ଘରେ ପହଞ୍ଚୁ ନବୀନଙ୍କ ବିକାଶ ବାର୍ତ୍ତା: ପ୍ରଣବ
ଜମନକିରା/କୁଚିଣ୍ଡା,୧୨ା୫(ରବୀନ୍ଦ୍ର ପ୍ରସାଦ ଦାନୀ/ବିରଞ୍ଚତ୍ ଦର୍କା)ସମ୍ବଲପୁର ଲୋକ ସଭା ଅଧୀନ କୁଚିଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଶନିବାର ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସବୁ କର୍ମୀ ସମାବେଶରେ ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର…
ଓଡ଼ିଆ ଅସ୍ମିତା ସୁରକ୍ଷାର ଗ୍ୟାରେଣ୍ଟି ଦେଇଛନ୍ତି ମୋଦି: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୨ା୫(ଅନିଲ ଦାସ)ବରଗଡ଼ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଅବ୍ୟବସ୍ଥାକୁ ସଜାଡ଼ିବା ପାଇଁ ସରକାର ବଦଳାଇବାକୁ ନିବେଦନ କରିଛନ୍ତି । ସାଢ଼େ ୪ କୋଟି ଓଡ଼ିଆଙ୍କ ଅସ୍ମିତାର ସୁରକ୍ଷା, ଲୋକଙ୍କ ପ୍ରତି ଥିବା ଆସ୍ଥା ତଥା ଓଡ଼ିଆ ଲୋକଙ୍କ ବିକାଶର ଦାୟିତ୍ୱ…
ସବୁଜ କଟକ, ଫିଲିଗ୍ରୀ ହବ୍ ହେବ ମୁଖ୍ୟ ପ୍ରସଙ୍ଗ: ସୋଫିଆ
କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ ବିଧାନସଭା ଆସନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ ପେଶାରେ ଇଞ୍ଜିନିୟର। ଏବେ ସେ ନୂଆକରି ରାଜନୀତିରେ ପାଦ ଥାପିଛନ୍ତି। ନିଜ ସଫଳତାକୁ ନେଇ ସାମାଜିକ ଓ ବ୍ୟବସାୟିକ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…
ଋତୁସ୍ରାବ ସମୟରେ ସବୈତନିକ ଛୁଟି ପାଇଁ ଜାତିସଂଘରେ ସ୍ବର ଉଠାଇଲେ ଓଡ଼ିଆ ଝିଅ
ଭୁବନେଶ୍ୱର, ୧୨।୫(ଅସମାପିକା ସାହୁ)ଋତୁସ୍ରାବ ସମୟରେ ସବୈତନିକ ଛୁଟି ପାଇଁ ଜାତିସଂଘରେ ଓଡ଼ିଆ ଝିଅ ସ୍ବର ଉଠାଇଛନ୍ତି। କେନିଆର ନାଇରୋବିରେ ମିଳିତ ଜାତିସଂଘର ନାଗରିକ ସମାଜ (ସିଭିଲ ସୋସାଇଟି) ସମ୍ମିଳନୀରେ ଓଡ଼ିଆ ଝିଅ ରଞ୍ଜିତା ପ୍ରିୟଦର୍ଶିନୀ ‘ପେଡ୍ ପିରିଅଡ୍ ଲିଭ୍’ ନେଇ ଉଠାଇଥିବା…
ରାତି ଅଧରେ ଘଡ଼ଘଡ଼ି ସହ ବର୍ଷା, ପବନ
ଭୁବନେଶ୍ୱର,୧୨।୫(ଅନୁରାଧା ମହାରଣା)ଶନିବାର ରାତି ପ୍ରାୟ ସାଢ଼େ ୧୧ଟାରେ ରାଜଧାନୀ ଆକାଶରେ ହଠାତ୍ ଘୋଟି ଆସିଥିଲା କଳା ହାଣ୍ଡିଆ ମେଘ। ପ୍ରାୟ ୧ଘଣ୍ଟା ଧରି ପ୍ରବଳ ବର୍ଷା ସାଙ୍ଗକୁ ପବନ ଓ ଘଡ଼ଘଡ଼ି ବିଜୁଳି ରାଜଧାନୀବାସୀଙ୍କୁ ଆତଙ୍କିତ କରିଥିଲା। ଘଣ୍ଟାପ୍ରତି ୪୦ରୁ ୫୦…
ଏଥର ଚାପ ଖେଳିପାରିଲେନି ବାବାମଣି
ଭଦ୍ରକ,୧୨ା୫(ସନାତନ ରାଉତ)ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠରେ ଚନ୍ଦନ ପୂର୍ଣ୍ଣିମା ପାଇଁ ଏଥର ଚାପ ଖେଳ ହୋଇପାରିଲା ନାହିଁ। ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ନିରାଶ ଦେଖାଦେଇଛି। ଶିବଗଙ୍ଗା ପୁଷ୍କରିଣୀ ଶୁଖିଲା ପଡ଼ିଥିବାରୁ ବାବା ଚନ୍ଦ୍ରଶେଖରଙ୍କ ଚାପ…
୫ ବର୍ଷ ମୋତେ ଦିଅନ୍ତୁ, ଓଡ଼ିଶା ୧ ନଂ ହେବ: ମୋଦି
ଫୁଲବାଣୀ, ୧୨ା୫ (ରାକେଶ କୁମାର ରାଉତ)କନ୍ଧମାଳ ଜିଲା ଫୁଲବାଣୀଠାରେ ଶନିବାର ଆୟୋଜିତ ଭାଜପା ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଆହ୍ବାନ ଦେଇଛନ୍ତି। ସେହିପରି…
ଦଳକୁ ବଳ ଯୋଗାଇବେ ହେଭିୱେଟ୍
ଅନୁଗୋଳ,୧୨।୫ (ଅମିତ କୁମାର ସାମଲ)ଅନୁଗୋଳ ଜିଲାର ୫ ବିଧାନସଭା ଆସନରେ ଆସନ୍ତା ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ହାତରେ ଆଉ ମାତ୍ର ଦିନକେଇଟା ଥିବାରୁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ବିଧାୟକ ପ୍ରାର୍ଥୀମାନେ ପ୍ରଚାର କାର୍ଯ୍ୟରେ…
ଜୁଆର ଉଠିଲେ ଘରେ ପଶୁଛି ପାଣି
କେନ୍ଦ୍ରାପଡ଼ା,୧୨ା୫ (ଜଗନ୍ନାଥ ଧଳ)ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପ୍ରତିବର୍ଷ ଜିଲାସ୍ତରୀୟ ପ୍ରଶାସନିକ କମିଟିର ବୈଠକ ହେଉଛି ା ବୈଠକରେ ଚିରାଚରିତ ଢ଼ଙ୍ଗରେ ବିପର୍ଯ୍ୟୟ ସମୟରେ ଏହାର ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିରେ ବିପର୍ଯ୍ୟୟ ସମୟରେ ପ୍ରାକ୍ ପ୍ରସ୍ତୁତି, ଉଦ୍ଧାର, ଥଇଥାନ, କ୍ଷତିଭରଣା…
ପଟ୍ଟାମୁଣ୍ଡାଇ ଡାକବଙ୍ଗଳା ଶୂନ୍
ପଟ୍ଟାମୁଣ୍ଡାଇ,୧୨ା୫ (କଳ୍ପତରୁ ନାୟକ)ରାଜ୍ୟର ଅନ୍ୟ ବ୍ଲକ ଓ ମ୍ୟୁନିସିପାଲଟି ଯେଉଁ ପରି ଭାବେ ବିକାଶ ହୋଇଚାଲିଛି ତାହା ପଟ୍ଟାମୁଣ୍ଡାଇରେ ପରିଲକ୍ଷିତ ହେଉନାହିଁ। ଗତ କିଛି ବର୍ଷ ହେବ ପଟ୍ଟାମୁଣ୍ଡାଇ ଡାକବଙ୍ଗଳା ଶୂନ୍ ହୋଇପଡିଛି। ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ ଏହା ଫଳପ୍ରଦ…
ଏସ୍ସିବିରେ ରୋଗୀ ସେବା ବିପର୍ଯ୍ୟସ୍ତ
କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍ସିବି ମେଡିକାଲକୁ ଏମ୍ସ ପ୍ଲସ୍ରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ମେଡିକାଲର ଭିତ୍ତିଭୂମୀକୁ ସୁଦୃଢ କରାଯାଉଛି। ହେଲେ ଏଠାରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରୁ ଆସୁଥିବା ରୋଗୀଙ୍କୁ ଠିକ୍ଭାବେ ଚିକିତ୍ସା…
ଅମୃତ ସରୋବର ଯୋଜନା ସ୍ବପ୍ନ
ଓଡ଼ଗାଁ,୧୨ା୫(ଆଦର୍ଶ କୁମାର ପଟ୍ଟନାୟକ)ସମ୍ପ୍ରତି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଅଞ୍ଚଳରେ ପାରଦ ୪୨ ଡିଗ୍ରୀ ଉପରେ ରହୁଛି। ଲୋକେ ନିତ୍ୟବ୍ୟବାହାର୍ଯ୍ୟ ପାଣି ସହିତ ପାନୀୟ ଜଳ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି।…
Archives


