ରାଷ୍ଟ୍ରପତି ପଦକ ପାଇବେ ଏହି ଫାଣ୍ଡି ଅଧିକାରୀ, କର୍ତ୍ତବ୍ୟନିଷ୍ଠା ପାଇଁ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ…
ଦିଗପହଣ୍ଡି,୧୧ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍.ଆଇ ଅତିଥି ଚରଣ ନାୟକ ତାଙ୍କର ଉଲ୍ଲେଖନୀୟ ପୋଲିସ ସେବାର ସ୍ବୀକୃତି ସ୍ବରୂପ ଆସନ୍ତା ୨୦୨୭ ଗଣତନ୍ତ୍ର ଦିବସରେ ‘ପ୍ରଶଂସନୀୟ ସେବା ପାଇଁ ରାଷ୍ଟ୍ରପତି ପୋଲିସ…
ଶାଗୁଆନ କାଠ ଗାଡ଼ି ଛାଡ଼ି ମାଫିଆ ଫେରାର, ପାଟ୍ରୋଲିଂ ସମୟରେ ବନ କର୍ମଚାରୀ ଅଟକାଇବାରୁ…
ମୋହନା,୧୧ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି ବନାଞ୍ଚଳରେ ବନ ବିଭାଗକୁ ବଡ଼ ସଫଳତା ମିଳିଛି। ଏକ ପିକଅପ୍ ଗାଡ଼ିରୁ ୪୨ ଖଣ୍ଡ ଚୋରା ଶାଗୁଆନ କାଠ ଜବତ ହୋଇଥିବା ବେଳେ ବନ ବିଭାଗର ଚଢ଼ାଉ ଦେଖି ଗାଡ଼ି ଛାଡ଼ି…
ଉଦ୍ଧାର ଓରାଙ୍ଗଉଟାନଙ୍କୁ ନେଇ PCCFଙ୍କ ବଡ଼ ସୂଚନା, ସ୍ବାସ୍ଥ୍ୟାବସ୍ଥା…
ଭୁବନେଶ୍ୱର,୧୧।୯: ବାଲେଶ୍ୱର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନ ଶାବକଙ୍କୁ ନେଇ PCCF ପ୍ରେମ କୁମାର ଝା ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ୫ ଓରାଙ୍ଗଉଟାନ ସୁସ୍ଥ ଥିବା ସେ ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଉଦ୍ଧାର ଓରାଙ୍ଗଉଟାନଙ୍କୁ…
ବାଇକ୍କୁ ଧକ୍କାଦେଲା ଟ୍ରକ୍, ଚାପି ହୋଇଗଲେ ଚାଳକ
ଧାମନଗର,୧୧ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା ଅଞ୍ଚଳର ଅଶୋକ କୁମାର ସେଠୀ ( ୪୫) କୌଣସି କାମ ନେଇ ନିଜ…
ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ…
ଛତ୍ରପୁର,୧୧ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ ହୋଇ ନ ଥିବା ପ୍ରତିବାଦରେ ୟୁନାଇଟେଡ୍ ଫୋରମ ଅଫ୍ ବ୍ୟାଙ୍କ ୟୁନିୟନ୍ସ ପକ୍ଷରୁ…
ହାତୀପଲ ଖାଇଯାଉଛନ୍ତି ପନିପରିବା, ଧାନଫସଲ ଦଳଚକଟି ନଷ୍ଟ କରିବା ସହ…
ଦିଗପହଣ୍ଡି,୧୧ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର, ହାତୀଆଡ଼ି, ଦେଓଖାଳି, ବାଗଡ଼ା, ସୁମନ୍ତପୁର, କରପଡ଼ା ସମେତ ଚିକିଟି ବ୍ଲକର କେ.ନୂଆଗାଁ ଆଦି ଗ୍ରାମରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ…
ସ୍କୁଲରେ ଛାତ୍ରୀଙ୍କୁ ଘାରିଛି ଭୂତଭୟ, ଜଣଙ୍କ ପରେ ଜଣେ ହଠାତ୍ ତଳେପଡ଼ି ଗପୁଛନ୍ତି ଏଣୁତେଣୁ, ଆଜି ମେଡିକାଲ ଟିମ୍ ପହଞ୍ଚି…
ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଉଳପଡ଼ାସ୍ଥିତ ଗଜେଶ୍ୱର ବିଦ୍ୟାପୀଠରେ ୭ଜଣ ଛାତ୍ରୀଙ୍କୁ ଭୂତ ଭୟ ଘାରିଛି ବୋଲି କୁହାଯାଉଛି। ଏହି ବିଦ୍ୟାଳୟକୁ ନିକଟବର୍ତ୍ତୀ ଅମିରାବାଦ, ବାଙ୍କିଛନ୍ଦା, ମେର୍ଦ୍ଦା, ଓଳିଆ ଗ୍ରାମର ନବମ ଓ ଦଶମ ଶ୍ରେଣୀରେ ପଢୁଥିବା…
ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ…
ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍(ନଂ. ଟିଏନ ୩୯-ସିକେ-୧୯୫୯)ରେ ଗୋରୁ ଚାଲାଣ ବେଳେ ସ୍ଥାନୀୟ ଲୋକେ ଅଟକାଇଥିଲେ। ଏହି ସମୟରେ ଉତ୍ତ୍ୟକ୍ତ…
ଓରାଙ୍ଗ୍ଉଟାନ ଶାବକଙ୍କ ଡିଏନ୍ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି
ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ ପ୍ରଦୀପ ମୀରାସେ କହିଛନ୍ତି, ଓରାଙ୍ଗ୍ଉଟାନମାନଙ୍କୁ ସମ୍ପୂର୍ଣ୍ଣ ଭାବେ ସିସିଟିଭି ବଳୟ ଭିତରେ ରଖାଯାଇଛି।…
ଲଘୁଚାପ ସକ୍ରିୟ: ଏହି ୧୦ ଜିଲାରେ ଛେଚିବ ବର୍ଷା, ସତର୍କ ସୂଚନା ଜାରି
ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ ରେକର୍ଡ ହୋଇଛି। ଶୁକ୍ରବାର ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ…
ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video
ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫ ଓରାଙ୍ଗ୍ଉଟାନ ଶାବକଙ୍କୁ ଏବେ ବିଶେଷଜ୍ଞଙ୍କ ପରାମର୍ଶକ୍ରମେ ୧୦ଦିନ ଯାଏ ଚାପମୁକ୍ତ ରଖିବାକୁ ପ୍ରୟାସ…
ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି
ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ ମିଳିଥିବା ମହାପ୍ରଭୁଙ୍କ ସୁନା, ରୂପା ଓ ମୂଲ୍ୟବାନ ରତ୍ନର ଗଣତି କାର୍ଯ୍ୟ ଶେଷ…

