ପଣ୍ୟ କାରବାରରେ ପାରାଦୀପ ବନ୍ଦର ୧ ନମ୍ବର:ଦୀନଦୟାଲ କାଣ୍ଡଲା ପୋର୍ଟ ପଛରେ ରହିଗଲା
ପାରାଦୀପ,୨ା୪(ଶରତ ରାଉତ):ଓଡ଼ିଶାର ଏକମାତ୍ର ସରକାରୀ ବୃହତ୍ ବନ୍ଦର ପାରାଦୀପ ଚଳିତ ଆର୍ଥିକ ବର୍ଷରେ ରେକର୍ଡ ୧୪୫.୩୮ ଏମ୍ଏମ୍ଟି (ମିଲିୟନ ମେଟ୍ରିକ ଟନ) ପଣ୍ୟ କାରବାର କରିଛି, ଯାହା ଦେଶର ସମସ୍ତ ବୃହତ୍ବନ୍ଦର କ୍ଷେତ୍ରରେ ସର୍ବାଧିକ। ଫଳରେ ପାରାଦୀପ ଏବେ ଦେଶରେ ୧…
ଛିଣ୍ଡୁନି ଟିକେଟ ଅଙ୍କ, ଦୋଛକିରେ ୩ ଦଳ
ଭୁବନେଶ୍ୱର,୨ା୪ (ଅନିଲଦାସ):ନିର୍ବାଚନ ତାରିଖ ଘୋଷଣା ହେବାର ଦୁଇ ସପ୍ତାହ ବିତିଗଲାଣି। କିନ୍ତୁ ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସର ପ୍ରାର୍ଥୀ ଘୋଷଣା ଶେଷ ହୋଇପାଲିଲା ନାହିଁ। ବିଜେଡି ଓ ଭାଜପାରେ ଆଶାୟୀଙ୍କ ଭିଡ଼ ବଢୁଥିବାବେଳେ କଂଗ୍ରେସ ଶିବିର…
୪୦ ଡିଗ୍ରୀ ଛୁଇଁଲା ୮ ସହର: ଉଷ୍ମରାତି ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୨/୪(ଅନିଲ ଦାସ):ରାଜ୍ୟରେ ୨୪ ଘଣ୍ଟାର ବ୍ରେକ୍ ପରେ ପୁଣି ବଢ଼ିଛି ତାପମାତ୍ରା। ଅସମ୍ଭାଳ ଖରାତାତି ସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଖାଲି ଦିନ ନୁହେଁ, ରାତ୍ରିର ତାପମାତ୍ରା ମଧ୍ୟ ଅଧିକ ରହୁଛି। ସୋମବାର ୮ ସହରରେ ତାପମାତ୍ରା ୪୦ଡିଗ୍ରୀ…
ଏପ୍ରିଲରୁ ଜୁନ୍ ଅସହ୍ୟ ତାତି: ଅଧିକ ଦିନ ରହିବ ଗ୍ରୀଷ୍ମ ଲହର
ନୂଆଦିଲ୍ଲୀ,୨/୪(ପି.ଟି.):ଲୋକ ସଭା ନିର୍ବାଚନ ଏପ୍ରିଲ ୧୯ରୁ ଜୁନ୍ ୧ ଯାଏ ୭ ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏପ୍ରିଲରୁ ଜୁନ୍ ପ୍ରଚଣ୍ଡ ଗ୍ରୀଷ୍ମ ଅନୁଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ସୋମବାର ସତର୍କ କରାଇଛି। ଆଇଏମ୍ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ…
ଆରପାରିରେ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ
ଭୁବନେଶ୍ୱର,୧।୪: ପରଲୋକରେ ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ। ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁକୁ ନେଇ ତାଙ୍କ ସ୍ବାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେଇଛନ୍ତି। ଦୀର୍ଘଦିନ ହେଲା ଅସୁସ୍ଥତା କାରଣରୁ ସେ ଚିକିତ୍ସିତ ହୋଉଥିଲେ।…
ନବ ବିବାହିତ ଯୁବକଙ୍କ ହତ୍ୟାର ପର୍ଦ୍ଦାଫାଶ
ପାରଳାଖେମୁଣ୍ଡି,୧ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ତୋଟିଗୁମୁଡା ଗ୍ରାମ ନିକଟସ୍ଥ ଯାତ୍ରୀ ବିଶ୍ରାମାଗାର ନିକଟରେ ନବ ବିବାହିତ ଯୁବକ ଏମ.ଲିଙ୍ଗରାଜଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାଶ ଫାଶ କରିଛି ପୋଲିସ। ପ୍ରେମିକଙ୍କ ସହ ମିଶି ସ୍ବାମୀ ଲିଙ୍ଗରାଜଙ୍କୁ ସ୍ତ୍ରୀ କେ.…
କେନ୍ଦ୍ରାପଡ଼ା ସହ ଆମେ ୪୦୦ ଆସନ ଜିତିବୁ: ବୈଜୟନ୍ତ
ଭୁବନେଶ୍ୱର,୧।୪: କେନ୍ଦ୍ରାପଡା ଲୋକ ସଭା ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସୋମବାର କେନ୍ଦ୍ରାପଡ଼ା ଗସ୍ତ କରିଛନ୍ତି। ଏହି ସମୟରେ ସେ କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ବଳଦେବ ଜୀଉଙ୍କ ଦର୍ଶନ କରିଛନ୍ତି। କେନ୍ଦ୍ରାପଡ଼ାରେ ପହଞ୍ଚିବା ପରେ ତାଙ୍କୁ ଏକ ବିଶାଳ ଶୋଭାଯାତ୍ରାରେ ସ୍ବାଗତ…
ଭାଜପାରେ ଯୋଗ ଦେବାପରେ ଏମିତି କହିଲେ ଅନୁଭବ
ଭୁବନେଶ୍ୱର.୧।୪: କେନ୍ଦ୍ରାପଡ଼ା ଏମ୍ପି ଓଲିଉଡ ଅଭିନେତା ଅନୁଭବ ମହାନ୍ତି ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀ ସ୍ଥିତ ଭାଜପା ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ୨ ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପାରେ ମିଶିବା ପରେ ଅନୁଭବ…
ରାଜ୍ୟରେ ଆସନ୍ତାକାଲି ଠାରୁ ବୃଦ୍ଧି ପାଇବ ତାପମାତ୍ରା
ଭୁବନେଶ୍ୱର,୧।୪: ରାଜ୍ୟର କିଛି ଜିଲାରେ ୪ରୁ ୬ ତାରିଖ ମଧ୍ୟରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି। ଏଥିସହ କିଛି ସ୍ଥାନରେ ୪୦ ଡିଗ୍ରୀରୁ ଅଧିକ ତାପମାତ୍ରା ରେକର୍ଡ କରାଯାଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ…
ଭାଜପାରେ ସାମିଲ ହେଲେ ଅନୁଭବ
ଭୁବନେଶ୍ୱର,୧।୪: ଭାଜପାରେ ସାମିଲ ହେଲେ ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତି। ସୋମବାର ଦିଲ୍ଲୀସ୍ଥିତ ଦଳୀୟ କାର୍ଯ୍ୟାଳୟରେ ସେ ଭାଜପାରେ ମିଶିଛନ୍ତି। ୨ ଦିନ ତଳେ ଅନୁଭବ ବିଜେଡିରୁ ଇସ୍ତଫା ଦେଇଥିଲେ। ମୋଦିଙ୍କ ନେତୃତ୍ୱରେ ପ୍ରଭାବିତ ହୋଇ ସେ ଭାଜପାରେ…
ବାଲେଶ୍ୱରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର,୧।୪: ବାଲେଶ୍ୱର ଲୋକ ସଭା ଆସନରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବର୍ତମାନର ବାଲେଶ୍ୱର ଏମପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ପ୍ରାର୍ଥୀ କରିଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କୁ କଂଗ୍ରେସ…
ସକାଳୁଆ ଅଙ୍ଗନୱାଡି, ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିଷ୍ପତି
ଭୁବନେଶ୍ୱର,୧।୪: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରାଯାଇଛି । ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ସକାଳ ୭ଟା ରୁ ୧୧.୩୦ ଯାଏ…
Archives


