ଏସ୍ସିବିରେ ଅମ୍ବୋଦର ପାଇଲେ ନୂଆ ଜୀବନ
କଟକ,୨୦।୩(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଏସ୍ସିବି ମେଡିକାଲର କାର୍ଡିଆଥେରିକ୍ ଭାସ୍କୁଲାର ସର୍ଜରି ବିଭାଗରେ ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳର ଅମ୍ବୋଦର ମାରାଣ୍ଡି ନୂଆ ଜୀବନ ପାଇଛନ୍ତି। ରବିବାର ସନ୍ଧ୍ୟାରେ ସେ ମହୁଲ ତୋଳିବା ପାଇଁ ଗଛରେ ଚଢିଥିଲେ। ହଠାତ୍ ଗଛର ଡାଳ ଭାଙ୍ଗି…
ଦିଲ୍ଲୀରେ ଡେରା ପକାଇଛନ୍ତି ଭାଜପା ରାଜ୍ୟ ନେତା
ଭୁବନେଶ୍ୱର, ୨୦।୩(ସୁନିତ୍ ମିଶ୍ର): ଓଡ଼ିଶାରେ ବିଜେଡି-ଭାଜପା ମେଣ୍ଟ ହେବ ନା ନାହିଁ ସେନେଇ ଏ ପର୍ଯ୍ୟନ୍ତ କିଛି ସ୍ପଷ୍ଟ ହୋଇନାହିଁ। ଏଭଳି ସ୍ଥିତିରେ ବର୍ତ୍ତମାନ ପର୍ଯ୍ୟନ୍ତ ବି ବିଭିନ୍ନ ରାଜନୈତିକ ଦଳର କର୍ମୀ ଏବଂ ନେତାଙ୍କ ମନରୁ ମେଣ୍ଟ ଦ୍ୱନ୍ଦ୍ୱ ଦୂରହେଉନାହିଁ।…
ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ
ଉଚ୍ଚଶିକ୍ଷିତ ସାଙ୍ଗକୁ ବ୍ୟବସାୟିକ ବାତାବରଣ ମଧ୍ୟରେ ଜୀବନ ଅତିବାହିତ କରିଥିବାବେଳେ ରେଭେନ୍ଶା ମହାବିