ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ଦେଲେ ବଡ଼ ବୟାନ…
ପୁରୀ,୧୪।୭: ବହୁ ବର୍ଷ ଅପେକ୍ଷାର ହେବ ଅନ୍ତ। ରବିବାର ଖୋଲାଯିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର। ଏହାପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଏହାପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ରତ୍ନଭଣ୍ଡାର ଖୋଲିବାକୁ ମହାପ୍ରଭୁଙ୍କ…
ରତ୍ନଭଣ୍ଡାର ଖୋଲିବା ବେଳେ ଲାଗୁ ହେବ ସାମୟିକ କଟକଣା; ସିଂହଦ୍ୱାରକୁ ଛାଡ଼ି ବାକି ଦ୍ୱାର ବନ୍ଦ
ପୁରୀ,୧୪।୭: ଅନେକ ଚର୍ଚ୍ଚା ଆଲୋଚନା ପରେ ଖୋଲିବାକୁ ଯାଉଛି ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତି ସାରିଥିବା ବେଳେ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ମଧ୍ୟ ଆସିଛି। ଏହାରି ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ…
ରତ୍ନଭଣ୍ଡାର ଖୋଲିବା ପାଇଁ ଆସିଲା ଆଜ୍ଞାମାଳ, ୧ଟାରୁ ଦେଢ଼ଟା ମଧ୍ୟରେ ଶୁଭ ମୁହୂର୍ତ୍ତ
ଭୁବନେଶ଼୍ବର, ୧୪।୦୭: ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥଙ୍କ ମନ୍ଦିରରୁ ଆଜ୍ଞାମାଳ ଆସିଛି । ସେବାୟତମାନେ ଏହି ଆଜ୍ଞାମାଳ ନେଇ ଶ୍ରୀମନ୍ଦିରର ଅଭିମୁଖେ ଆସୁଥିବା ସୂଚନା ମିଳିଛି । ରତ୍ନ ଭଣ୍ଡାର ଖୋଲିବା ପୂର୍ବରୁ କମିଟିର ମୁଖ୍ୟ ଜଷ୍ଟିସ୍ ବିଶ଼୍ବନାଥ ରଥ ମହାପ୍ରଭୁଙ୍କୁ…
ଆଜି ଖୋଲିବ ରତ୍ନଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନାରୁପା ଅଳଙ୍କାର!
ଭୁବନେଶ୍ୱର,୧୪।୭: ଖୋଲିବ କାଳିଆର ରତ୍ନ ଭଣ୍ଡାର। ୪୬ବର୍ଷ ପ୍ରତୀକ୍ଷାର ଅନ୍ତ। ଆଜି ସବୁ ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସିର ଦିନ। ରବିବାର ଦିନ ୧ଟାରୁ ୧ଟା ୩୦ ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଯାଉଛି। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ…
ଘରେ ମଧ୍ୟାହ୍ନଭୋଜନ ରାନ୍ଧି ସ୍କୁଲକୁ ଆଣୁଛନ୍ତି ଏସ୍ଏଚ୍ଜି ମହିଳା
କୋଷାଗୁମୁଡ଼ା, ୧୪।୭(ପ୍ରସାଦ ବିଷୋୟୀ)ପିଲାମାନଙ୍କୁ ଶିକ୍ଷା ଦେବା ପାଇଁ ସ୍କୁଲ ଖୋଲାଯାଇଛି। କିନ୍ତୁ ସେଠାରେ ଭିତ୍ତିଭୂମିର ଅଭାବ ରହିଛି। ଏପରି ଏକ ସ୍କୁଲ ହେଉଛି ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ୍ ଅଧୀନ ମୋତିଗାଁ ପଞ୍ଚାୟତ ଝାଲିଆଗୁଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ। ସ୍କୁଲରେ ୩୫…
୪୬ ବର୍ଷ ଅପେକ୍ଷାର ଅନ୍ତ ଆଜି
