ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା
ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ ଗୁରୁବାର ଦିନ ଦିଲ୍ଲୀରେ ଆୟୋଜିତ ଗୁରୁତ୍ୱପୂର୍ଣ୍ଣ କୋର କମିଟି ବୈଠକରେ ପ୍ରାର୍ଥୀଙ୍କ ନାମ ଚୂଡାନ୍ତ…
ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ
କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବାସନାପୁଟ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ରାମଚନ୍ଦ୍ର ଉଲୁକା। ଅଭିଯୁକ୍ତ ଜ୍ୱାଇଁ…
ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ
ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା। କିନ୍ତୁ ପରେ ଭାଜପା ଓ ବିଜେଡି ଏକାକୀ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କଲେ।…
କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ
କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ ଅନ୍ୟାନ ଦାନ ସାମଗ୍ରୀ ଦୁର୍ବୃତ୍ତ ଲୁଟିନେଇଛନ୍ତି। ଗତ ରଥଯାତ୍ରା ପରଠୁ ହୁଣ୍ଡି ଖୋଲା ଯାଇ…
ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା
କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ତେବେ ଏହି ଦୁଇ ନେତା ଯୋଗ ଦେବା ପରେ ଭାଜପାକୁ…
ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି
ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି ବିଧାନସଭା ଆସନ। ଇତିମଧ୍ୟରେ ବିଜେଡି ପକ୍ଷରୁ ଢେଙ୍କାନାଳ ଜିଲାର ୩ଟି ବିଧାନସଭା ଆସନ ପାଇଁ…
ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍ଏସ୍
ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍ଏଚ୍ ସମେତ ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ରାସ୍ତାରେ ଇଣ୍ଟେଲିଜେଣ୍ଟ ଏନ୍ଫୋର୍ସମେଣ୍ଟ ମ୍ୟାନେଜମେଣ୍ଟ ସିଷ୍ଟମ୍(ଆଇଇଏମ୍ଏସ୍)…
ପୋଲିସ କବ୍ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ
ଭୁବନେଶ୍ୱର (ସତ୍ୟଜିତ୍ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ ଟିମ୍ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଛି। ସେମାନେ ହେଲେ ଜଟଣୀ ଅଞ୍ଚଳର ଏମ୍ଡି…
ପାଣି ନାହିଁ, ମାଠିଆ ମେଲା
ଭୁବନେଶ୍ୱର,୨୯।୩ (ବନ୍ଦନା ସେଠୀ): ରାଜ୍ୟରେ ଏବେ ପାରଦ ଉପରମୁହାଁ ରହିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଧୀରେ ଧୀରେ ତାତି ଅସମ୍ଭାଳ ହେଉଛି। ଟାଇଁ ଟାଇଁ ଖରାକୁ ଗରମ ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଖରାରେ ଖୋଜେ ଚାଲିଲେ ଶୋଷ ଲାଗୁଛି। ବିଶେଷକରି…
ସୌମ୍ୟଙ୍କ ବାସଭବନରେ ପ୍ରଣବ: ବଢୁଛି ଚର୍ଚ୍ଚା
ଭୁବନେଶ୍ୱର,୨୯।୩ (ଅନିଲ ଦାସ):୨୦୨୪ ନିର୍ବାଚନ ଯେତେ ପାଖେଇ ଆସୁଛି, ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଦଳ ବଦଳଠାରୁ ଆରମ୍ଭ କରି ପାର୍ଟି ଭିତରେ ଅନ୍ତଃ କନ୍ଦଳ ଦେଖିବାକୁ ମଧ୍ୟ ମିଳୁଛି। ଅନ୍ୟପକ୍ଷରେ ଟିକେଟ ପାଇବା ପାଇଁ ଆଶାୟୀଙ୍କ ଲବି…
୧ ଲୋକ ସଭା, ୪ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ଏସ୍ୟୁସିଆଇ
କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ):ଏସ୍ୟୁସିଆଇ (କମ୍ୟୁନିଷ୍ଟ) ପାର୍ଟିର କେନ୍ଦ୍ରୀୟ କମିଟି ନିଷ୍ପତ୍ତିକ୍ରମେ ଆସନ୍ତା ନିର୍ବାଚନରେ କଟକ ଲୋକ ସଭା ଆସନରୁ ରାଜକିଶୋର ମଲ୍ଲିକ, କଟକ ସଦର ବିଧାନସଭା ଆସନରୁ ପରମାନନ୍ଦ ସେଠୀ, ଚୌଦ୍ୱାର-କଟକ ଆସନରୁ ଖଗେଶ୍ୱର ସେଠୀ, ବାରବାଟୀ-କଟକ ଆସନରୁ ଅକ୍ଷୟ ରାଉଳ ଓ…
ମନରେଗା ମଜୁରି ବୃଦ୍ଧି: ଓଡ଼ିଶା ଶ୍ରମିକଙ୍କ ଏତିକି ଟଙ୍କା ମଜୁରି ବଢିଲା
ନୂଆଦିଲ୍ଲୀ,୨୯ା୩(ପି.ଟି.):ବିଭିନ୍ନ ରାଜ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ମଜୁରିକୁ ୪ରୁ ୧୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ଯୋଜନାରେ ଓଡ଼ିଶାରେ ଅଣକୁଶଳୀ ଶ୍ରମିକମାନଙ୍କ ମଜୁରି ୨୩୭ ଟଙ୍କାରୁ ୨୫୪ ଟଙ୍କାକୁ ବଢ଼ିଛି, ଅର୍ଥାତ୍ ୭.୨ ପ୍ରତିଶତ…
Archives


