ଦେବେ ଯଦି ଦେବେ, ନ ଦେଲେ ନାହିଁ: ବାହିନୀପତି
ଜୟପୁର, ୧୮ା୭(ପବନ ପାଣିଗ୍ରାହୀ)କଂଗ୍ରେସ ଦଳରେ ବିଧାୟକ ଦଳ ନେତାଙ୍କ ନାମ ଏଯାଏ ଘୋଷଣା ହୋଇନାହିଁ। ଏନେଇ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଭୁବନେଶ୍ୱରରେ ଥିବା ବାହିନୀପତି କହିଛନ୍ତି, ବିଧାୟକ ଦଳର ନେତା କିଏ ହେବେ ତାହା ଏଆଇସିସି, ପିସିସି…
ତୈଳଭଣ୍ଡାର ପ୍ରକଳ୍ପ ଆଶା ଉଜ୍ଜୀବିତ
ଯାଜପୁର,୧୮ା୭ (ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ତଳେ ଦେଶର ଚତୁର୍ଥ ସର୍ବବୃହତ୍ ଚଣ୍ଡିଖୋଲ ଭୂତଳ ତୈଳ ସଂରକ୍ଷଣ ଭଣ୍ଡାର ପ୍ରତିଷ୍ଠା ପ୍ରସ୍ତାବ ୬ ବର୍ଷ ହେଲା ଜମି ନ ମିଳିବାରୁ ଅଟକି ରହିଛି। ତତ୍କାଳୀନ ବିଜେଡି…
ଆଜି ମନ୍ତ୍ରୀ ପରିଷଦ ବୈଠକ
ଭୁବନେଶ୍ୱର,୧୮ା୭(ଅନିଲ ଦାସ): ଲୋକସେବା ଭବନରେ ଗୁରୁବାର ପୂର୍ବାହ୍ନ ୯ଟା ୩୦ ମିନିଟ୍ରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ରୂପରେଖକୁ…
ସର୍ବନିମ୍ନସ୍ତରକୁ ଖସିଲା ଇନ୍ଦ୍ରାବତୀ ଜଳଭଣ୍ଡାର
ଭବାନୀପାଟଣା,୧୮ା୭(ଉତ୍ତମ କୁମାର ଦାଶ)ଚଳିତବର୍ଷ ପର୍ଯ୍ୟାପ୍ତ ପରିମାଣରେ ବର୍ଷା ନ ହେବା ଯୋଗୁ କଳାହାଣ୍ଡି ଜିଲାର ଲାଇଫ୍ଲାଇନ (ଜୀବନରେଖା) କୁହାଯାଉଥିବା ଇନ୍ଦ୍ରାବତୀ ଜଳଭଣ୍ଡାର ଜଳସ୍ତର ସର୍ବନିମ୍ନ ସ୍ତରରେ ରହି ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଜିଲାରେ ଗତ ୨ଦିନରେ ସାମାନ୍ୟ ବର୍ଷା ହେବା ଫଳରେ…
୪ ମାସ ପାଇଁ ଶୟନ ଗଲେ ମହାପ୍ରଭୁ
ପୁରୀ,୧୮ା୭(ଅଜିତ୍ କୁମାର ମହାନ୍ତି)ଆଷାଢ଼ ଶୁକ୍ଳପକ୍ଷ ଏକାଦଶୀ ତିଥି ଅବସରରେ ବୁଧବାର ହରିଶୟନ ଏକାଦଶୀ ନୀତି ସମ୍ପନ୍ନ ହୋଇଛି। ପୌରାଣିକ କଥାବସ୍ତୁ ଅନୁଯାୟୀ ଏହି ଦିନଠାରୁ ଦୀର୍ଘ ୪ମାସ ପର୍ଯ୍ୟନ୍ତ ମହାପ୍ରଭୁ ଶୟନ କରିଥାନ୍ତି। ସେହିପରି ମହାପ୍ରଭୁଙ୍କ ଶୟନ କାଳ ସମୟରେ ଜ୍ୟୋତିଷ…
ଓଡ଼ିଶାରେ ଚାଲିବ ବୁଲ୍ଡୋଜର
ସମ୍ବଲପୁର (ପ୍ରମୋଦ ବହିଦାର)/ ଭୁବନେଶ୍ୱର (ଅନିଲ ଦାସ) ୧୮ା୭: ରାଜ୍ୟରେ ସରକାରୀ ଜମି ଜବରଦଖଲକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଜବରଦଖଲକାରୀ ଯେତେ ପ୍ରଭାବଶାଳୀ ହୁଅନ୍ତୁ ନା କାହିଁକି, ତାଙ୍କ ଅସଲ ମୁଖା ଖୋଲାଯିବ। ଜଙ୍ଗଲ ଜମି ହେଉ ବା ସରକାରୀ…
ଆଜି ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର
ପୁରୀ,୧୮ା୭(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିବାକୁ ଯାଉଛି। ସକାଳ ୯ଟା ୫୧ରୁ ମଧ୍ୟାହ୍ନ ୧୨ଟା ୧୫ ମଧ୍ୟରେ ଶୁଭ ମୁହୂର୍ତ୍ତ ରହିଛି। ତେଣୁ ଏହି ସମୟ ମଧ୍ୟରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନେଇ…
ମୟୂରଭଞ୍ଜରେ କାର୍ଯ୍ୟକ୍ଷମ ହେବ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବିମାନବନ୍ଦର
ଭୁବନେଶ୍ୱର,୧୭ା୭: ମୟୂରଭଞ୍ଜ ଜିଲାସ୍ଥିତ ଅମର୍ଦା ରୋଡ୍ ରାସଗୋବିନ୍ଦପୁର ବିମାନବନ୍ଦରକୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବ । ଏ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୃହନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡକ୍ଟର…
ଏହି ଅଧିକାରୀ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
ଭୁବନେଶ୍ୱର,୧୭ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆ। ସେହିପରି ୨୦୧୨ ବ୍ୟାଚ୍ ଆଇଏଏସ ଅଫିସର ଜଗତସିଂହପୁର ଜିଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ…
ରାଜ୍ୟ ଯୋଜନା ବୋର୍ଡ ଭଙ୍ଗ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୭: ରାଜ୍ୟରେ ଭାଜପା କ୍ଷମତାକୁ ଫେରିବା ପରେ ପୂର୍ବ ସରକାରରେ ଗଠନ ହୋଇଥିବା ଯୋଜନା ବୋର୍ଡକୁ ଭଙ୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂର୍ବ ବିଜେଡି ସରକାର ଗଠନ କରିଥିବା ରାଜ୍ୟ ଯୋଜନା ବୋର୍ଡରେ ମୁଖ୍ୟମନ୍ତ୍ରୀ ଏହାର ସଭାପତି ଥିବା…
ଶ୍ରୀଜିଉଙ୍କ ସୁନାବେଶ: ମହଣ ମହଣ ସୁନାରେ ହେଲେ ସଜେଇ
ପୁରୀ,୧୭ା୭: ବୁଧବାର ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ ହୋଇଛି। ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା। ଏହି ସୁନାବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ…
ରତ୍ନଭଣ୍ଡାର ଖୋଲାହେବା ପୂର୍ବରୁ କଟକଣା ଜାରି କଲେ ଶ୍ରୀମନ୍ଦିର ପ୍ରଶାସକ
ପୁରୀ,୧୭।୭: ପୁଣି ଖୋଲିିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗୁରୁବାର ପୁଣିଥରେ ଭିତର ଭଣ୍ଡାର ଖୋଲାଯାଇ ଯାଞ୍ଚ କରାଯିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ଭିତର ରତ୍ନଭଣ୍ଡାର ରତ୍ନ ସ୍ଥାନାନ୍ତର ଓ ମରାମତି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…

