ନବ ଦାସଙ୍କ ପୁଅଙ୍କ ପିଏଙ୍କ ଘରେ ଆଇଟି ରେଡ୍
ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ପିଏଙ୍କ ଘରେ ଶନିବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ ଦାସଙ୍କ କୋଲାବିରା ଘରେ ଏହି ରେଡ କରାଯାଇଛି। ୨ ଜଣିଆ ଆୟକର ଟିମ ପକ୍ଷରୁ…
ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ
ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା ଧରି ଜେରା କରିଛି। ଶୁକ୍ରବାର ଆୟକର ବିଭାଗ ବିଶାଳଙ୍କୁ ଝାରସୁଗୁଡାର ଏକ ଘରୋଇ ହୋଟେଲକୁ…
ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି
ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି ଆସୁଥିବା ଏକ ସ୍କର୍ପିଓ ପ୍ରଥମେ ଏକ ଗାଈକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଗାଈର…
୨୦ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଆଜି ସରିବ ପ୍ରଚାର
ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ନିର୍ବାଚନ ପ୍ରଚାର ଶେଷଦିନରେ ବହୁ କେନ୍ଦ୍ରୀୟ ନେତା ପ୍ରଚାର କରିବେ। ଦ୍ୱିତୀୟ…
ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ
ଭୁବନେଶ୍ୱର,୧୮।୫: ଓଡ଼ିଶାରେ ଭାଜପା ୧୫ ଲୋକ ସଭା ଆସନ ଏବଂ ୭୫ଟି ବିଧାନସଭା ଆସନ ଜିତିବ ଭାଜପା। ଶୁକ୍ରବାର ପୁଣିଥରେ ଓଡ଼ିଶା ଗସ୍ତରେ ଆସି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ରାଉରକେଲାର ନିର୍ବାଚନୀ ସଭାରେ ଯୋଗ…
ହୋଟେଲ ରୁମ୍ରେ ପୋଲିସ କନ୍ଷ୍ଟେବଲଙ୍କୁ ହତ୍ୟା
ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍ ନିକଟ ଏକ ହୋଟେଲ ରୁମ୍ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରି ତଦନ୍ତ ଆରମ୍ଭ କରିଛି।…
ଏମ୍ବିକେ, ଆଶାକର୍ମୀଙ୍କୁ ଧମକ ଦେଉଛନ୍ତି ଭାଜପା ନେତା
ଭୁବନେଶ୍ୱର, ୧୮।୫ (ବନ୍ଦନା ସେଠୀ): ସମ୍ବଲପୁରରେ ଭାଜପା ନେତା ମହିଳାଙ୍କୁ ଡରାଇବା, ଖରାପ ଭାଷାରେ ଗାଳିଗୁଲଜ କରିବା ଓ ଧମକଚମକ ଦେଉଥିବା ଅଭିଯୋଗ ନେଇ ସିଇଓଙ୍କୁ ଫେରାଦ ହୋଇଛି ବିଜେଡି। ଦଳର ବରିଷ୍ଠ ନେତ୍ରୀ ସୁଲତା ଦେଓ, ମଧୁସ୍ମିତା ନାୟକ, ଈପ୍ସିତା…
ଆଜି ଆସିବେ ସଚିନ ପାଇଲଟ
ଭୁବନେଶ୍ୱର, ୧୮।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ…
‘୬ଷ୍ଠ ଥର ନବୀନ ମୁଖ୍ୟମନ୍ତ୍ରୀ ହେଲେ ଜମିଜମା ସମସ୍ୟାର ସମାଧାନ କରାଯିବ’
ଜଟଣୀ,୧୮ା୫(ରବୀନ୍ଦ୍ରନାଥ ମହାକୁଡ଼): ଓଡ଼ିଶାରେ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେଲେ ଜଟଣୀରେ ରହିଥିବା ଜମିଜମା ସମସ୍ୟାର ସମାଧାନ କରାଯିବ। ସମସ୍ତ ଏସ୍ଏଚ୍ଜି ମହିଳାଙ୍କୁ ମାସିକ ଭତ୍ତା ପ୍ରଦାନ ସହିତ ଜଟଣୀ ଅଞ୍ଚଳରେ ବିଏସ୍କଓ୍ବୋଇ ସୁବିଧାରୁ ବଞ୍ଚତ୍ତ ସମସ୍ତ ହିତାଧିକାରୀଙ୍କୁ…
ପରିବହନକାରୀ ସଂସ୍ଥା କର୍ମଚାରୀଙ୍କଠାରୁ ୨୦ ଲକ୍ଷ ଜବତ
ବଡ଼ବିଲ,୧୮ା୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଶୁକ୍ରବାର କିରିବୁ ଓ ସାଧୁସିଂ ହଟିଂ ଛକରେ ଯାନବାହନ ତନଖି ବେଳେ ୨୦ ଲକ୍ଷ ଟଙ୍କା ଜବତ କରିଛି। ୩ ପରିବହନକାରୀ ସଂସ୍ଥାର କର୍ମଚାରୀଙ୍କ ନିକଟରୁ ଏହି ଟଙ୍କା ଜବତ ହୋଇଥିବା ପୋଲିସ…
ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଶୀର୍ବାଦ ମାଗିଛନ୍ତି। ଶଙ୍ଖ…
୨୫ ବର୍ଷ ଶାସନରେ ଓଡ଼ିଶା ୫୦ ବର୍ଷ ଖସିଛି: ଶାହା
ରାଉରକେଲା,୧୮ା୫(ବିପ୍ଲବ ରଞ୍ଜନ ଦାଶ): ଏଥର ସାରା ଓଡ଼ିଶାରେ ମଧ୍ୟ ପଦ୍ମ ଫୁଟିବ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିଲେ ଦେଶରେ ୩୦କୋଟି ଦିଦି ଲକ୍ଷପତି,୩କୋଟି ଗରିବଙ୍କୁ ଆବାସ ମିଳିବ। ତେଣୁ ଓଡ଼ିଶାରେ ବିଜେଡି ସରକାର ହଟାଇ ଦେଶ ଓ ରାଜ୍ୟର ବିକାଶର…
Archives


