ରାଜ୍ୟ

ବଜେଟରେ ମୋହନ ମାଝିଙ୍କ ବଡ଼ ଘୋଷଣା: ବଢିଲା ବାର୍ଦ୍ଧକ୍ୟ ଭତ୍ତା, ଏଣିକି ଏତିକି ମିଳିବ

ଭୁବନେଶ୍ୱର,୧୩।୮: ସ୍ବାଧୀନତା ଦିବସ ପୂର୍ବରୁ ରାଜ୍ୟବାସୀଙ୍କୁ ମୋହନ ସରକାର ବଡ଼ ଭେଟି ଦେବାକୁ ଯାଉଛନ୍ତି। ରାଜ୍ୟରେ ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀଙ୍କୁ ସରକାର ଟଙ୍କା ଦେବେ। ଅଗଷ୍ଟ ୧୫ ତାରିଖରେ ନୂଆ ହିତାଧିକାରୀଙ୍କୁ ଭତ୍ତା ରାଶି ମିଳିପାରେ ବୋଲି କୁହାଯାଉଛି। ହେଲେ…

ବଜେଟରେ କୃଷି ଏବଂ କୃଷକଙ୍କୁ ବଡ଼ ଗୁରୁତ୍ୱ: କୃଷି ପାଇଁ ଏତିକି କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ୨ ଲକ୍ଷ ୬୫ ହଜାର କୋଟିର ବଜେଟ ଉପସ୍ଥାପନ କରାଯାଇଛି। ୨୦୨୩-୨୪…

ରାଜ୍ୟ ବଜେଟରେ ବଡ଼ ଘୋଷଣା: ଚାଷୀଙ୍କ ପାଇଁ ନୂଆ ଯୋଜନା

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବଜେଟରେ ଚାଷୀମାନଙ୍କ ପାଇଁ ନୂଆ ଯୋଜନା ସିଏମ କିଷାନ ଅଣାଯାଇଛି। ସିଏମ କିଷାନ ଯୋଜନା…

ବଜେଟ ୨୦୨୪: ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ଜାଣନ୍ତୁ କେବେ ମିଳିବ, ବ୍ୟୟବରାଦ ହେଲା…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ରହିଛି। ମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନା ପାଇଁ…

ଆଗତ ହେଲା ମୋହନ ସରକାରର ପ୍ରଥମ ବଜେଟ୍: ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ଟଙ୍କା ?

ଭୁବନେଶ୍ୱର,୨୫।୭: ରାଜ୍ୟରେ ପ୍ରଥମ ଥର ପୂର୍ଣ୍ଣ ବହୁମତ ସହିତ କ୍ଷମତାକୁ ଫେରିବା ପରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ ହୋଇଛି।…

ଆସିଲା ବଜେଟ୍‌: ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ଆଜି ବିଧାନସଭାରେ ଏହି ବଜେଟ୍‌ ଉପସ୍ଥାପନ କରିଛନ୍ତି। ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍‌ ଉପସ୍ଥାପନ…

ଡିସିପି କହିଲେ କାରଣ… ସ୍ବାମୀ ଏଭଳି ଧମକ ଦେଉଥିବାରୁ ଭାଙ୍ଗି ପଡ଼ିଥିଲେ ମଧୁମିତା, ନେଇଗଲେ ଚରମ…

ଭୁବନେଶ୍ୱର,୨୫।୭: ସାମ୍ବାଦିକା ମଧୁମିତା ପରିଡ଼ା ଆତ୍ମହତ୍ୟା ମାମଲାରେ ସ୍ବାମୀ ଶ୍ରୀଧର ଜେନାଙ୍କୁ ଗିରଫ କରାଯିବା ପରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ପ୍ରେସମିଟ୍‌ କରି ବଡ଼ ସୂଚନା ଦେଇଛନ୍ତି। ମଧୁମିତା ଶ୍ରୀଧରଙ୍କ ଫୋନରୁ କିଛି ତଥ୍ୟ ପାଇଥିଲେ। ସେଥିରୁ ସ୍ବାମୀଙ୍କର ଅନ୍ୟ…