ପୁରୀ,୧୪ା୭(ଅଜିତ୍ କୁମାର ମହାନ୍ତି)ଦୀର୍ଘ ୪୬ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ରବିବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବ। ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ ସହ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେସ୍(ଏସ୍ଓପି) ଜାରି କରାଯାଇଛି। ଫଳରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନିଶ୍ଚିତ…
ଟିକିମୋହିନୀଙ୍କୁ ଦୁଇଟି ସ୍ବର୍ଣ୍ଣ
ଭୁବନେଶ୍ୱର, ୧୪।୭(ସରୋଜ ଜେନା): ଓଡ଼ିଶା ଭାରୋତ୍ତୋଳନ ସଂଘ ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମର ବିଜୁ ପଟ୍ଟନାୟକ ଓ୍ବେଟ୍ଲିଫ୍ଟିଙ୍ଗ୍ ହଲ୍ରେ ଚାଲିଥିବା ଅସ୍ମିତା ଖେଲୋ ଇଣ୍ଡିଆ ମହିଳା ଭାରୋତ୍ତୋଳନ ଜୋନାଲ ଲିଗ୍ରେ ଓଡ଼ିଶା ପ୍ରତିଯୋଗୀଙ୍କ ପ୍ରଭାବୀ ପ୍ରଦର୍ଶନ…
ମହାପ୍ରଭୁଙ୍କ ପାଇଁ ପାଣିର ବାଷ୍ପରେ ପ୍ରସ୍ତୁତ ହୁଏ ପୋଡ଼ପିଠା
ପୁରୀ,୧୪ା୭(ଅଜିତ୍ କୁମାର ମହାନ୍ତି)ଭୋଜନ ପ୍ରିୟ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ଖାଦ୍ୟରେ ମହାପ୍ରଭୁଙ୍କର ଥାଏ ବିଶେଷ ଅଭିରୁଚି। ପ୍ରତିଦିନ ତାଙ୍କ ପାଖରେ ପିଠା ଭୋଗ…
ମଙ୍ଗଳା ମନ୍ଦିର ବିକାଶ ପାଇଁ ୫୦ କୋଟି
ନିମାପଡ଼ା/କାକଟପୁର/ଅସ୍ତରଙ୍ଗ/ ଯୋଗେଶ୍ୱରପୁର (ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ/ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା/ରଶ୍ମିରଞ୍ଜନ ସାହୁ)୧୪ା୭: ପୁରୀ ଜିଲା ନିମାପଡ଼ାର ମା’ ପୂର୍ଣ୍ଣେଶ୍ୱରୀ ମନ୍ଦିର ଠାରୁ କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିର ପର୍ଯ୍ୟନ୍ତ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଐତିହ୍ୟ ସଚେତନତା…
୮ ଜଣଙ୍କୁ ନିଲମ୍ବନ କଲା ଭାଜପା
ଭୁବନେଶ୍ୱର, ୧୪।୭(ସୁନିତ୍ ମିଶ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବାଲେଶ୍ୱର ଜିଲାର କେତେଜଣଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ସୂଚନା ଦିଆଯାଇଛି। ବାଲେଶ୍ୱର ଜିଲା ସୋର ବିଧାନସଭା ନିର୍ବାଚନମଣ୍ଡଳୀର…
ଲଳିତ କୁମାର, ତାଙ୍କ ସହଯୋଗୀଙ୍କୁ ଗିରଫ କରାଯାଉ: ତାତିଲା କଂଗ୍ରେସ
ଭୁବନେଶ୍ୱର, ୧୪।୭(ସୁନିତ୍ ମିଶ୍ର): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାର ଏଏସ୍ଓ ବୈକୁଣ୍ଠ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ଛାତ୍ର ଓ ଯୁବ କଂଗ୍ରେସ ପକ୍ଷରୁ ଶନିବାର ରାଜଭବନ ଘେରାଉ କରାଯାଇଛି। ଛାତ୍ର ଓ ଯୁବ କଂଗ୍ରେସ କର୍ମୀମାନେ ଭୁବନେଶ୍ୱର…
କମଳା ରଙ୍ଗରେ ଓମ୍ଫେଡ୍ କ୍ଷୀର ପ୍ୟାକେଟ
ଭୁବନେଶ୍ୱର, ୧୪ା୭ (ବନ୍ଦନା ସେଠୀ)କମଳା ରଙ୍ଗ ପ୍ୟାକେଟ୍ରେ ବଜାରକୁ ପରୀକ୍ଷାମୂଳକ ଭାବେ ଛଡ଼ାଯାଇଛି ଓମ୍ଫେଡ୍ କ୍ଷୀର। ଶନିବାରଠାରୁ ଏହି କ୍ଷୀର ପ୍ୟାକେଟ୍ର ଫଟୋ ସୋସିଆଲ୍ ମିଡିଆରେ ଘୂରି ବୁଲୁଛି। ସରକାର ବଦଳିଲା ପରେ ଏବେ କ୍ଷୀରରେ ମଧ୍ୟ ଗେରୁଆ ରଙ୍ଗ ଲାଗିଲା…

