ରାଜ୍ୟ

ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ ନିମ୍ନ ଚାପରେଖା ବାହାରି ରାଜସ୍ଥାନ ପର୍ଯ୍ୟନ୍ତ ଲମ୍ବିଛି, ଯାହାକି ଉତ୍ତର ଓଡ଼ିଶା ଦେଇ ଅତିକ୍ରମ…

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ମଇ ୧୪…

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ ଓ ପୁରୀ ଏମପି ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ସମେତ ଛତିଶଗଡ…

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ ଅଞ୍ଚଳରେ ବିଦ୍ୟୁତ ସେବା ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ଭୋର ସମୟରେ ହାଠାତ…

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l କିନ୍ତୁ ବର୍ତମାନ ପର୍ଯ୍ୟନ୍ତ ଦଳ ଅଦଳ ବଦଳ ପ୍ରକ୍ରିୟା ଜାରି ରହିଛି । ଗଞ୍ଜାମ…

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ କହିଛନ୍ତି। ମାଓବାଦୀ ଜଣକ ଛତିଶଗଡ଼ ସୁକୁମା ଜିଲାର କିଷ୍ଟାରାମ ପଞ୍ଚାୟତ ମଙ୍ଗଳଗୁଡା ଗ୍ରାମର…

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ଦୁଇ ପର୍ଯ୍ୟାୟରେ ଅନୁଷ୍ଠିତ ହେଉଥିବା ନିର୍ବାଚନକୁ ଅବାଧ, ମୁକ୍ତ ଓ ନିରପେକ୍ଷ ଭାବେ…

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣି ଦଳ ଛାଡିଛନ୍ତି। ଦଳ ଛାଡିବା ପରେ ବାଲେଶ୍ୱରରେ ଏମପି ପ୍ରାର୍ଥୀ ଭାବେ ନିର୍ବାଚନ…

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି। ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକପାଟା ଛକ ନିକଟ ଏକ ଆମ୍ବ ଗଛ ତଳେ…

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀ ବିଜେଡିରୁ ଟିକେଟ ପାଇ ନିର୍ବାଚନକୁ ଓହ୍ଲାଇଛନ୍ତି।…

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ । ଏମିତି ଏକ ନକଲି ପରୀକ୍ଷାର୍ଥୀଙ୍କୁ ଧରିଛି ଭଦ୍ରକ ଗ୍ରାମାଞ୍ଚଳ ପୋଲିସ। ସୂଚନା ଅନୁଯାୟୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri