୁ ହୁ ହୋଇ ବଢୁଛି ଆଳୁଦର। ଭୁବନେଶ୍ୱର କଟକରେ ଆଳୁ କିଲୋ ପ୍ରତି ୫୦ରୁ ୬୦ ଟଙ୍କାରେ ବିକ୍ରି ହେଉଛି। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ପଶ୍ଚିମବଙ୍ଗରୁ ଆଳୁ ଆସିବା ଆରମ୍ଭ ହୋଇଛି। ଏବେ ଧୀରେ…

ଅନୁଗୋଳ-ପୁରୀ ପାସେଞ୍ଜର ଟ୍ରେନ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୭।୭: ଅନୁଗୋଳ-ପୁରୀ ପାସେଞ୍ଜର ଟ୍ରେନର ବ୍ରେକରେ ଶନିବାର ନିଆଁ ଲାଗିଛି। ପୁରୀ ମାଳତିପାଟପୁର ରେଳ ଷ୍ଟେଶନ ନିକଟରେ ଟ୍ରେନ୍‌ ପଛ ପାଖ ଇଞ୍ଜିନରୁ ଧୂଆଁ ବାହାରିବା ଲୋକେ ଦେଖିଥିଲେ। ପରେ ଟ୍ରେନର ବ୍ରେକରେ ନିଆଁ ଲାଗିଥିବା ଜାଣିବାକୁ ପାଇଥିଲେ। ତେବେ ତୁରନ୍ତ…

ଦିଲ୍ଲୀରୁ ଫେରି ବଡ଼ ବୟାନ ଦେଲେ ମନମୋହନ,କହିଲେ….

ଭୁବନେଶ୍ୱର,୨୭।୭: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଶନିବାର ଦିଲ୍ଲୀରୁ ଭୁବନେଶ୍ୱର ଫେରିଛନ୍ତି ।ଦିଲ୍ଲୀରୁ ଫେରି ଗଣମାଧ୍ୟମକୁ ସେ ତାଙ୍କର ପ୍ରତିକ୍ରିୟା ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ସଡ଼କ ପରିବହନ ମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି। ରାଜ୍ୟର ବିକାଶ ପାଇଁ କ’ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?