ଏସ୍ସିବିରେ ଜମିରହୁଛି ଆବର୍ଜନା
କଟକ,୨୫ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲ (ଏସ୍ସିବି)ର ବିଭିନ୍ନ ବିଭାଗ ପରିସରରେ କୁଢ଼ କୁଢ଼ ଆବର୍ଜନା ଜମି ରହିଛି। ଏହାଦ୍ୱାରା ପୂତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ଫଳରେ ସେହି ବାଟ ଦେଇ ଯାତାୟାତ କରୁଥିବା ଡାକ୍ତର,…
ବିଶ୍ୱର ୧୧ ଉତ୍ତମ ବାସୋପଯୋଗୀ ସହର ମଧ୍ୟରେ ଭୁବନେଶ୍ୱର
ଭୁବନେଶ୍ୱର, ୨୫ା୭(ଅନୁରାଧା ମହାରଣା): ବିଶ୍ୱର ଉତ୍ତମ ବାସୋପଯୋଗୀ ୧୧ ସହର ଭିତରେ ଭୁବନେଶ୍ୱର ରହିଛି। ୟୁଏନ୍ ହାବିଟାଟ୍ ସର୍ଭେରୁ ଏହା ଜଣାପଡିଛି। ଏବେ ଶ୍ରେଷ୍ଠ ସହର ଚୟନ ସହ ର଼୍ୟାଙ୍କିଙ୍ଗ୍ ପାଇଁ ପ୍ରକ୍ରିୟା ଚାଲିଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର ନିଗମ…
୫ବର୍ଷର ଝିଅକୁ ମାରି ଆତ୍ମହତ୍ୟା କଲେ ବାପା, ବନ୍ଦ ଘର ଭିତରୁ ମିଳିଲା ମୃତଦେହ
ନୟାଗଡ଼,୨୫।୭(ଲୋକନାଥ ମିଶ୍ର): ବନ୍ଦ ଘର ଭିତରୁ ମିଳିଛି ବାପା-ଝିଅଙ୍କ ମୃତଦେହ। ୫ବର୍ଷର ଝିଅଙ୍କୁ ମାରି ନିଜେ ଝୁଲି ପଡିଲେ ବାପା। ଏପରି ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଟାଉନ ଥାନା ନୟାଗଡ଼ ସହରର ଦେବୋତ୍ତର ଲେନ ୪/୧ ରେ। ସେହି ଲେନ୍ର…
ଓଡ଼ିଆ ଅସ୍ମିତାର ସୁରକ୍ଷା, ପ୍ରସାର: ୨୦୦ କୋଟିର କର୍ପସ୍ ପାଣ୍ଠି
ଭୁବନେଶ୍ୱର, ୨୫।୭(ସୁନିତ୍ ମିଶ୍ର)ଓଡ଼ିଶା ରାଜ୍ୟ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଅବସରରେ ଏହି ପବିତ୍ର ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣକୁ ସ୍ବାଗତ କରୁଛି। ଓଡ଼ିଶାର ସାଢ଼େ ୪ କୋଟି ଜନସାଧାରଣଙ୍କ ଆଶା, ଆକାଂକ୍ଷା ଓ ସ୍ବପ୍ନକୁ ସାକାର କରିବା ପାଇଁ ଆମର ନୂଆ…
୧ରୁ ଖୋଲିବ ଭିତରକନିକା
ରାଜନଗର, ୨୫ା୭(ଭାସ୍କର ରାଉତରାୟ): ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏହା ମଧ୍ୟରେ ନୂଆକରି ସ୍କାଏ ଓ୍ବାକ୍ ବ୍ରିଜ୍ ନିର୍ମାଣ କରାଯାଇଛି, ଯାହାକି ପର୍ଯ୍ୟଟକମାନଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ। ମେ ୧ରୁ ଜୁଲାଇ…
ବର୍ଷା ପାଇଁ ବେକେ ପାଣିରେ ଜପ
ପାଟଣା,୨୫ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ରେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଧାନଚାଷ ପ୍ରଭାବିତ ହୋଇଛି। ଶ୍ରାବଣ ମାସରେ ଜମି ଶୁଖିଲା ପଡ଼ିଥିବା ବେଳେ ବିଲରେ କେଉଁଠି ଧାନତଳି ବୁଢ଼ା ହେଲାଣି ତ କେଉଁଠି ଶୁଖି ମରି ଗଲାଣି। ବିଗତ ୫ବର୍ଷରେ…
ଆଜି ରାଜ୍ୟ ବଜେଟ
ଭୁବନେଶ୍ୱର,୨୫ା୭(ଅନିଲ ଦାସ)୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବ। ଗତ ଫେବୃଆରୀରେ ବିଜେଡି ସରକାର କାମଚଳା ବଜେଟ ଆଣିଥିଲେ। ତତ୍କାଳୀନ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ ୫୫…
ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସାମ୍ବାଦିକା; ମୃତ୍ୟୁ ପୂର୍ବର ଭିଡିଓ ଭାଇରାଲ୍
ଭୁବନେଶ୍ୱର,୨୪ା୭: ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସାମ୍ବାଦିକା। ବାପୁଜୀ ନଗର ନିକଟ ରେଳ ଧାରଣାରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମହିଳା ଜଣଙ୍କ ଏକ ୱେବ୍ ଚ୍ୟାନେଲରେ କାମ କରୁଥିଲେ। ତେବେ ମହିଳାଜଣକ ଆତ୍ମହତ୍ୟା କରିବା ପୂର୍ବରୁ ସୋସିଆଲ…
ଖୋଲିଲା ମା’ ମଝିଘରିଆଣୀଙ୍କ ୯ ହୁଣ୍ଡି, ମିଳିଲା ଏତିକି ଟଙ୍କା…
ରାୟଗଡ଼ା,୨୪ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ବୁଧବାର ଖୋଲାଯାଇଛି। ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ହୁଣ୍ଡି ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ ନଗଦ ୯୯ ଲକ୍ଷ ୧୫ ହଜାର ୪୨୨ ଟଙ୍କା…
‘କାଳିଆ ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ; ଜାଣନ୍ତୁ ବିଧାନସଭାରେ କ’ଣ କହିଲେ…
ଭୁବନେଶ୍ୱର, ୨୪।୭: ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ବିଜେଡି ସମୟରେ କରାଯାଇଥିବା ‘କାଳିଆ ଯୋଜନା’ ବନ୍ଦ ହେବ କି ନାହିଁ ସେନେଇ ଅନେକଙ୍କ ମନରେ ପ୍ରଶ୍ନ। ବୁଧବାର ଏହି ପ୍ରସଙ୍ଗକୁ ନେଇ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା…
ଡ୍ୟାମ୍ରେ ଦୁଇ ଛାତ୍ର ବୁଡ଼ିଯିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୭: କଟକ ଜିଲା ଚୌଦ୍ୱାର ମଙ୍ଗରାଜପୁର ଡମଣୀ ଡ୍ୟାମ୍ରେ ବୁଡି ବୁଧବାର ୨ ଛାତ୍ର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦୁଃଖପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର…
ନାବାଳକ ଗାଡ଼ି ଚଳାଉଥିଲେ ସାବଧାନ! ଏଣିକି ଗାଡ଼ି ଜବତ ସହ ମା’ବାପାଙ୍କ ବିରୋଧରେ ରୁଜୁ ହେବ ମାମଲା…
ଭୁବନେଶ୍ୱର,୨୪।୭: ରାଜ୍ୟରେ ବଢ଼ୁଥିବା ବେପାରୁଆ ଗାଡ଼ିଚାଳନା ତଥା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଠୋର ହୋଇଛି ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍ଟିଏ)। ଆସନ୍ତା ସପ୍ତାହରୁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯିବ। ନାବାଳକ ଗାଡ଼ି ଚଳାଉଥିବା ଧରାପଡ଼ିଲେ ଗାଡ଼ି ଜବତ ହେବା ସହ ୨୫ ହଜାର…

