ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…
ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ ଉଠୁଥିବା ଅଭିଯୋଗକୁ ଭାଜପାର ନେତା ଟୁକୁନା ମହାନ୍ତ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।ସେ…
ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…
ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ ଶ୍ରୀଅଲାରନାଥଙ୍କ ଅନବସର ଦର୍ଶନ ଆରମ୍ଭ ହୋଇଛି। ସମ୍ପ୍ରତି ବ୍ରହ୍ମଗିରି ଦ୍ୱିତୀୟ ଶ୍ରୀକ୍ଷେତ୍ର ପାଲଟିଛି।…
୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧ା୭(ସୁନିତ୍ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ। ୪ ତାରିଖରେ ବିଏସ୍ଏଫ୍ ହେଲିକପ୍ଟର ଯୋଗେ ଝାରସୁଗୁଡ଼ାରୁ ବରଗଡ଼ ଯିବେ। ସେଠାରେ ୧୧ଟା…
ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…
ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ ଆସନ୍ତା ୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେରେ…
ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା
ଭୁବନେଶ୍ୱର,୧।୭(ସୁନିତ୍ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ ୨ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ଚାଲିଛି। ମାତ୍ର ସରକାରଙ୍କ ଅଧୀନରେ ଆସୁଥିବା…
କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍ ଅଫିସର
ଭୁବନେଶ୍ୱର,୧।୭(ସୁନିତ୍ ମିଶ୍ର): ୧୯୯୭ ବ୍ୟାଚ୍ ଆଇପିଏସ୍ ଅଫିସର ଡି.ଏସ୍. କୁଟ୍ଟେ, ୧୯୯୮ ବ୍ୟାଚ୍ ଆଇପିଏସ୍ ରବି କାନ୍ତ, ୨୦୦୪ ବ୍ୟାଚ୍ ଆଇପିଏସ୍ ଆଶିଷ ସିଂ ଏବଂ ୨୦୧୦ ବ୍ୟାଚ୍ ଆଇପିଏସ୍ ମିତ୍ରଭାନୁ ମହାପାତ୍ର ଗତ ବିଜେଡି ସରକାର ସମୟରେ ସବୁଠାରୁ କ୍ଷମତାଶାଳୀ…
ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ
ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ ଜୁଆଙ୍ଗ ଯୁବତୀ। ମୃତ ଯୁବତୀ କେନ୍ଦୁଝର ଜିଲାର ଅଞ୍ଜନା ଜୁଆଙ୍ଗ ବୋଲି ସୂଚନା…
ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର
ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାରେ ନିର୍ମିତ ୨ଜି ଇଥାନଲ ପ୍ଲାଣ୍ଟ ଉଦଘାଟନ ସହିତ ସାଧାରଣ…
ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ
ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ ପଦକ୍ଷେପ ନିଆଯାଇଛି। ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରତ୍ୟକ୍ଷ ଉଦ୍ୟମରେ ମଙ୍ଗଳବାର…
ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ
ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୮.୦୨ ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି।…
ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ
ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବେ ଡ.ସୁଶାନ୍ତ କୁମାର ମଲ୍ଲିକ ସନ୍ଧ୍ୟାରେ ଡ. ପଣ୍ଡାଙ୍କଠାରୁ ଦାୟିତ୍ୱ ଗ୍ରହଣ…
୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ
ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତିରେ OSD ଭାବେ ୨୩ OAS ଅଧିକାରୀ ଆଜିଠୁ ଜୁଲାଇ…

