ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର
ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ ସମ୍ପାଦକ ପଦବୀ ପାଇଁ ୨ ଜଣ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ଭୋଟ…
କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍ ଉପରେ ମାଡିଗଲା ବାଲି ବୋଝେଇ ହାଇୱା
ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ ଦୁର୍ଘଟଣା ଘଟିଛି। ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ ଯୁବକ ମଧ୍ୟପ୍ରଦେଶର ରାହୁଲ ମେଘୱାଲ ବୋଲି ଜଣାପଡିଛି। ସେ ବାଇକରେ ଯାଉଥିବାବେଳେ ବାଲି…
ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ
ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ ପରିବର୍ତ୍ତନ ପ୍ରଭାବରେ ଏପ୍ରିଲ ୩ ଯାଏ ବିଭିନ୍ନ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ…
ଏସ୍ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା
କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗର ଲିଫ୍ଟ ସମ୍ମୁଖରେ ଥିବା ପଙ୍ଖା ବୁଲୁଥିବାବେଳେ ହଠାତ୍ ଏଥିରୁ ନିଅଁା ଓ…
ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ
ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି ସାହୁ ରହିଛନ୍ତି। ସ୍ବାମୀ ପରିତ୍ୟକ୍ତା ସୁମନ୍ତିଙ୍କ ପୁଅ ଅଭିଜିତ (୧୫) ଏବଂ ଝିଅ…
ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍ଓ ସସ୍ପେଣ୍ଡ
ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍ପେଣ୍ଡ କରାଯାଇଥିବା ଏସ୍ପି ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୋଲିସର ପ୍ରାଥମିକ ତଦନ୍ତ ପରେ ପିଏସ୍ଓଙ୍କ ବିରୋଧରେ ଶୃଙ୍ଖଳାଗତ…
ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…
ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ ବିଧାୟକଙ୍କ ଫାଙ୍କା ଗୁଳିଚାଳନା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଟିଟିଲାଗଡ଼…
ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍ପେଣ୍ଡ
ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କର୍ତ୍ତବ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ଅଭିଯୋଗରେ ଯାଜପୁର ଏସ୍ପି ୟଶ ପ୍ରତାପ…
ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…
ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ ଭାବେ ଦେବେନ୍ଦ୍ର ସାହୁ ନିର୍ବାଚିତ ହୋଇଥିବା ବେଳେ ଉପସଭାପତି ଭାବେ ସୁଧୀର ମେହେର,…
ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…
ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ଏହି ଯୋଜନାରେ…
ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…
ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ ୩ଟା ସମୟରେ ଚୋର ହାଜତରୁ ଫେରାର ହୋଇ ନିକଟସ୍ଥ ଗାଁରୁ ଏକ ବାଇକ୍…
ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ
ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା। କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକରେ…
Archives


