ମନୋଜଙ୍କୁ ବଲାଙ୍ଗୀର ଲୋକ ସଭା, ନରସିଂହଙ୍କ ପୁଅଙ୍କୁ ବିଧାନସଭା ଟିିକେଟ
ବଲାଙ୍ଗୀର, ୩ା୪(ବୀରେନ୍ଦ୍ର କୁମାର ଝାଙ୍କର): କଂଗ୍ରେସ ଦଳ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ପରେ ବଲାଙ୍ଗୀର ଲୋକ ସଭା ଏବଂ ବିଧାନସଭା ଆସନରେ ଦଳୀୟ ପ୍ରାର୍ଥୀ ସ୍ପଷ୍ଟ ହୋଇଛି। ଲୋକ ସଭା ପ୍ରାର୍ଥୀ ଭାବେ କଂଗ୍ରେସ ଚର୍ଚ୍ଚିତ ସିନେ…
ପ୍ରଫୁଲ୍ଲଙ୍କ ସହ ଲଢ଼ିବେ ସୀତାଂଶୁ
ଭଦ୍ରକ,୩ା୪(ସନାତନ ରାଉତ): ଭଦ୍ରକ ବିଧାନସଭା କ୍ଷେତ୍ର ଲାଗି ଏଥର ନୂଆଁମୁହଁକୁ ଭରସା କରିଛି ଭାଜପା। ଜିଲାର ଜଣାଶୁଣା ସାମାଜିକ ସଙ୍ଗଠନ ଶହୀଦ ଭଗତ ସେନାର ଆବାହକ ସୀତାଂଶୁ ଶେଖର ମହାପାତ୍ର ଭାଜପାର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ। ଗତ ଜାନୁୟାରୀରେ…
୬୩ ପୁରୁଣା, ୪୯ ନୂଆ
ଭୁବନେଶ୍ୱର,୩ା୪(ସୁନିତ୍ ମିଶ୍ର): ଦୁଇଟି ପର୍ଯ୍ୟାୟରେ ୨୧ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିବାର ସପ୍ତାହ ପରେ ମଙ୍ଗଳବାର ଭାଜପା ପକ୍ଷରୁ ରାଜ୍ୟର ୧୧୨ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଭାଜପା ଉଭୟ…
ବିଜେପୁରରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ସନତଙ୍କ ଉପରେ ଭାଜପାର ଭରସା
ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଏକଦା କଂଗ୍ରେସର ଗଡ଼ ଥିଲା। ପୂର୍ବତନ କଂଗ୍ରେସ ବିଧାୟକ ସ୍ବର୍ଗତ ସୁବଳ ସାହୁଙ୍କ ଦେହାନ୍ତ ପରେ ତାଙ୍କ ପରିବାର ବିଜେଡିରେ ମିଶିଥିଲେ । ଏହି ମିଶ୍ରଣ ପରେ ଆସନଟି ବିଜେଡି…
ପୋଲିସ ଗୁଳିରେ ଟଳିଲେ ୯ରୁ ଊର୍ଦ୍ଧ୍ୱ ମାଓବାଦୀ
ମାଲକାନଗିରି,୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡରେ ପୋଲିସ ଗୁଳିରେ ମଙ୍ଗଳବାର ୯ରୁ ଊର୍ଦ୍ଧ୍ୱ ମାଓବାଦୀ ନିହତ ହୋଇଥିବା ବେଳେ ବହୁ ସଂଖ୍ୟାରେ ମାଓବାଦୀ ଆହତ ହୋଇଥିବା ଜଣାପଡିଛି । ତଲାସୀ ସମୟରେ ଅତ୍ୟାଧୁନିକ ବନ୍ଧୁକ ଓ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି…
ଆଗକୁ ତାତି ସାଙ୍ଗକୁ କଲବଲ କରିବ ଗୁଳୁଗୁଳି, ୪୦ ଡିଗ୍ରୀ ଉପରେ ତାପମାତ୍ରା
ଭୁବନେଶ୍ୱର,୨।୪: ଏପ୍ରିଲ ଆରମ୍ଭରୁ କଲବଲ କରୁଛି ତାତି। ଦିନରେ ମୁଣ୍ଡଫଟା ଖରା ସାଙ୍ଗକୁ ରାତିରେ ଗୁଳୁଗୁଳି ଅସ୍ତବ୍ୟସ୍ତ କରି ପକାଉଛି। ତେବେ ଚଳିତ ଗ୍ରୀଷ୍ମଋତୁରେ ସାମାନ୍ୟରୁ ଯଥେଷ୍ଟ ଅଧିକ ଗ୍ରୀଷ୍ମ ପ୍ରବାହ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।…
ସସ୍ପେଣ୍ଡ ଭୟରେ କ’ଣ ମୋ’ ପୁଅ ପାଇଁ ପ୍ରଚାର କରିବି ନାହିଁ? ପ୍ରଶ୍ନ କରି ଜବାବ ରଖିଲେ ସୁର…
