ବିରୋଧୀଙ୍କ ସହଯୋଗ ଲୋଡିଲେ ବାଚସ୍ପତି
ଭୁବନେଶ୍ୱର,୨୧।୭: ବିଧାନସଭାର ବଜେଟ ଅଧିବେଶନକୁ ନେଇ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିଲା। ତେବେ ଏଥିରେ କଂଗ୍ରେସ ଯୋଗ ଦେଇନାହିଁ। ଶୃଙ୍ଖଳିତ ଗୃହକାର୍ଯ୍ୟ ନେଇ ବିରୋଧୀଙ୍କ ସହଯୋଗ ଲୋଡିଛନ୍ତି ବାଚସ୍ପତି। ଏପର୍ଯ୍ୟନ୍ତ କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା…
ରାମଚନ୍ଦ୍ର କାଡ଼ାମ କଂଗ୍ରେସ ବିଧାୟକ ଦଳ ନେତା
ଭୁବନେଶ୍ୱର,୨୧।୭: ଓଡ଼ିଶା ବିଧାନସଭା ନିର୍ବାଚନ ଫଳ ପ୍ରକାଶ ପାଇବାର ଦେଢ଼ ମାସ ପରେ ବିଧାନସଭାରେ ବିଧାୟକ ଦଳ ନେତା ଚୟନ କରିଛି କଂଗ୍ରେସ। ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡ଼ାମଙ୍କୁ ବିଧାୟକ ଦଳ ନେତା ନିର୍ବାଚିତ କରିଛି। ଅଶୋକ ଦାସଙ୍କୁ ବିଧାୟକ ଦଳର…
ଆଇଏଏସ୍ ଉଷା ପାଢୀଙ୍କ ନାଁ ନେଇ କରୁଥିଲେ ଏମିତି ମେସଜ, ପରେ…
ଭୁବନେଶ୍ୱର,୨୧।୭: ଆଇଏଏସ୍ ଅଧିକାରୀ ତଥା ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀଙ୍କ ନାଁରେ ଫେକ୍ ଆଇଡି ଖୋଲି ଟଙ୍କା ମାଗୁଛନ୍ତି ସାଇବର ଠକ୍। ଏନେଇ ଆଇଏଏସ୍ ପାଢ଼ୀ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। କିଛି…
ସର୍ବଦଳୀୟ ବୈଠକରେ କାହିଁକି ଆସିଲାନି କଂଗ୍ରେସ? ବିସ୍ଫୋରକ ବୟାନ ଦେଲେ ତାରା
ଭୁବନେଶ୍ୱର,୨୧।୭: ବିଧାନସଭା ଅଧିବେଶନ ପୂର୍ବରୁ ଆଜି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ , ଏବଂ ଶାସକ ଦଳର ମନ୍ତ୍ରୀବୃନ୍ଦ ଉପସ୍ଥିତ ଥିଲେ ।…
ସର୍ବଦଳୀୟ ବୈଠକ ଡାକିଲେ ସରକାର, ଆସିଲାନି କଂଗ୍ରେସ
ଭୁବନେଶ୍ୱର,୨୧।୭: ବିଧାନସଭା ଅଧିବେଶନ ପୂର୍ବରୁ ଆଜି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ , ଏବଂ ଶାସକ ଦଳର ମନ୍ତ୍ରୀବୃନ୍ଦ ଉପସ୍ଥିତ ଥିଲେ ।…
କ୍ରୀଡା ପୁରସ୍କାର ନାଁ ବଦଳେଇବା ଘଟଣା: ସଫେଇ ଦେଲେ କ୍ରୀଡା ମନ୍ତ୍ରୀ
ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି ବୋଲି ଖୋଦ୍ ମୁଖ୍ୟମନ୍ତ୍ରୀ ମୋହନ ମାଝି କହିଛନ୍ତି। ତେବେ ମୁଖ୍ୟମନ୍ତ୍ରୀ…
ବିଧାନସଭା ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ, ଉପସ୍ଥିତ ହେଲେ…
ଭୁବନେଶ୍ୱର,୨୧।୭: ସପ୍ତଦଶ ବିଧାନସଭା ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି। ଏଥିସହ ବିରୋଧୀଦଳ ମୁଖ୍ୟ…
ହଠାତ୍ ନବୀନ ନିବାସରେ ପହଞ୍ଚିଲେ ମୋହନ ମାଝି: ଏହି କାମ ପାଇଁ କଲେ ନିମନ୍ତ୍ରଣ
ଭୁବନେଶ୍ୱର,୨୧।୭:ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରବିବାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ନବୀନ ନିବାସ ଯାଇ ସର୍ବଦଳୀୟ ବୈଠକରେ ଯୋଗଦେବାକୁ ସେ ତାଙ୍କୁ ନିମନ୍ତ୍ରଣ କରିଛନ୍ତି। ସାକ୍ଷାତ ପରେ ନବୀନଙ୍କୁ ବିଧାନସଭାକୁ ସବୁଦିନ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ…
ପଞ୍ଚଭୂତରେ ବିଲୀନ ହେଲେ କମଳା ପୂଜାରୀ
ଜୟପୁର,୨୧।୭: ବିଶିଷ୍ଟ ଜୈବିକ କୃଷିବିତ୍ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଜନ୍ମମାଟି ପାତ୍ରପୁର ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ହୋଇଛି। ତାଙ୍କ ସାନ ପୁଅ ଟଙ୍କଧର ପୂଜାରୀ ମୁଖାଗ୍ନି ଦେଇଛନ୍ତି। ଜିଲାପାଳ, ଏସ୍ପି ସେଠାରେ…
ଦିନକରେ ନିଷ୍ପତ୍ତି ବଦଳାଇଲେ ମୋହନ ସରକାର: କାଲି ଘୋଷଣା, ଆଜି ଓହରିଲେ
ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି । ପୂର୍ବ ପରି ବିଜୁ ପଟ୍ଟନାୟକଙ୍କ ନାମରେ କ୍ରୀଡ଼ା ପୁରସ୍କାର…
ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା
ପଟ୍ଟାଙ୍ଗି ,୨୧।୭(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଦେଇ ଦୁଇ ରାଜ୍ୟ ଯଥା ଛତିଶଗଡ଼ ଆନ୍ଧ୍ରକୁ ସଂଯୋଗ କରୁଥିବା ଜାତୀୟ ରାଜପଥର କାଉଗୁଣ୍ଠା ଘାଟିରେ ଦୁଇଟି ଟ୍ରକ ଅଟକି ଘାଟି ଯାମ ହୋଇଛି। ତେବେ ଘଟଣାସ୍ଥଳେ ପୋଲିସ ପହଞ୍ଚି ଉକ୍ତ…
ଅବପାତରେ ପରିଣତ ହୋଇ ଦୁର୍ବଳ ହେଲା ଲଘୁଚାପ
ଭୁବନେଶ୍ୱର, ୨୧ା୭(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଚିଲିକା ହ୍ରଦ ନିକଟରେ ଅବପାତରେ ପରିଣତ ହୋଇଥିଲା। ଏହା ପୁଣି ରାତିରେ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗରେ…

