ରାଜ୍ୟ

ହୀରାକୁଦରେ ପାନୀୟ ଜଳ ବିଶୋଧନ ବ୍ୟବସ୍ଥା ଯାଞ୍ଚ କରିବାକୁ ମେଡିକାଲ୍ ଟିମ୍

ଭୁବନେଶ୍ୱର,୨୫ା୩: ସମ୍ବଲପୁରର ହୀରାକୁଦରେ ଝାଡାବାନ୍ତି ବ୍ୟାପିବାରୁ ଭୁବନେଶ୍ୱରର ସ୍ୱତନ୍ତ୍ର ଡାକ୍ତରୀ ଦଳ ସୋମବାର ସହରରେ ଜଳ ବିଶୋଧନ ବ୍ୟବସ୍ଥା ଯାଞ୍ଚ କରିବାକୁ ପହଞ୍ଚିଛନ୍ତି। ଡାକ୍ତରୀ ଦଳ ବିଶୋଧନ କେନ୍ଦ୍ରରୁ ପାନୀୟ ଜଳର ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ଲ୍ୟାବକୁ ପଠାଇବାକୁ…

ନନା ବାଲେଶ୍ୱରରୁ ପ୍ରାର୍ଥୀ ହେବା ପରେ ସ୍ବାଧୀନ ଲଢ଼ିବେ କହିଲେ ଖାରବେଳ

ଭୁବନେଶ୍ୱର,୨୫।୩: ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ବାଲେଶ୍ୱର ଲୋକ ସଭା ଆସନରୁ ଦଳ ପ୍ରତାପ ଷଡ଼ଙ୍ଗୀକୁ ପ୍ରାର୍ଥୀ କରିବା ପରେ ନିଜର ପ୍ରତିକ୍ରିୟା ରଖିଛନ୍ତି, ଗତଥର କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଖାରବେଳ ସ୍ବାଇଁ। ସେ ଚଳିତ ବର୍ଷ…

ଆଗକୁ ତାତି ବଢ଼ିବ: ହୋଲିରେ ଡ଼ହଡ଼ହ ଖରା

ଭୁବନେଶ୍ୱର,୨୫।୩: ଆଗକୁ ଆହୁରି ତାତି ବଢ଼ିବ। ବର୍ତ୍ତମାନ ରାଜ୍ୟରେ ଅଧିକାଂଶ ସ୍ଥାନର ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବାବେଳେ ଆଗକୁ ଆହୁରି ବଢ଼ିବ। ହୋଲିରେ ତାତି ବଢ଼ିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଆଗାମୀ ୪ ଦିନ ମଧ୍ୟରେ ତାପମାତ୍ରା…

ବାଦ୍‌ ପଡ଼ିଥିବା ୩ ଲୋକ ସଭା ଆସନରୁ କିଏ ହେବେ ପ୍ରାର୍ଥୀ

ଭୁବନେଶ୍ୱର,୨୫।୩: ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରାର୍ଥୀଙ୍କୁ ନେଇ ଉତ୍କଣ୍ଠା ସେତିକି ବଢ଼ୁଛି। ରବିବାର ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ରାଜ୍ୟରେ ୨୧ଟି ମଧ୍ୟରୁ ୧୮ ଲୋକସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ହେଲେ…

ବିଜେଡି, କଂଗ୍ରେସ ପ୍ରାର୍ଥୀ ତାଲିକା: କାହାକୁ ମିଳିବ ଟିକେଟ୍‌ କିଏ ପଡ଼ିବେ ବାଦ୍‌

ଭୁବନେଶ୍ୱର,୨୫।୩: ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ଭାଜପାର ପ୍ରାର୍ଥୀ ଘୋଷଣା ପରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ତାଲିକା ଉପରେ ନଜର ରହିଛି । ଏଥିରେ କାହାକୁ ଟିକେଟ୍‌ ମିଳବ କିଏ ବାଦ୍‌ ପଡ଼ିବେ ତାହାଉପରେ ନଜର…

ଖୁବ୍‌ ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୫।୩: କଂଗ୍ରେସ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି।ଏଥର ୪୬ ପ୍ରାଥୀଙ୍କୁ ମିଶାଇ ମୋଟ ୧୮୩ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଥିଲେ ମଧ୍ୟ ଏଥିରେ ବି ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାଁ ନାହିଁ । ପୂର୍ବରୁ କୁହାଯାଉଥିଲା, ପ୍ରଦେଶ କଂଗ୍ରେସ…

ପ୍ରାର୍ଥୀ ଘୋଷଣା ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଧର୍ମେନ୍ଦ୍ର,ସମ୍ବିତ: କହିଲେ… 

ଭୁବନେଶ୍ୱର,୨୫।୩: ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି।   କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ପ୍ରାର୍ଥୀ ହେବାପରେ ସୋମବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି  । ସେ ସକାଳେ ସ୍ତ୍ରୀ ମୁର୍ଦଳା ଠାକୁରଙ୍କ ସହ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି…

ମଗାଇଲେ ପତିତପାବନ ବାନା, ଆସିଲା ଭାଜପା ପତାକା

ପୁରୀ,୨୫ା୩(ଅଜିତ୍‌ ମହାନ୍ତି): ଅନ୍‌ଲାଇନ୍‌ରେ ମଗାଇଲେ ପତିତପାବନ ବାନା, କିନ୍ତୁ ଆସିଲା ଭାରତୀୟ ଜନତା ଦଳ (ଭାଜପା)ର ପତାକା। ଫଳରେ ଠକେଇର ଶିକାର ହୋଇଥିବା ନେଇ ଅନ୍‌ଲାଇନ୍‌ ଆପ୍‌ ଆମାଜନ୍‌ ନାଁରେ ପୁରୀ ବାସେଳିସାହିର ଭଗବାନ ମହାପାତ୍ର ଅଭିଯୋଗ ଆଣିଛନ୍ତି। ଏ ସଂକ୍ରାନ୍ତରେ…

ଭଦ୍ରକ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ଲଢ଼ିବେ ଅଭିମନ୍ୟୁ

ଭଦ୍ରକ,୨୫।୩(ସନାତନ ରାଉତ):  ଭାଜପା ୫ମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଓଡ଼ିଶାରେ ୨୧ ଲୋକ ସଭା ଆସନରୁ ୧୮ ଲୋକ ସଭାରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ସଂରକ୍ଷିତ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅପରିବର୍ତ୍ତିତ ରହିଛି। ଗତ…

ୟୁଟ୍ୟୁବର ମୋନାଲିସାଙ୍କ ଘରେ ଚଢ଼ାଉ: ମାଙ୍କଡ଼ ସହ ଭିଡିଓ ଶେୟାର କରି ହୋଇଥିଲେ ପ୍ରସିଦ୍ଧ

ଯାଜପୁର ସଦର,୨୫ା୩(ସମର ବିଜୟ ଶରଣ): ବେଆଇନ ଭାବେ ମାଙ୍କଡ଼ ରଖି ସେମାନଙ୍କ ସହ ଫଟୋ ଓ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିବା ଚର୍ଚ୍ଚିତ ୟୁଟ୍ୟୁବର ମୋନାଲିସା ଭଦ୍ର ଓ ତାଙ୍କ ସ୍ବାମୀ ବଦ୍ରିନାରାୟଣ ଭଦ୍ରଙ୍କ ପାଇଁ ମହଙ୍ଗା ପଡ଼ିଛି।…

ପାଟଣାରେ ଭାଜପା ଖୋଜୁଛି ଦକ୍ଷ ପ୍ରାର୍ଥୀ

କେନ୍ଦୁଝର,୨୫।୩((ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ପାଟଣା ବିଜେଡି ହାତରେ ରହିଥିବା ବେଳେ ଯୁବ ବିଧାୟକ ଜଗନ୍ନାଥ ନାୟକଙ୍କୁ ଆଉ ଥରେ ଦଳ ପ୍ରାର୍ଥୀ କରିବା ସମ୍ଭାବନା ରହିଛି। ବିଜେଡି ଛାଡ଼ି କଂଗ୍ରେସରେ ଯୋଗଦେଇଥିବା ୬ ଥରର…

ଭାଜପାରେ ୫ ଆଶାୟୀ: ଚର୍ଚ୍ଚାରେ ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀ

ଭଦ୍ରକ,୨୫।୩(ସନାତନ ରାଉତ): ଆସନ୍ତା ସାଧାରଣ ନିର୍ବାଚନରେ ମେଣ୍ଟ ଆଲୋଚନାରେ ପୂର୍ଣ୍ଣଛେଦ ପଡ଼ିଥିବା ବେଳେ ଭାଜପା ଓ ବିଜେଡି ଏକାକୀ ନିର୍ବାଚନ ଲଢ଼ିବା ଏକପ୍ରକାର ନିଶ୍ଚିତ ହୋଇଛି। ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ଆଶାୟୀ ସଂଖ୍ୟା ବଢ଼ି ଚାଲିଛି। ଶହୀଦ ଭଗତ ସେନାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri