ରାଜ୍ୟ

ଥୁଆମୂଳ ରାମପୁରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି: ୭୮ଟି ଆବେଦନ ଗ୍ରହଣ, ସମାଧାାନକୁ ନେଇ ଉଠିଲା ପ୍ରଶ୍ନ

ଥୁଆମୂଳ ରାମପୁର, ୨୯/୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ସୋମବାର ବ୍ଲକସ୍ତରୀୟ ସଂଯୁକ୍ତ ଜନଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ଧ୍ରୁବଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ…

ସୁନା ବ୍ୟବସାୟୀଙ୍କ ଘରୁ ଲୁଟ୍‌: ୫ ବର୍ଷ ପରେ ତାମିଲନାଡୁରୁ ଗିରଫ ହେଲେ ଦମ୍ପତି

ମାଲକାନଗିରି,୨୯ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସଦର ମହକୁମାର ଏକ ସୁନା ବ୍ୟବସାୟୀଙ୍କ ଘରୁ ଅଳଙ୍କାର ଚୋରି ମାମଲାରେ ତାମିଲନାଡୁର ଏକ ଦମ୍ପତି ଗିରଫ ହୋଇଛନ୍ତି।ଏନେଇ ମାଲକାନଗିରି ଏସ୍‌ପି ବିନୋଦ ପାଟିଲ ସୂଚନା ଦେଇ କହିଛନ୍ତି ଯେ, ଗତ ୨୦୨୧ରେ ଆନ୍ଧ୍ରପ୍ରଦେଶ ଗୁଂଟୁର ଜିଲାର…

ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ, ପରିବାର ଲୋକେ ଆଣିଲେ ଅଭିଯୋଗ

ଭୁବନେଶ୍ୱର,୨୯।୬: ଖୋର୍ଦ୍ଧା ଜିଲା ବାଣପୁର ପୋଲିସ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଏକ ଗଣ୍ଡଗୋଳ ମାମଲାରେ ବାଣପୁର ପୋଲିସ ଜଣେ ଯୁବକଙ୍କୁ ଥାନାକୁ ଆଣିଥିଲା। ହେଲେ ହାଜତରେ ଯୁବକଙ୍କ ଅବସ୍ଥା ଗୁରୁତର ହେବାରୁ…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ତଥା ଜାତୀୟ ରାଜପଥ ପାର୍ଶ୍ଵ ଡ୍ରେନେଜ ବ୍ୟବସ୍ଥା ନଥିବା ଯୋଗୁଁ ନାହିଁ ନଥିବା…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ ୪ରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ବରଗଡ଼ ଯିବେ। ବରଗଡ଼ରେ ୧୭୫୦ କୋଟି ଟଙ୍କାର…

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ ଜେଲ୍‌ ଦଣ୍ଡ ଦିଆଯାଇଛି। ଏହି ରାୟ ଶୁଣାଇଛନ୍ତି ଯାଜପୁର ଅତିରିକ୍ତ ଜିଲା ଜଜ।…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ ସମ୍ମୁଖରେ ଏକ ଦୁର୍ଘଟଣା ହୋଇଛି । ସୋମବାର ସ୍କୁଲ ଛୁଟି ହେବା ପରେ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଘର ନିକଟସ୍ଥ ଏକ ମହୁଲ ଗଛରୁ ତାଙ୍କର ଝୁଲନ୍ତା ମୃତଦେହ…

୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …

ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ ମୁହୂର୍ତ୍ତରେ ଲୋକଙ୍କ ସହ ଯୋଡିହେବା ଓ ଗାଁ ଗାଁରେ ଶକ୍ତିକେନ୍ଦ୍ର ଗୁଡିକରେ ଲୋକଙ୍କୁ…

ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …

ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ ତାଙ୍କ ପରିବାର ଲୋକଙ୍କ ସାମ୍ନାରେ ଅତି ନିର୍ମମ ଭାବେ ପିଟିପିଟି ହତ୍ୟା କରିଥିବା…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭ ଏଏସ -୫୬୨୨) ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ ଦୃଢ଼ ନିନ୍ଦା କରିଛନ୍ତି। ଏ ନେଇ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?