ରାଜ୍ୟ

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଆସିଲେ ନୂଆ ଅତିଥି, ଛୁଟିଲା ଶୁଭେଚ୍ଛାର ସୁଅ

ଭୁବନେଶ୍ବର,୨୨ା୧: ଓଡ଼ିଶାର ଲୋକପ୍ରିୟ ଚଳଚ୍ଚିତ୍ର ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ଘରକୁ ଆସିଛି ନୂଆ ଅତିଥି। ବୁଧବାର ଏହି ଷ୍ଟାର୍ ଦମ୍ପତି ଏକ ପୁତ୍ର ସନ୍ତାନର ବାପା-ମାଆ ହୋଇଛନ୍ତି। ଏହି ଖବର ପ୍ରସାରିତ ହେବା ପରେ ଓଲିଉଡ…

ପୁରୁଣା ଷ୍ଟକ୍‌ ବିକ୍ରି କରିପାରିବେ କି ଗୁଟ୍‌ଖା-ସିଗାରେଟ୍‌ ଦୋକାନୀ? ଆସିଲା ବଡ଼ ଖବର

ଭୁବନେଶ୍ୱର,୨୨।୧: ଓଡ଼ିଶାରେ ପାନ ଦୋକାନକୁ ଯିବାର ସାଧାରଣ ଚିତ୍ର ସମ୍ପୂର୍ଣ୍ଣ ବଦଳିବାକୁ ଯାଉଛି। ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦ ଦୋକାନରୁ ଉଭାନ ହୋଇଯିବ, କାରଣ ଓଡ଼ିଶା ସରକାର ଏପରି ସମସ୍ତ ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ମତ୍ସ୍ୟ-ପ୍ରାଣୀ ସମାବେଶ: ମୁଖ୍ୟ ଆକର୍ଷଣ ସାଜିଛି ୪ କୋଟି ଟଙ୍କାର ବାହୁବଳୀ ମଇଁଷି

ଭୁବନେଶ୍ୱର,୨୨ା୧: ରାଜଧାନୀର ଜନତା ମଇଦାନରେ ଚାଲିଥିବା ତିନିଦିନିଆ ‘ମତ୍ସ୍ୟ-ପ୍ରାଣୀ ସମାବେଶ’ରେ ଏକ ‘ମୁରା’ ପ୍ରଜାତିର ମଇଁଷି(ପୋରୁଅ) ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ହରିୟାଣାର କୁରୁକ୍ଷେତ୍ରରୁ ଆସିଥିବା ଏହି ବିଶାଳକାୟ ମଇଁଷିର ନାମ ହେଉଛି ‘ଇନ୍ଦର’, ଯାହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ…

ଜାନୁଆରୀ ୨୪ରେ ରାଜ୍ୟବ୍ୟାପୀ ଘରୋଇ ବସ୍ ମାଲିକ ସଂଘର ଧର୍ମଘଟ

ଭୁବନେଶ୍ବର,୨୨ା୧: ଜାନୁଆରୀ ୨୪ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ କରିବେ ଘରୋଇ ବସ ମାଲିକ ସଂଘ। ଗୁରୁବାର କଟକଠାରେ ଅନୁଷ୍ଠିତ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହି ସୂଚନା ଦିଆଯାଇଛି। ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର…

ଜାନୁଆରୀ ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର,୨୨ା୧: ଆସନ୍ତା ଜାନୁଆରୀ ୨୬ ତାରିଖରେ ସରକାରୀ ଛୁଟି ଦିବସ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି…

ପ୍ରଦୂଷଣରେ ଅଣନିଃଶ୍ୱାସୀ ସହରବାସୀ, ରାସ୍ତା ମରାମତି ପାଇଁ କେସ୍‌ ଦାୟର କଲେ ଆଇନଜୀବୀ

କେନ୍ଦୁଝର,୨୨ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରର ବିପର୍ଯ୍ୟସ୍ତ ହୋଇପଡ଼ିଥିବା ସର୍ବସାଧାରଣ ରାସ୍ତାଘାଟର ମରାମତି ପାଇଁ ଜିଲା ଓକିଲ ସଂଘର ସଦସ୍ୟ ବରିଷ୍ଠ ଆଇନଜୀବୀ ଦେବାଶିଷ ପତି ସ୍ଥାୟୀ ଲୋକ ଅଦାଲତରେ ଗୁରୁବାର କେସ୍‌ ଦାଖଲ କରିଛନ୍ତି। ପୂର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀ,…

ଅଭିଯୋଗକୁ ଖୋଲା ଚ୍ୟାଲେଞ୍ଜ୍ କଲେ ଅରବିନ୍ଦ ମହାପାତ୍ର, ନବୀନ ବାବୁ….

ଭୁବନେଶ୍ୱର,୨୨ା୧: ବୁଧବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପରୋକ୍ଷରେ ଟାର୍ଗେଟ କରିବା ପରେ ଗୁରୁବାର ଖୋଲା ଚ୍ୟାଲେଞ୍ଜ କଲେ ଅରବିନ୍ଦ ମହାପାତ୍ର । ଭିନ୍ନ ଭିନ୍ନ ଆରୋପକୁ ନେଇ ଖୋଲା ଚ୍ୟାଲେଞ୍ଜ କଲେ  । ନବୀନ ପଟ୍ଟନାୟକ ଅରବିନ୍ଦଙ୍କ ନାଁ ନାନେଇ…

ପୁଅର ପାଲିଙ୍କି ଉଠିବା ଆଗରୁ ଉଠିଲା ବାପାର କୋକେଇ, ବିଦ୍ୟୁତ ଆଘାତରେ…

ଧରାକୋଟ,୨୨।୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): କଥାରେ ଅଛି ବିଧିର ବିଧାନ କେକରିବ ଆନ । ଜନ୍ମ କିମ୍ବା ମୃତ୍ୟୁ କାହା ହାତରେ ନଥାଏ । ଏପରି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି ଗଞ୍ଜାମ ଜିଲା ଧରାକୋଟରୁ । ରାତି ପାହିଲେ ପୁଅର…

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେତେ…

ଭୁବନେଶ୍ୱର,୨୨ା୧: ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂର୍ବରୁ ଗ୍ରାମରକ୍ଷୀ ୧୮୦୦ ଟଙ୍କା ପାଉଥିବାବେଳେ ୭୦୦ ଟଙ୍କା ବୃଦ୍ଧି କରିଛନ୍ତି ସରକାର। ବର୍ତ୍ତମାନ ଗ୍ରାମରକ୍ଷୀମାନେ ୨୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଯେଉଁ ଥାନା ଅଧୀନରେ…

ସୋମବାର ଖୋଲା ରହିବ ନନ୍ଦନକାନନ

ଭୁବନେଶ୍ୱର,୨୨ା୧: ଆସନ୍ତା ସୋମବାର ଜାନୁଆରୀ ୨୬ରେ ନନ୍ଦନକାନନ ଚିଡ଼ିଆଖାନା ଖୋଲା ରହିବ। ସାଧାରଣତନ୍ତ୍ର ଦିବସ ଅବସରରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ବଟାନିକାଲ ଗାର୍ଡେନ ମଧ୍ୟ ଖୋଲା ରହିବ ବୋଲି ଚିଡ଼ିଆଖାନା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୋମବାର ପରିବର୍ତ୍ତେ ଏହା ମଙ୍ଗଳବାର…

ପଞ୍ଚାୟତିରାଜ ସଦସ୍ୟ-ବ୍ଲକ ଅଧ୍ୟକ୍ଷାଙ୍କୁ ପ୍ରଶାସନିକ ଅବହେଳା, ବ୍ଲକ୍ କାର୍ଯ୍ୟାଳୟ ଘେରାଉ କଲେ….

ରାୟଗଡ଼ା,୨୨/୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକରେ ଉନ୍ନୟନ ମୂଳକ କାର୍ଯ୍ୟରେ ନିର୍ବାଚିତ ପିଆରଆଇ ପ୍ରତିନିଧିଙ୍କୁ ଅଣଦେଖା ନେଇ ବ୍ଲକ୍ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଗୁରୁବାର ୨ ଟା ବେଳେ ବ୍ଲକ ବିଡ଼ିଓ ସୁଜିତ୍ କୁମାର ମିଶ୍ରଙ୍କୁ…

ମ୍ୟୁଟେସନ କରାଇ ଦେବାକୁ ଲାଞ୍ଚ ନେଉଥିଲେ ଆର୍‌ଆଇ, ମାଡ଼ିବସିଲା ଭିଜିଲାନ୍ସ

କଟକ,୨୨ା୧(କାର୍ତ୍ତିକ ସାହୁ): କଟକ ସଦର ତହସିଲ ଅନ୍ତର୍ଗତ କଖଡ଼ି ସର୍କଲ ଆର୍‌ଆଇ ଜାନକୀ ରଞ୍ଜନ ମଲ୍ଲିକ ମ୍ୟୁଟେସନ ମାମଲାରେ ଗୁରୁବାର ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ତାଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ। ଜମି ମାଲିକ ଏଥିପାଇଁ ଅନଲାଇନରେ ଆବେଦନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri