କଟକ ବାଲିଯାତ୍ରାକୁ ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି
କଟକ,୨୩ା୩ (କାର୍ତ୍ତିକ ସାହୁ): ଐତିହାସିକ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦାବି ପରେ ଏବେ ଉଠିଛି ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି। ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ପ୍ରଦାନ ପ୍ରସଙ୍ଗରେ କଟକ ମହାନଗର ନିଗମ(ସିଏମ୍ସି) ମେୟର ସୁବାସ ସିଂ ଶୁକ୍ରବାର…
ଚିଟ୍ଫଣ୍ଡ ନାଁରେ ୫କୋଟି ଠକେଇ, ମହିଳା ଫେରାର
ରାୟଗଡ଼ା,୨୩ା୩(ଆଶିଷ ରଞ୍ଜନ ପଣ୍ଡା): ବେଆଇନ ଭାବେ ଚାଲିଥିବା ଚିଟ୍ଫଣ୍ଡ ସ୍କିମ୍ ଓ ସୁଧ କାରବାର ଉପରେ କୌଣସି ଅଙ୍କୁଶ ଲଗାଯାଇ ନ ଥିବାରୁ ଦିନକୁ ଦିନ ଏହି ବ୍ୟବସାୟ ବଢ଼ିବାରେ ଲାଗିଛି। ଫଳରେ କିଛି ଖଳ ପ୍ରକୃତିର ଲୋକ ଏହାର ସୁଯୋଗ…
ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଲୋକ ସଭା କ୍ଷେତ୍ରର ସମୀକ୍ଷା
ଭୁବନେଶ୍ୱର,୨୩ା୩(ଅନିଲ ଦାସ): ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେଡି ପାଇଥିବା ସଫଳତାକୁ ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ପୁନରାବୃତ୍ତି କରିବ। ୨୦୧୯ ଲୋକ ସଭା ନିର୍ବାଚନରେ ହରାଇଥିବା ବରଗଡ଼, କଳାହାଣ୍ଡି ଓ ବଲାଙ୍ଗୀର ଲୋକ ସଭା ଆସନକୁ…
ଭାଜପାରେ ପୂର୍ବତନ ଏମ୍ପି ଅର୍ଚ୍ଚନା ନାୟକ
ଭୁବନେଶ୍ୱର, ୨୩।୩(ସୁନିତ୍ ମିଶ୍ର): କେନ୍ଦ୍ରାପଡ଼ାର ପୂର୍ବତନ ଏମ୍ପି ଅର୍ଚ୍ଚନା ନାୟକ ଶୁକ୍ରବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ମଧ୍ୟ ଡେରାବିଶ ବ୍ଲକ୍ର ପୂର୍ବତନ ଅଧ୍ୟକ୍ଷ ତଥା ବିଜେଡି ନେତା ସରୋଜକାନ୍ତ ସାହୁ…
ଏକାଠି ହେଲେ ଧ୍ରୁବ, ଅଂଶୁମାନ
ରାଜନଗର, ୨୩ା୩(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀର ବିଜେଡି ସମନ୍ବୟ ବୈଠକ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ତଥା କେନ୍ଦ୍ରାପଡ଼ା ଜିଲା କଂଗ୍ରେସ କମିଟି ସଭାପତି ଅଂଶୁମାନ ମହାନ୍ତି ଫେବୃଆରୀ ୧୪ରେ କଂଗ୍ରେସରୁ ଇସ୍ତଫା…
ପ୍ରସନ୍ନଙ୍କୁ ରଘୁ ସମର୍ଥକଙ୍କ ବିରୋଧ
ଖୋର୍ଦ୍ଧା,୨୩ା୩ (ପ୍ରଭାତ ପାଣିଗ୍ରାହୀ): ଆଗାମୀ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଖୋର୍ଦ୍ଧା ଜିଲା ଚିଲିକା ନିର୍ବାଚନମଣ୍ଡଳୀରେ ଶାସକ ଦଳରେ ଆଶାୟୀ ପ୍ରାର୍ଥୀଙ୍କ ମଧ୍ୟରେ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ସମସ୍ତେ ନିଜ…
ବିଜେଡି-ଭାଜପା ମେଣ୍ଟ ହେବନି
ଭୁବନେଶ୍ୱର, ୨୩।୩(ସୁନିତ୍ ମିଶ୍ର): ରାଜ୍ୟରେ ଭାଜପା ଏକାକୀ ଲଢ଼ିବ ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ ‘ଏକ୍ସ’ରେ ପୋଷ୍ଟ କରିବା ପରେ ଦଳୀୟ ନେତା ଓ କର୍ମୀ ମହଲରେ ଉତ୍ସାହ ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ ବାଣ ଫୁଟାଇ, ମିଠା…
ମେଣ୍ଟ ନ ହେବାର ମୁଖ୍ୟ କାରଣ
ଭୁବନେଶ୍ୱର,୨୨।୩:ମେଣ୍ଟରେ ପଡିଲା ପୂର୍ଣ୍ଣଚ୍ଛେଦ। ଆଲୋଚନା ହେଲାନି ସଫଳ । ଦୁଇ ଦଳ ଭିତରେ ଆସନ ବୁଝାମଣା ହୋଇପାରିଲାନି। ତେବେ କ’ଣ ସତରେ ଆସନ ଭାଗବଣ୍ଟା ହୋଇପାରିଲାନି ନା ମେଣ୍ଟ ନ ହେବା ପଛରେ ରହିଛି ଅନ୍ୟ କେଉଁ କାରଣ । ତେବେ…
ଖୋଲା ଚ୍ୟାଲେଞ୍ଜ ଦେଲା ବିଜେଡି
ଭୁବନେଶ୍ୱର,୨୨ା୩(ଅନିଲ ଦାସ)- ଭର୍ତ୍ତୃହରି ମହତାବଙ୍କୁ ୬ ଥର ବିଜେଡିରୁ ସାଂସଦ ଟିକେଟ ଦିଆଯାଇ ଦିଲ୍ଲୀ ପଠାଯାଇଥିଲା। ୨୦୧୪ ଓ ୨୦୧୯ରେ ଶେଷ ମୁହୂର୍ତ୍ତରେ ଟିକେଟ ଦିଆଯାଇଥିଲା। କାରଣ ତାଙ୍କ ସ୍ଥିତି କଟକରେ ଭଲ ନ ଥିଲା । ସେ ଦିନକୁ ଦିନ…
କୁଜଙ୍ଗର ପୂର୍ବତନ ଆର୍ଆଇ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ
କଟକ,୨୨ା୩ (କାର୍ତ୍ତିକ ସାହୁ) ଜଗତସିଂହପୁର ଜିଲା କୁଜଙ୍ଗ ସର୍କଲର ଅବସରପ୍ରାପ୍ତ ପୂର୍ବତନ ଆର୍ଆଇ ସୁବାସ ଚନ୍ଦ୍ର ଦାସ କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଦାସଙ୍କ ବିରୋଧରେ ରୁଜୁ ଏକ ଲାଞ୍ଚ ମାମଲାର ବିଚାର କରି ଅଦାଲତ ତାଙ୍କୁ ୨…
ସବୁ କଥା ହେଲା କ୍ଲିଅର! ମେଣ୍ଟ ନେଇ ଫାଇନାଲ କଥା କହିଲେ ବିଜେଡି ନେତା
ଭୁବନେଶ୍ୱର,୨୨।୩: ମେଣ୍ଟ ହେବ ହେବନି ଦ୍ୱନ୍ଦ ଭିତରେ ପଡିଛି ପୂର୍ଣ୍ଣଚ୍ଛେଦ! ସବୁ ଗୁଜବ, ବୟାନର ଫାଇନାଲ ଦ ଏଣ୍ଡ! ଏନେଇ ଦୁଇ ଦଳର ନେତା ସଫାସଫା ବୟାନ ଦେଇଛନ୍ତି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ବୟାନ ପରେ ଏବେ ବିଜେଡିର…
ଖଣି କମ୍ପାନୀର ଟଙ୍କାରେ ବିଜେଡି ହୋଇଛି ଧନୀ, ଏହି ପରିଚିତ କମ୍ପାନୀରୁ ମିଳିଛି ପୁଳାପୁଳା ଚାନ୍ଦା
ଭୁବନେଶ୍ୱର,୨୨।୩: ଖଣି କମ୍ପାନୀଗୁଡିକରୁ ଚାନ୍ଦାରେ ପୁଳାପୁଳା ଟଙ୍କା ପାଇଛି ବିଜେଡି। ନିର୍ବାଚନୀ ବଣ୍ଡ ଆକାରରେ ଚାନ୍ଦା ପାଇବାରେ ବିଜେଡି ଦେଶର ପଞ୍ଚମମ ସର୍ବାଧିକ ପାଣ୍ଠି ହାସଲକାରୀ ଦଳ ପାଲଟିଛି। ବିଜେଡିକୁ ବିଶେଷକରି ଏସେଲ ମାଇନିଂ, ରୁଙ୍ଗଟା ସନ୍ସ, ରଶ୍ମୀ ମେଟାଲିକ୍ସ, ବେଦାନ୍ତ,…
Archives


