ରାଜ୍ୟ

ପ୍ରେମ ପରେ ପ୍ରତାରଣା, ଥାନାରେ ପହଞ୍ଚିଲେ ପ୍ରେମିକା

ଖଜୁରିପଡ଼ା,୨୧ା୩(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅଧୀନ ପିରିକୁଡ଼ି ପଞ୍ଚାୟତ ଅଞ୍ଚଳର ଜଣେ ଯୁବତୀ ପ୍ରେମ ପ୍ରତାରଣାର ଶିକାର ହୋଇଛନ୍ତି। ପ୍ରେମିକ ବିବାହର ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିବା, ଗର୍ଭ ନଷ୍ଟ କରିବା ଏବଂ ଶେଷରେ ଯୁବତୀକୁ ଚିହ୍ନି…

ପୋଷ୍ଟାଲ ବାଲାଟ୍‌ରେ ଭୋଟ ଦେବେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଡ୍ରାଇଭର ଓ କଣ୍ଡକ୍ଟର

ଭୁବନେଶ୍ୱର,୨୧/୦୩: ଗଣତନ୍ତ୍ର ପାଇଁ ପ୍ରତିଟି ଭୋଟ ମୂଲ୍ୟବାନ । ଯେପରି ମତଦାନରୁ ଜଣେ ବି ମତଦାତା ବାଦ ନପଡ଼ନ୍ତି, ସେଥିପ୍ରତି ସର୍ବଥା ଚେଷ୍ଟିତ ରହିଛନ୍ତି ଭାରତ ନିର୍ବାଚନ କମିଶନ । ସେହି କ୍ରମରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ଡ୍ରାଇଭର, କଣ୍ଡକ୍ଟର…

ଭର୍ତ୍ତୃହରିଙ୍କ ପାଇଁ ବଢ଼ିଲା ଅଡୁଆ, ପୋଲିସ SIଙ୍କୁ ମାଡ଼ ଅଭିଯୋଗ ମାମଲାର ହେଲା ଚାର୍ଜଫ୍ରେମ୍‌

କଟକ,୨୧ା୩ (କାର୍ତ୍ତିକ ସାହୁ) ୨୦୧୧ ଜାନୁୟାରୀ ୨୩ ତାରିଖରେ ଜଣେ ପୋଲିସ ଏସ୍‌ଆଇଙ୍କୁ ମାଡ଼ ଅଭିଯୋଗ ନେଇ ଏମ୍‌ପି ଭର୍ତ୍ତୃହରି ମହତାବ ବିରୋଧରେ ରୁଜୁ ମାମଲାରେ କଟକ ସ୍ବତନ୍ତ୍ର ଏମ୍‌ପି/ଏମ୍‌ଏଲଏ କୋର୍ଟରେ ଚାର୍ଜଫ୍ରେମ ହୋଇଥିବା ଜଣାଯାଇଛି। ଭର୍ତ୍ତୃହରିଙ୍କ ବିରୋଧରେ ଆଇପିସିର ଦଫା…

ଜଙ୍ଗଲ ସୁରକ୍ଷା ଉପରେ ବକ୍ତବ୍ୟ ରଖି ନମୋଜିନୀ ପୁରସ୍କୃତ

ଦାରିଙ୍ଗବାଡି,୨୧।୩ (ଅରୁଣ ସାହୁ ): ଅନୁଗୋଳରେ ଆୟୋଜିତ ୨ ଦିନିଆ ଚତୁର୍ଥ ଓଡ଼ିଶା ନଦୀ ସମ୍ମିଳନୀରେ ଦାରିଙ୍ଗବାଡି ବ୍ଲକର ମହିଳା ସ୍ବୟଂସହାୟକଙ୍କୁ ପୁରସ୍କୃତ କରାଯାଇଛି। ସମ୍ମିଳନୀରେ ଜଳବାୟୁ ପରିବର୍ତ୍ତନ ପାଇଁ ସାମାଜିକ, ଅର୍ଥନୈତିକ, ପରିବେଶ ଏବଂ ସାଂସ୍କୃତିକ ସ୍ଥିରତା ସମ୍ପର୍କରେ ଆଲୋଚନା…

କାହିଁକି ବିଜେଡି-ବିଜେପି ମେଣ୍ଟ ଆଲୋଚନାରେ ଅଟକିଛି

ଭୁବନେଶ୍ୱର,୨୧।୩: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ହେବାକୁ ଥିବା ସମ୍ଭାବ୍ୟ ମେଣ୍ଟ ଆସନ ଭାଗବଣ୍ଟାରେ ଅଟକିଛି। ରାଜ୍ୟରେ ଏକା ସାଙ୍ଗରେ ହେବାକୁ ଥିବା ବିଧାନସଭା ଏବଂ ଲୋକସଭା ନିର୍ବାଚନକୁ ଆଉ ଗୋଟିଏ ସପ୍ତାହ ବାକି…

‘କିଡ୍‌ସ ଷ୍ଟାର ଫେସ୍‌ ଅଫ୍‌ ଛତିଶଗଡ଼’ ଟାଇଟଲ୍‌ ହାସଲ କଲେ ସିଦ୍ଧି

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ଛତିଶଗଡ଼ର ରାୟପୁରଠାରେ ଅୟୋଜିତ ‘କିଡ୍‌ସ ଷ୍ଟାର ଫେସ ଅଫ୍‌ ଛତିଶଗଡ଼’ ଫ୍ୟାଶନ ପ୍ରତିଯୋଗିତାରେ ଟାଇଟଲ ହାସଲ କରି ସମ୍ବଲପୁର ପାଇଁ ଗୌରବ ଆଣିଛନ୍ତି ସିଦ୍ଧି ସମ୍ପୂର୍ଣ୍ଣା ନାୟକ। ପିଲାଟି ବେଳୁ ନୃତ୍ୟ ଓ ମଡେଲିଂ ପ୍ରତି ଆଗ୍ରହ ରଖୁଥିବା…

୫-ଟି ବିଲ୍‌ କରାଇ ଦେବା ପାଇଁ ନେଉଥିଲେ ଲାଞ୍ଚ, ଧରାପଡ଼ିଲେ ପ୍ରଧାନଶିକ୍ଷକ

ଭବାନୀପାଟଣା,୨୧ା୩(ଉତ୍ତର କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଲେତେର ତ୍ରିଶକ୍ତି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦ୍ରୋଣ ତାଣ୍ଡି। ସ୍କୁଲରେ ହୋଇଥିବା ୫-ଟି କାମର ବିଲ୍‌ କରିଦେବା ପାଇଁ ପ୍ରଧାନଶିକ୍ଷକ ଠିକାଦାର ଜୟରାମ ସାହୁଙ୍କଠାରୁ ୪୦ ହଜାର…

ଏଏସ୍‌ଓ ଚାକିରି କରାଇ ଦେବାକୁ କହି ଯୁବତୀଙ୍କଠାରୁ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ଗିରଫ ହେଲେ ଅବସରପ୍ରାପ୍ତ କର୍ମଚାରୀ

ଗୋପାଳପୁର,୨୧ା୩(ନବୀନ ରାଜ ଆଚାରୀ): ଚାକିରି କରାଇ ଦେବାକୁ କହି ଯୁବତୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରିବା ଅଭିଯୋଗରେ ଗୁରୁବାର ଗୋପାଳପୁର ଥାନା ପୋଲିସ ଅବସରପ୍ରାପ୍ତ କର୍ମଚାରୀ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କଟକ ସିଡିଏ-୭…

୨୦ ଲକ୍ଷ ଟଙ୍କା ହଡ଼ପ କରି ବିଇଓ ଗିରଫ

ଦାରିଙ୍ଗବାଡ଼ି/ଫୁଲବାଣୀ ,୨୧ା୩(ଅରୁଣ ସାହୁ/ରାକେଶ ରାଉତ): ନ୍ୟାଶନାଲ ପେନ୍‌ସନ୍‌ ସିଷ୍ଟମ(ଏନ୍‌ପିଏସ୍‌)ର ୨୦ ଲକ୍ଷ ଟଙ୍କା ହଡ଼ପ କରି ଭିଜଲାନ୍ସ ପଞ୍ଝାରେ ପଡ଼ି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କର ଗିରଫ ହୋଇଛନ୍ତି। ବୁଧବାର ତାଙ୍କୁ ଦାରିଙ୍ଗବାଡ଼ିରୁ ଭିଜିଲାନ୍ସ ଉଠାଇ ନେଇ ଫୁଲବାଣୀରେ…

ନବୀନ ନିବାସରେ ଚାଲିଛି କସରତ

ଭୁବନେଶ୍ୱର,୨୧ା୩: ଇତିମଧ୍ୟରେ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇସାରିଛି। ଏହା ପରଠାରୁ ବିଭିନ୍ନ ରାଜନୈତିକ ଦଳ ସକ୍ରିୟ ହୋଇଉଠିଛନ୍ତି। ଏହି ପରିପ୍ରେକ୍ଷୀରେ ନବୀନ ନିବାସରେ ବୈଠକ ଉପରେ ବୈଠକ ବସୁଛି। ଗୁରୁବାର ଆସିକା ସଂସଦୀୟ କ୍ଷେତ୍ରର ସମୀକ୍ଷା ବୈଠକ ବସିଥିଲା।…

ଭିସୁଟକୁ ମଡର୍ଣ୍ଣ ଡ୍ରେସ୍‌ ପିନ୍ଧି ଏଣ୍ଟ୍ରି ମନା

ସମ୍ବଲପୁର,୨୧।୩: ଭିସୁଟ୍‌ କୁଳପତିଙ୍କ କଡା ନିର୍ଦ୍ଦେଶ। ଆଧୁନିକ ଏବଂ ଛୋଟ ପୋଷାକ ପିନ୍ଧି ଆସିପାରିବେନି ଛାତ୍ରୀଛାତ୍ର। ଏନେଇ ସମ୍ବଲପୁର ଭିସୁଟ କୁଳପତି ନୋଟିସ୍‌ ଜାରି କରିଛନ୍ତି। ଚଳିତ ବର୍ଷ ବସନ୍ତ ଉତ୍ସବ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ଏହି ନିଷ୍ପତ୍ତି ନିଆଯାଇଥିବା…

ଜଣେ ଜିଲାପାଳ, ଦୁଇ ଏସ୍‌ପିଙ୍କୁ ବଦଳି ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୩: ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ଓଡ଼ିଶାର ଜଣେ ଜିଲାପାଳ ଏବଂ ୨ ଏସ୍‌ପିଙ୍କୁ ବଦଳି ନିର୍ଦ୍ଦେଶ ଦେଇଛନ୍ତି। ଦେବଗଡ଼ ଏବଂ କଟକ ଗ୍ରାମାଞ୍ଚଳ ଏସ୍‌ପିଙ୍କୁ ବଦଳି ନିର୍ଦ୍ଦେଶ ଦେଇଥିବା ବେଳେ ଢେଙ୍କାନାଳ ଜିଲାପାଳଙ୍କୁ ମଧ୍ୟ ବଦଳି ନିର୍ଦ୍ଦେଶ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri