ରାଜ୍ୟ

ବଦଳିଲା ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାଁ, କଟାକ୍ଷ କଲେ ଅରୁଣ

ଭୁବନେଶ୍ୱର,୨୦।୭: ବଦଳିଲା କ୍ରୀଡା ପୁରସ୍କାର ନାଁ। ହଟିଲା ବିଜୁ ପଟ୍ଟନାୟକଙ୍କ ନାମ। କ୍ରୀଡ଼ା ପୁରସ୍କାର ନାଁ ବଦଳି ହେଲା ଓଡ଼ିଶା ରାଜ୍ୟ କ୍ରୀଡ଼ା ପୁରସ୍କାର ସମ୍ମାନ। ପୂର୍ବରୁ ତାହା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଥିଲା। କ୍ରୀଡ଼ା ବିଭାଗ ପକ୍ଷରୁ ଏନେଇ…

ଚିତ୍ରତ୍ପୋଳାରେ ଭାସିଗଲେ ଛାତ୍ର

କେନ୍ଦ୍ରାପଡ଼ା,୨୦।୭: ଚିତ୍ରତ୍ପୋଳା ନଦୀରେ ଭାସିଗଲେ ଛାତ୍ର। ନଦୀରେ ଗାଧୋଇବାବେଳେ ଏପରି ଅଘଟଣ ଘଟିଛି। ଛାତ୍ର ଜଣକ ପାଟକୁରା ଜଗନ୍ନାଥପୁର ଗାଁର ବୋଲି ଜଣାପଡିଛି। ଛାତ୍ରଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେଶନ ଜାରି ରହିଛି।

ରାଜ୍ୟରେ ବନ୍ୟା ସ୍ଥିତି ନେଇ ଏମିତି କହିଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର,୨୦।୭: ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି କହିଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି। ସେ କହିଛନ୍ତି ଶୁକ୍ରବାର ସୁଦ୍ଧା ଜଳଭଣ୍ଡାର ସ୍ଥିତି ଠିକ ନ ଥିଲା, ଏବେ ସ୍ଥିତି ଭଲ ଅଛି। ପାହାଡ଼ିଆ ଅଞ୍ଚଳରେ…

ରାଜ୍ୟରେ ବର୍ଷା ସ୍ଥିତି ସମୀକ୍ଷା କଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ଭୁବନେଶ୍ୱର,୨୦।୭: ରାଜ୍ୟରେ ବର୍ଷା ସ୍ଥିତି ସମୀକ୍ଷା କଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। SRCଙ୍କ ସହ ସ୍ଥିତି ସମୀକ୍ଷା କରିଛନ୍ତି ମନ୍ତ୍ରୀ। ମାଲକାନଗିରିର ତଳିଆ ଅଞ୍ଚଳର କିଛି ପୋଲରେ ପାଣି ପ୍ରବାହିତ ଯୋଗୁଁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। କିଛି ଅଞ୍ଚଳରେ…

ଅସୁସ୍ଥ ଦନ୍ତାହାତୀକୁ କାବୁ କରିପାରୁନି ବନ ବିଭାଗ

ଢେଙ୍କାନାଳ,୨୦ା୭(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ୍‌ ଖଡ଼ଗପ୍ରସାଦ ବଡ଼ପୋଲ ଅଞ୍ଚଳରେ ଏକ ଦନ୍ତାହାତୀ ଅସୁସ୍ଥ ହୋଇ ଗର୍ଜନ କରୁଥିବା ଦେଖାଯାଇଥିଲା। ହାତୀଟିର ଚିକିତ୍ସା ପାଇଁ ବନବିଭାଗର ଏକ ସ୍ବତନ୍ତ୍ର ଦଳ ପହଞ୍ଚି ଥିଲେ ମଧ୍ୟ ହାତୀଟିକୁ କାବୁ…

ବଦଳିଲା କ୍ରୀଡା ପୁରସ୍କାର ନାଁ, ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୦।୭: ବଦଳିଲା କ୍ରୀଡା ପୁରସ୍କାର ନାଁ। ହଟିଲା ବିଜୁ ପଟ୍ଟନାୟକଙ୍କ ନାମ। କ୍ରୀଡ଼ା ପୁରସ୍କାର ନାଁ ବଦଳି ହେଲା ଓଡ଼ିଶା ରାଜ୍ୟ କ୍ରୀଡ଼ା ପୁରସ୍କାର ସମ୍ମାନ। ପୂର୍ବରୁ ତାହା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଥିଲା। କ୍ରୀଡ଼ା ବିଭାଗ ପକ୍ଷରୁ ଏନେଇ…

ବଜେଟ ଅଧିବେଶନରେ ଭାଜପାର ଟେନଶନ ବଢାଇବ ବିଜେଡି, ନବୀନଙ୍କ ନୂଆ ପ୍ଲାନ

ନୂଆଦିଲ୍ଲୀ,୨୦।୭: ଲୋକସଭା ଏବଂ ବିଧାନସଭା ନିର୍ବାଚନରେ ପରାଜୟ ପରେ ନବୀନ ପଟ୍ଟନାୟକଙ୍କ ଦଳ ବିଜୁ ଜନତା ଦଳ (ବିଜେଡି) ର ଆଭିମୁଖ୍ୟ ଆକ୍ରମଣାତ୍ମକ ହୋଇଛି। ଏବଂ ଏହାର ପ୍ରଭାବ ବଜେଟ ଅଧିବେଶନରେ ଅନୁଭୂତ ହେବାକୁ ଯାଉଛି। ଜୁଲାଇ ୨୨ରୁ ବଜେଟ ଅଧିବେଶନ…

୩ ଘଣ୍ଟା ପାଇଁ ଏହି ୫ ଜିଲାକୁ ଅରେଞ୍ଜ ୱାର୍ନିଂ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର,୨୦।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି । ପୁରୀଠାରୁ ଏହା ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂରରେ…

କମଳା ପୂଜାରୀଙ୍କ ବିୟୋଗରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ…

ଭୁବନେଶ୍ୱର,୨୦।୭: ପଦ୍ମଶ୍ରୀ କମଳା ପୂଜାରୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସେ ଲେଖିଛନ୍ତି, ଓଡ଼ିଶାର ଗର୍ବ ଓ ଗୌରବ, ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କମଳା…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ କମଳା ପୂଜାରୀଙ୍କ ହେବ ଶେଷକୃତ୍ୟ

ଭୁବନେଶ୍ୱର,୨୦।୭: ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ହେବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ପରିବେଶର ସୁରକ୍ଷା ପାଇଁ ତାଙ୍କର ଅବଦାନ ସ୍ମରଣୀୟ। ତାଙ୍କ…

କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୭(ଅସମାପିକା ସାହୁ): କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ। ଶତାଧିକ ସ୍ବଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର…

ମାଲକାନଗିରିରେ ପ୍ରବଳ ବର୍ଷା: ବୁଡ଼ିଲା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି,୨୦।୭: ମାଲକାନଗିରି ଜିଲାରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ପ୍ରବଳ ବର୍ଷାରେ କାଙ୍ଗୁରୁ କଣ୍ଡା ପୋଲ ଉପରେ ୨ରୁ ୩ ଫୁଟ ପାଣି ଚାଲିଥିବା ବେଳେ ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଛି । ଅନ୍ୟପକ୍ଷେ କାଙ୍ଗୁରୁ କଣ୍ଡା ବ୍ରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?