ରାଜ୍ୟ

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ ବିଜେଡିରୁ ଇସ୍ତଫା ଦେଇଥିବା ଏମ୍‌ପି ଭର୍ତ୍ତୃହରି ମହତାବ, ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର ମଧ୍ୟ…

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା,…

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର ବ୍ରହ୍ମପୁରରୁ ଲୋକ ସଭାକୁ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା…

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ହେଉଛି।  ଆଜି ଅପରାହ୍ନରେ ଦିଲ୍ଲୀରେ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ହେବାକୁ…

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏପରିକି ଏପ୍ରିଲ ପହିଲାରେ ତାପମାତ୍ରା 40 ଡିଗ୍ରୀ ପାର…

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ । କଂଗ୍ରେସ କେବେ ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଚର୍ଚ୍ଚା ହେଉଥିବାବେଳେ…

ଟିକେଟ୍‌ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…

ଭୁବନେଶ୍ୱର,୨୮ା୩: ଟିକେଟ୍‌ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ ମଧ୍ୟରେ କଟକ ଏମ୍‌ପି ପ୍ରାର୍ଥୀ ସଂତୃପ୍ତ ମିଶ୍ର, କେନ୍ଦ୍ରାପଡ଼ା ଏମ୍‌ପି ପ୍ରାର୍ଥୀ ଅଂଶୁମାନ ମହାନ୍ତି,…

ଅପରାଜିତାଙ୍କ ବିପକ୍ଷରେ ଜିତିବା ନେଇ ଏମିତି କହିଲେ ମନ୍ମଥ ରାଉତରାୟ

ପୁରୀ,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟଙ୍କୁ ଭୁବନେଶ୍ୱର ଲୋକ ସଭା ଆସନରୁ ବିଜେଡି ଟିକେଟ ଦେଇଛି। ଏହାକୁ ନେଇ ରାଜନୀତି ଜୋର ଧରିଛି। ତାଙ୍କ ବାପା ଏବଂ ଭାଇ ଏହି ନିଷ୍ପତ୍ତିକୁ ବିରୋଧ କରିଛନ୍ତି।…

ଆଜି ଭାଜପାରେ ମିଶିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର!

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ଲୋକସଭା ଆସନ ଯାଜପୁର,…

ଆଜି ପଦ୍ମ ଧରିବେ ଭର୍ତ୍ତୃହରି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ଲୋକସଭା ଆସନ, ଯାଜପୁର,…

ଖୁବ୍‌ଶୀଘ୍ର ଭାଜପାର ଓଡ଼ିଶା ବିଧାନ ସଭା ତାଲିକା! ଦିଲ୍ଲୀ ଗଲେ ରାଜ୍ୟ ସଭାପତି

ଭୁବନେଶ୍ୱର,୨୮।୩: ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିବା ପରେ ଏବେ ଆରମ୍ଭ ହୋଇଛି ପ୍ରାର୍ଥୀ ଘୋଷଣା। ଦୁଇ ଦଳ ପର୍ଯ୍ୟାୟ ପର୍ଯ୍ୟାୟ ହିସାବରେ ପ୍ରାର୍ଥୀ ତାଲିକା ଘୋଷଣା କରୁଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ ତାଲିକା…

ଭୁବନେଶ୍ୱରରେ ଏତିକି ହୋଇଗଲା ତେଲ ଦର

ଭୁବନେଶ୍ୱର,୨୮।୩: ନିର୍ବାଚନ ଲାଗି ନିକଟରେ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ମୂଲ୍ୟ ବୃଦ୍ଧି କିମ୍ବା ହ୍ରାସ ଭଳି ପରିବର୍ତ୍ତନ ରାଜ୍ୟଗୁଡିକ ଦ୍ୱାରା ଲାଗୁ ହୋଇଥିବା ଟ୍ୟାକ୍ସ ଯୋଗୁଁ ହୋଇପାରେ । ସହରରେ ସ୍ଥାନୀୟ ଟିକସ ଲାଗୁ ହୋଇଥାଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri