ରାଜ୍ୟ

ପିଏଚ୍‌.ଡି. ପାଇଁ ଏନ୍‌ଇଟି ସ୍କୋର

ଭୁବନେଶ୍ୱର, ୨୯ା୩(ଅସମାପିକା ସାହୁ):ଏଣିକି ପିଏଚ୍‌.ଡି ପଢ଼ିବା ପାଇଁ ଜାତୀୟ ଯୋଗ୍ୟତା ପରୀକ୍ଷା ବା ଏନ୍‌ଇଟି ସ୍କୋର୍‌ ଆବଶ୍ୟକ ହେବ। ଆଶାୟୀ ଛାତ୍ରୀଛାତ୍ର ଏନ୍‌ଇଟି ପରୀକ୍ଷାରେ ରଖିଥିବା ସ୍କୋର ଅନୁଯାୟୀ ସିଟ୍‌ ପାଇବେ। ପୂର୍ବରୁ ସମସ୍ତ ବିଶ୍ୱବିଦ୍ୟାଳୟ ଭିନ୍ନଭିନ୍ନ ଭାବେ ପିଏଚ୍‌.ଡି. ନାମଲେଖା…

ଭାଜପା ଛାଡ଼ିଲେ ପ୍ରକାଶ ବେହେରା

ଭୁବନେଶ୍ୱର,୨୯ା୩: ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଭାଜପା ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। କଟକ ଜିଲା ଭାଜପା ସଭାପତି…

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ ନାଁ ଘୋଷଣା କରିନାହିଁ। ସେହିପରି ଭାଜପା ଓ କଂଗ୍ରେସ ପକ୍ଷରୁ ମଧ୍ୟ ଟିକେଟ ଘୋଷଣା…

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା ଗୁଦଡ଼ୀ ଥାନା ବୁରୁଗୁଲିକେରା ଗ୍ରାମର ଗନ୍ଧୋରୀ ବୁଡ଼(୬୦) ଓ ତାଙ୍କ ପୁଅ ରାଜେଶ ବୁଡ଼(୩୫)।…

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ ୫ସହରରେ ୩୯ଡିଗ୍ରୀ ପାରଦ ଛୁଇଁଛି। ଆଗାମୀ ଦୁଇଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ…

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ରଞ୍ଜିତ ବରାଳ ଓ ରାଜ୍ୟ ସରକାରଙ୍କ ପକ୍ଷରୁ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ ସୁରେନ୍ଦ୍ର ସିଂ ଭୋଇ ବିଧାନସଭା ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳ (ବିଜେଡି) ରେ…

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି ୪ ମହିଳାଙ୍କର ସ୍ବାମୀମାନେ ୨୦୧୯ ନିର୍ବାଚନରେ ଜିତିଥିଲେ କିମ୍ବା ଦ୍ୱିତୀୟ ସ୍ଥାନରେ ଥିଲେ। ବିଜେଡି…

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ୧୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ହେଲେ କଂଗ୍ରେସ ପକ୍ଷରୁ କୌଣସି…

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩: ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି) ୧୫ ଟି ଲୋକସଭା ଏବଂ ୭୨ ଟି ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛି।…

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ। ଅଭିଯୁକ୍ତ ଜଣକ ପୁରୀର ଏନଫୋର୍ସମେଣ୍ଟ ୟୁନିଟର ସିଟିଓ ଏବଂ ଜିଏସଟି ଅଧିକାରୀ ମାନସ…

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼ ଲଢେଇ। ବିଜେଡିରୁ ଇସ୍ତଫା ଦେବା ପରେ ଭର୍ତ୍ତୃହରି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ଅନ୍ୟପଟେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri