ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀ: ସୁଯୋଗର ଫାଇଦା ନେବାରେ ବିରୋଧୀ ବିଫଳ
ଯାଜପୁର,୨୨।୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀ ଗତ ଦୁଇ ଦଶନ୍ଧି ଧରି ପରୀକ୍ଷାନିରୀକ୍ଷାର ପ୍ରୟୋଗଶାଳା ହୋଇଆସୁଛି। ଏଥର ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ରାଜନୈତିକ ପାଣିପାଗରେ ସେଭଳି ପବନ ବହିପାରେ ବୋଲି ଚର୍ଚ୍ଚା ହେଉଛି। ଇତିମଧ୍ୟରେ ଯାଜପୁର ବିଧାୟକ ତଥା…
ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ହେଲେ ଭକ୍ତ ଦାସ, ହଟିଲେ ବିଜୟ
ଭୁବନେଶ୍ୱର, ୨୨।୩(ସୁନିତ୍ ମିଶ୍ର):ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ସାଙ୍ଗଠନିକ ସ୍ତରରେ ବଡ଼ ପରିବର୍ତ୍ତନ କରାଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପ୍ରଚାର କମିଟିର ଅଧ୍ୟକ୍ଷ ନିଯୁକ୍ତ କରିଛି। ଏନେଇ ଗୁରୁବାର ରାତିରେ…
ମେଣ୍ଟ ଆଶା ଆହୁରି ବଢିଲା: ଭାଜପାର ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ରହିଲାନି ଓଡ଼ିଶା
ଭୁବନେଶ୍ୱର,୨୨ା୩(ସୁନିତ୍ ମିଶ୍ର):ଭାଜପା ରାଜ୍ୟ ନେତୃବୃନ୍ଦ ଗୁରୁବାର ଦିଲ୍ଲୀରୁ ଫେରିଛନ୍ତି। ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ମେଣ୍ଟ ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସବୁ କହିସାରିଛନ୍ତି। ଏଥିରେ କିଛି ଦ୍ୱନ୍ଦ୍ୱ ନାହିଁ। ଯାହା ନିଷ୍ପତ୍ତି…
ଆରପାରିରେ ଦାମୋଦର ରାଉତ, ଚିକିତ୍ସାଧୀନ ଅବସ୍ଥାରେ ପରଲୋକ
ନୂଆଦିଲ୍ଲୀ,୨୨।୩: ଆରପାରିରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ।ଭୁବନେଶ୍ୱରରେ ଏକ ଗାଡ଼ି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଭୋର ୫ ଟା ୨୩ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ୮୩ ବର୍ଷ ବୟସରେ ସେ ପ୍ରାଣ ତ୍ୟାଗ କରିଛନ୍ତି।…
ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣରେ ଅର୍ଥ ହେରଫେର: ଅବସରପ୍ରାପ୍ତ ବିଡିଓ, ପିଇଓଙ୍କୁ ୪ବର୍ଷ ଜେଲ
ଜୟପୁର,୨୧ା୩(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣରେ ହୋଇଥିବା ଅନିୟମିତତା ନେଇ ଅଭିଯୋଗ ହୋଇଥିଲା। ଏହାକୁ ଭିତ୍ତିକରି ଜୟପୁରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ମାମଲା ରୁଜୁ ହୋଇଥିଲା। ଏହାର ଗୁରୁବାର ଶୁଣାଣି ହୋଇଛି । ସମସ୍ତ ସାକ୍ଷ୍ୟ…
ଚିଟ୍ଫଣ୍ଡ ମାମଲାରେ ପୂର୍ବତନ ଏମ୍ପି ରାମଚନ୍ଦ୍ର ହାଁସଦାଙ୍କୁ ନୋଟିସ
କଟକ,୨୧ା୩ (କାର୍ତ୍ତିକ ସାହୁ)- ଚିଟ୍ଫଣ୍ଡ ମାମଲାରେ ପୂର୍ବତନ ଏମ୍ପି ରାମଚନ୍ଦ୍ର ହାଁସଦାଙ୍କୁ ହାଇକୋର୍ଟ ଗୁରୁବାର ନୋଟିସ୍ ଜାରି କରିଛନ୍ତି। ଦୁର୍ନୀତି ନିବାରଣ ଆଇନ୍ରୁ ହାଁସଦାଙ୍କୁ ଦୋଷମୁକ୍ତ କରାଯିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସିବିଆଇ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିଲା। ହାଇକୋର୍ଟ ଉକ୍ତ…
ପ୍ରେମ ପରେ ପ୍ରତାରଣା, ଥାନାରେ ପହଞ୍ଚିଲେ ପ୍ରେମିକା
ଖଜୁରିପଡ଼ା,୨୧ା୩(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅଧୀନ ପିରିକୁଡ଼ି ପଞ୍ଚାୟତ ଅଞ୍ଚଳର ଜଣେ ଯୁବତୀ ପ୍ରେମ ପ୍ରତାରଣାର ଶିକାର ହୋଇଛନ୍ତି। ପ୍ରେମିକ ବିବାହର ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିବା, ଗର୍ଭ ନଷ୍ଟ କରିବା ଏବଂ ଶେଷରେ ଯୁବତୀକୁ ଚିହ୍ନି…
ପୋଷ୍ଟାଲ ବାଲାଟ୍ରେ ଭୋଟ ଦେବେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଡ୍ରାଇଭର ଓ କଣ୍ଡକ୍ଟର
ଭୁବନେଶ୍ୱର,୨୧/୦୩: ଗଣତନ୍ତ୍ର ପାଇଁ ପ୍ରତିଟି ଭୋଟ ମୂଲ୍ୟବାନ । ଯେପରି ମତଦାନରୁ ଜଣେ ବି ମତଦାତା ବାଦ ନପଡ଼ନ୍ତି, ସେଥିପ୍ରତି ସର୍ବଥା ଚେଷ୍ଟିତ ରହିଛନ୍ତି ଭାରତ ନିର୍ବାଚନ କମିଶନ । ସେହି କ୍ରମରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ଡ୍ରାଇଭର, କଣ୍ଡକ୍ଟର…
ଭର୍ତ୍ତୃହରିଙ୍କ ପାଇଁ ବଢ଼ିଲା ଅଡୁଆ, ପୋଲିସ SIଙ୍କୁ ମାଡ଼ ଅଭିଯୋଗ ମାମଲାର ହେଲା ଚାର୍ଜଫ୍ରେମ୍
କଟକ,୨୧ା୩ (କାର୍ତ୍ତିକ ସାହୁ) ୨୦୧୧ ଜାନୁୟାରୀ ୨୩ ତାରିଖରେ ଜଣେ ପୋଲିସ ଏସ୍ଆଇଙ୍କୁ ମାଡ଼ ଅଭିଯୋଗ ନେଇ ଏମ୍ପି ଭର୍ତ୍ତୃହରି ମହତାବ ବିରୋଧରେ ରୁଜୁ ମାମଲାରେ କଟକ ସ୍ବତନ୍ତ୍ର ଏମ୍ପି/ଏମ୍ଏଲଏ କୋର୍ଟରେ ଚାର୍ଜଫ୍ରେମ ହୋଇଥିବା ଜଣାଯାଇଛି। ଭର୍ତ୍ତୃହରିଙ୍କ ବିରୋଧରେ ଆଇପିସିର ଦଫା…
ଜଙ୍ଗଲ ସୁରକ୍ଷା ଉପରେ ବକ୍ତବ୍ୟ ରଖି ନମୋଜିନୀ ପୁରସ୍କୃତ
ଦାରିଙ୍ଗବାଡି,୨୧।୩ (ଅରୁଣ ସାହୁ ): ଅନୁଗୋଳରେ ଆୟୋଜିତ ୨ ଦିନିଆ ଚତୁର୍ଥ ଓଡ଼ିଶା ନଦୀ ସମ୍ମିଳନୀରେ ଦାରିଙ୍ଗବାଡି ବ୍ଲକର ମହିଳା ସ୍ବୟଂସହାୟକଙ୍କୁ ପୁରସ୍କୃତ କରାଯାଇଛି। ସମ୍ମିଳନୀରେ ଜଳବାୟୁ ପରିବର୍ତ୍ତନ ପାଇଁ ସାମାଜିକ, ଅର୍ଥନୈତିକ, ପରିବେଶ ଏବଂ ସାଂସ୍କୃତିକ ସ୍ଥିରତା ସମ୍ପର୍କରେ ଆଲୋଚନା…
କାହିଁକି ବିଜେଡି-ବିଜେପି ମେଣ୍ଟ ଆଲୋଚନାରେ ଅଟକିଛି
ଭୁବନେଶ୍ୱର,୨୧।୩: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ହେବାକୁ ଥିବା ସମ୍ଭାବ୍ୟ ମେଣ୍ଟ ଆସନ ଭାଗବଣ୍ଟାରେ ଅଟକିଛି। ରାଜ୍ୟରେ ଏକା ସାଙ୍ଗରେ ହେବାକୁ ଥିବା ବିଧାନସଭା ଏବଂ ଲୋକସଭା ନିର୍ବାଚନକୁ ଆଉ ଗୋଟିଏ ସପ୍ତାହ ବାକି…
‘କିଡ୍ସ ଷ୍ଟାର ଫେସ୍ ଅଫ୍ ଛତିଶଗଡ଼’ ଟାଇଟଲ୍ ହାସଲ କଲେ ସିଦ୍ଧି
ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ଛତିଶଗଡ଼ର ରାୟପୁରଠାରେ ଅୟୋଜିତ ‘କିଡ୍ସ ଷ୍ଟାର ଫେସ ଅଫ୍ ଛତିଶଗଡ଼’ ଫ୍ୟାଶନ ପ୍ରତିଯୋଗିତାରେ ଟାଇଟଲ ହାସଲ କରି ସମ୍ବଲପୁର ପାଇଁ ଗୌରବ ଆଣିଛନ୍ତି ସିଦ୍ଧି ସମ୍ପୂର୍ଣ୍ଣା ନାୟକ। ପିଲାଟି ବେଳୁ ନୃତ୍ୟ ଓ ମଡେଲିଂ ପ୍ରତି ଆଗ୍ରହ ରଖୁଥିବା…
Archives


