ରାଜ୍ୟ

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଦେଇ ଭଦ୍ରକ ସଦର ମହକୁମା ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ମୁଖ୍ୟ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ ଦୁଇଗୁଣାରୁ ଅଧିକ ରେକର୍ଡ କରିଥିବା ସୁନାର ଚମକ ଏବେ ଧୀରେ ଧୀରେ ଫିକା…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ କରିଛି। ଅଭିଯୁକ୍ତ ସାଜିତ ଖାନ୍‌ଙ୍କୁ ପଞ୍ଜାବର ଅମୃତସରରୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ,…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ସମଗ୍ର ଓଡ଼ିଶାରେ ପୁଣିଥରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଡମ୍ପର ସହ ବାଇକର ମୁହାଁମୁହିଁ ଧକ୍କା ହେବାରୁ ଜଣେ ବ୍ୟକ୍ତିଙ୍କର ଘଟଣାସ୍ଥଳରେ ମୃତ୍ୟୁ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସୂଚନା ଯୋଗ୍ୟ, ପ୍ରିୟଙ୍କା ବିବାହିତ ଥିଲେ, ସ୍ବାମୀ ଓ ୩ ବର୍ଷର…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ ଅଧିକ ସୁଦୃଢ଼ ଓ ସ୍ୱଚ୍ଛ କରିବା ପାଇଁ ସୋମବାର ଛତ୍ରପୁର ଜିଲାପାଳଙ୍କ ସମ୍ମିଳନୀ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ପେଟ୍ରୋଲ ଢାଳି ଜୀବନ୍ତ ପୋଡ଼ି ମାରିବାକୁ ଉଦ୍ୟମ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି। ୨୦ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା ପରେ ତାଙ୍କ ମୃତଦେହକୁ ପ୍ରାୟ ୩ ରୁ ୪ କିଲୋମିଟର ପର୍ଯ୍ୟନ୍ତ…

ଟଙ୍କା କାରବାରକୁ କେନ୍ଦ୍ର କରି ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ: ହାତ, ଗୋଡ଼କୁ ହାଣିଲେ….

ଭୁବନେଶ୍ୱର,୩୦।୬: ରାଜଧାନୀ ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅଞ୍ଚଳରେ ଟଙ୍କା କାରବାରକୁ କେନ୍ଦ୍ରକରି ଜଣେ ଯୁବକଙ୍କ ଉପରେ ମାରଣାନ୍ତକ ଆକ୍ରମଣ ଘଟିଛି। ମୂଳାପଡ଼ିଆ ନିକଟରେ କିଛି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଯୁବକଙ୍କ ହାତ ଓ ଗୋଡ଼କୁ ହାଣି ଗୁରୁତର କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?