ମୁକେଶ ମହାଲିଙ୍ଗ ଗିରଫ ଦାବିକୁ ନେଇ ମୁହଁ ଖୋଲିଲେ ଅରୁଣ, କହିଲେ ଯଦି ସାହାସ ଅଛି ନବୀନଙ୍କୁ…

ଭୁବନେଶ୍ୱର,୨୫।୭: ବିଧାନସଭା ଅଧିବେଶନର ଆଜି ହେଉଛି ଚତୁର୍ଥ ଦିନ। ହେଲେ ଆଜି ବି ଗୃହ ସୁରୁଖୁରୁରେ ଚାଲିପାରିନାହିଁ। ଶୂନ୍ୟକାଳରେ ମୁହାଁମୁହିଁ ହୋଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ନବୀନଙ୍କୁ ଗିରଫ କରାଯାଉ ବୋଲି…

ଆସନ୍ତା ୨୮ରେ ଖୋଲିବ ହୀରାକୁଦ ଗେଟ୍‌

ଭୁବନେଶ୍ୱର,୨୫।୭: ଆସନ୍ତା ୨୮ ତାରିଖରେ ଖୋଲିବ ହୀରାକୁଦ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବାରୁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଉଛି। ଏଣୁ ଗେଟ୍‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବାକୁ ଥିବାରୁ ମହାନଦୀ ତଳ ଜିଲାମାନଙ୍କୁ…

ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ସରକାର: ହଇଜା, ମ୍ୟାଲେରିଆ, ଡେଙ୍ଗୁ ଜଗ

ଭୁବନେଶ୍ୱର,୨୫।୭: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିଲା ବେଳେ ହଇଜା, ମ୍ୟାଲେରିଆ, ଡେଙ୍ଗୁ ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ସରକାର ସମସ୍ତ ଜିଲାପାଳ, ମୁନିସିପାଲ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ଦିନରେ ହଇଜାରେ ପ୍ରାୟ ୧୦ ବର୍ଷରୁ କମ୍ ଶିଶୁ ମୃତ୍ୟୁହାରରେ…

ସାମ୍ବାଦିକା ଆତ୍ମହତ୍ୟା ମାମଲାରେ ସାମ୍ନାକୁ ଆସିଲା ସାଙ୍ଘାତିକ ସତ; ମୃତ୍ୟୁ ପୂର୍ବରୁ…

ଭୁବନେଶ୍ୱର,୨୫।୭: ରାଜଧାନୀରେ ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ଆତ୍ମହତ୍ୟା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ବୁଧବାର ରାତିରେ ସେ ଟେନ୍‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିବା ପୂର୍ବରୁ ସେ ମା’ଙ୍କୁ ଭେଟିଥିଲେ। ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ ପରେ ଘରକୁ ମୁହଁରେ ଓଢ଼ଣା…

ସାମ୍ବାଦିକା ମୃତ୍ୟୁ ଘଟଣା: ଗିରଫ ହେଲେ ସ୍ବାମୀ, ପଚରାଉଚରା ବେଳେ କହିଲେ…

ଭୁବନେଶ୍ୱର,୨୫।୭: ସାମ୍ବାଦିକା ମଧୁମିତା ମୃତ୍ୟୁ ମାମଲାରେ ତାଙ୍କ ସ୍ବାମୀ ଶ୍ରୀଧର ଜେନାଙ୍କୁ ପୋଲିସ ଗିରଫ କରିଛି। ମଧୁମିତାଙ୍କ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଥିବା ବେଳେ ଶ୍ରୀଧରଙ୍କୁ ପୋଲିସ ପଚରାଉଚରା କରିଥିଲେ। ଯାହା ପରେ ଭୁବନେଶ୍ୱରର ଧଉଳି ଥାନା ପୋଲିସ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?