ଦ୍ୱନ୍ଦ୍ୱରେ କଂଗ୍ରେସ, ସୁର ପରିବାର ପଲଟିକ୍ସକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ
ଭୁବନେଶ୍ୱର,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପରିବାରକୁ ନେଇ କାଲିଠାରୁ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି । ସାନପୁଅ ମନ୍ମଥ ରାଉତରାୟ ବିଜେଡିର ଭୁବନେଶ୍ବର ଲୋକ ସଭା ଟିକେଟ୍ ପାଇବାବେଳେ ସୁର ରାଉତରାୟ କଂଗ୍ରେସର ସବୁ ପଦ ପଦବୀରୁ ଇସ୍ତଫା…
ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା
ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଶେୟାର କରୁଥିଲେ। ଏନେଇ ତାଙ୍କ ନାମରେ ଅଭିଯୋଗ ହୋଇଥିଲା। ସୂଚନାଯୋଗ୍ୟ, ବେଆଇନ ଭାବେ…
ବଡ଼ ବୟାନ ଦେଲେ ସିଦ୍ଧାର୍ଥ ରାଉତରାୟ, ‘ମୋ ଭାଇକୁ ବିଜେଡି ମୁର୍ଗା ବନେଇପାରେ’
ଭୁବନେଶ୍ୱର,୨୮।୩: ରାଜ୍ୟ ରାଜନୀତିରେ ହଇଚଇ । କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ ବୁଧବାର କଂଗ୍ରେସର ସବୁ ପଦବୀରୁ ଇସ୍ତଫା ଦେଇଛନ୍ତି । କାରଣ ତାଙ୍କ ସାନ ପୁଅ ବିଜେଡିରେ ମିଶିଛନ୍ତି। ବିଜେଡିରେ ମିଶିବା ପରେ ସେ…
କଳାହାଣ୍ଡିରେ ବିଜେଡି ଖେଳିଲା ମହିଳା କାର୍ଡ
ଭବାନୀପାଟଣା,୨୮।୩(ଉତ୍ତମ କୁମାର ଦାଶ): ଆଗାମୀ ସାଧାରଣ ନିର୍ବାଚନ ବିଧାନ ସଭା କ୍ଷେତ୍ର ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ ନାମ ଘୋଷଣା କରାଯାଇଛି। ଏଥିରେ କଳାହାଣ୍ଡି ଜିଲାର ନର୍ଲାକୁ ଛାଡି ୪ଟି ବିଧାନସଭା ମଣ୍ଡଳୀରେ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ…
ସୁଦାମ-ନବଚରଣ ଲଢ଼େଇ
ବାରିପଦା,୨୮ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଭାଜପା ଓ ବିଜେଡି ପକ୍ଷରୁ ମୟୂରଭଞ୍ଜ ଲୋକସଭା ପ୍ରାର୍ଥୀ ଘୋଷଣା ପରେ ଜିଲାରେ ନିର୍ବାଚନୀ ଉଷ୍ମତା ଜୋର ଧରିଛି। ଦୁଇ ପ୍ରମୁଖ ଦଳର ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ତୃତୀୟ ଦଳ ବାଜିମାତ୍ କରିବାର ସମ୍ଭାବନା ସୃଷ୍ଟି ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ…
ନୀଳ ବିପ୍ଳବର ସାରଥି ସୁରେଶନ
ବ୍ରହ୍ମପୁର,୨୮ା୩(ସ୍ମୃତି ରଞ୍ଜନ ମହାଲିକ)ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ତରେଇପାଟପୁର ଗ୍ରାମର ସୁରେଶନ ବେହେରା। ବୟସ ୪୪। ଶିକ୍ଷାଗତ ଯୋଗ୍ୟତା ୭ମ ପାସ। ମାଛ ଯାଆଁଳ ଉତ୍ପାଦନ କ୍ଷେତ୍ରରେ ଦକ୍ଷତା ତାଙ୍କୁ ଦକ୍ଷିଣ ଓଡିଶାରେ ନୀଳ ବିପ୍ଳବର ସାରଥି ଭାବେ ପରିଚିତ କରାଇଛି।…
ଝୁଲିଲା ଅନୁଗୋଳ, ତାଳଚେର, ଆଠମଲ୍ଲିକ
ଅନୁଗୋଳ, ୨୮ା୩ (ଅମିତ କୁମାର ସାମଲ)ବିଜୁ ଜନତା ଦଳ ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟରେ ୭୧ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ କେବଳ ୨ଟି ପାଲଲହଡ଼ା ଓ ଛେଣ୍ଡିପଦା…
ଢେଙ୍କାନାଳ ଲୋକ ସଭା ନିର୍ବାଚନମଣ୍ଡଳୀ: ବିଜେଡିରୁ ଅବିନାଶ ସାମଲ, ଭାଜପାରୁ ରୁଦ୍ର ପାଣି ପ୍ରାର୍ଥୀ
ଢେଙ୍କାନାଳ,୨୮ା୩(ରତନ ନାୟାର)ଚଳିତ ସାଧାରଣ ନିର୍ବାଚନ ପାଇଁ ଢେଙ୍କାନାଳ ଲୋକ ସଭା ଆସନ ନିମନ୍ତେ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା ଶେଷ ହୋଇଛି। ବିଜେଡିରୁ ଚଳିତ ନିର୍ବାଚନରେ ନୂତନ ଭାବେ ଯୁବ ଶିଳ୍ପୋଦ୍ୟୋଗୀ ଡା. ଅବିନାଶ ସାମଲଙ୍କୁ ପ୍ରାର୍ଥୀ କରାଯାଇଛି।…
ଢେଙ୍କାନାଳରୁ ସୁଧୀର, କାମାକ୍ଷାନଗରରୁ ପ୍ରଫୁଲ୍ଲ ଓ ପରଜଙ୍ଗରୁ ନୃସିଂହ
ଢେଙ୍କାନାଳ,୨୮ା୩(ରତନ ନାୟାର)ଢେଙ୍କାନାଳ ଜିଲାର ୪ଟି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୩ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରାର୍ଥୀ ଘୋଷଣା କରାଯାଇଛି। ଢେଙ୍କାନାଳ, କାମାକ୍ଷାନଗର ଓ ପରଜଙ୍ଗ ନିବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅପରବର୍ତ୍ତିତ ରହିଛନ୍ତି। ଢେଙ୍କାନାଳ ବିଧାନସଭା ନିର୍ବାଚନ ମଣ୍ଡଳୀରେ…
ଝୁଲି ରହିଲା କୋରେଇ,ବରୀ, ବଡ଼ଚଣା
ଯାଜପୁର,୨୮ା୩(ହର୍ଷବର୍ଦ୍ଧନ ବେହେରା) :ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ଏଥିରେ ୭୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବାବେଳେ ଯାଜପୁର ଜିଲାର କୋରେଇ, ବରୀ…
ଏଥର ବୈଜୟନ୍ତଙ୍କ ସହ ଅଂଶୁମାନ୍ଙ୍କ ମୁକାବିଲା
କେନ୍ଦ୍ରାପଡ଼ା,୨୮ା୩ (ଜଗନ୍ନାଥ ଧଳ)ଆସନ୍ତା ଜୁନ୍ ୧ ତାରିଖରେ କେନ୍ଦ୍ରାପଡ଼ା ଲୋକସଭା ଆସନ ପାଇଁ ସାଧାରଣ ନିର୍ବାଚନ ହେବ ା ୭ ବିଧାନସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ ଏହି ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଓ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା…
ବିଜେଡି ପ୍ରାର୍ଥୀ ତାଲିକାରୁ ଜଗତ୍ସିଂହପୁର ଏମ୍ପି ସିଟର ୬ ଆସନ ବାଦ୍
ଜଗତ୍ସିଂହପୁର, ୨୮ା୩ (ପ୍ରମୋଦ କୁମାର ନାୟକ)୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି-ଭାଜପା ମେଣ୍ଟ ପ୍ରସଙ୍ଗ କିଛି ଦିନ ରାଜ୍ୟ ରାଜନୀତିରେ ନିଆରା ପରିବେଶ ସୃଷ୍ଟି କରିଥିଲା। ପରେ ଉଭୟ ଦଳ ପୃଥକ୍ ଭାବେ ଲଢ଼ିବେ ବୋଲି ସ୍ପଷ୍ଟ କରିଥିଲେ।…
Archives