ଭୁବନେଶ୍ୱର,୨।୪: ବାପା କଂଗ୍ରେସର ବରିଷ୍ଠ ନେତା, ହେଲେ ବିଜେଡି ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି ପୁଅ। ଏହାକୁ ନେଇ ପରିବାର ସହ ଦଳ ପକ୍ଷରୁ ନାନାଦି ପ୍ରଶ୍ନର ସମ୍ମୁଖୀନ ହେଉଛନ୍ତି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ। ନିକଟରେ ଏକ…
ଆସିଲା କଂଗ୍ରେସ ପ୍ରାର୍ଥୀ ତାଲିକା: ପାରଳାଖେମୁଣ୍ଡିରୁ ବିଜୟ, ମୋହନାରୁ ଦାସୀରଥୀଙ୍କୁ ମିଳିଲା ଟିକେଟ୍
ପାରଳାଖେମୁଣ୍ଡି୨।୪(ଗିରିଧାରୀ ପରିଛା): ବିଜେଡି, ଭାଜପା ପରେ କଂଗ୍ରେସର ୮ ଲୋକସଭା ଆସନ ଏବଂ ୪୯ ବିଧାନସଭା ଆସନ ପାଇଁ ମଙ୍ଗଳବାର ପାର୍ଥୀ ତାଲିକା ଘୋଷଣା କରିଛି। ଏହି ପରିପ୍ରେକ୍ଷୀରେ ଗଜପତି ଜିଲାର ୨ଟି ନିର୍ବାଚନ ମଣ୍ଡଳୀରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ…
ଭାଜପା କାର୍ଯ୍ୟାଳୟରେ ହଙ୍ଗାମା, ଟିକେଟ ନ ମିଳିବାରୁ ତାତିଲେ ଧର୍ମଶାଳା ଆଶାୟୀ ପ୍ରାର୍ଥୀଙ୍କ ସମର୍ଥକ…
ଭୁବନେଶ୍ୱର,୨।୪: ଆଗାମୀ ବିଧାନସଭା ନିର୍ବାଚନ ଲାଗି ଭାଜପା ମଙ୍ଗଳବାର ୧୧୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତେବେ ଏଥିରେ ଧର୍ମଶାଳା ଆସନରେ ସ୍ମୃତିରେଖା ପହିଙ୍କୁ ଟିକେଟ ମିଳିଛି। ଏହାକୁ ନେଇ ଆଶାୟୀ ପ୍ରାର୍ଥୀ ହିମାଂଶୁ ଶେଖର ସାହୁଙ୍କ ସମର୍ଥକ ମାନେ…
ପାରଳାଖେମୁଣ୍ଡିରୁ ଲଢିବେ କେ.ନାରାୟଣ ରାଓ, ଅଟକିଲା ମୋହନା
ପାରଳାଖେମୁଣ୍ଡି୨।୪(ଗିରିଧାରୀ ପରିଛା): ଭାଜପା ମଙ୍ଗଳବାର ୧୧୨ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ୩୫ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ। ଗଜପତି ଜିଲାର ଦୁଇଟି ନିର୍ବାଚନ ମଣ୍ଡଳୀରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ନାରାୟଣ ରାଓଙ୍କୁ ଟିକେଟ୍…
ବାପ, ଝିଅ, ପୁଅଙ୍କୁ ଟିକେଟ୍ ଦେଲା କଂଗ୍ରେସ, ଜାଣନ୍ତୁ କିଏ କେଉଁ ଆସନରୁ ଲଢିବେ
ଭୁବନେଶ୍ୱର,୨।୪: ବିଜେଡି, ଭାଜପା ପରେ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। କଂଗ୍ରେସ ତା’ର ପ୍ରାର୍ଥୀ ତାଲିକାରେ ପୁରୁଖା ନେତାଙ୍କୁ ପୁଣି ସୁଯୋଗ ଦେଇଛି। ଏପରିକି କଂଗ୍ରେସ ଗୋଟିଏ ପରିବାରର ସଦସ୍ୟଙ୍କୁ ଟିକେଟ୍ ଦେଇଛି। ସୂଚନାମୁତାବକ,…
ବିଜେଡିରୁ ଆସିଥିବା ଏହି ନେତାଙ୍କୁ ଟିକେଟ୍ ଦେଲା ଭାଜପା, ବାଦ୍ ପଡିଲେ ପୁରୁଣା ନେତା
ଭୁବନେଶ୍ୱର,୨।୪: ଭାଜପା ଆଜି ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି । ପ୍ରଥମ ପର୍ଯ୍ୟାୟରେ ମୋଟ ୧୧୨ ଜଣ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ଭାଜପା । ବଡ କଥା ହେଉଛି ବିଜେଡ଼ିରୁ ଆସିଥିବା ପ୍ରାୟ ୮ ଜଣଙ୍କୁ ବିଜେଡ଼ି…
Archives


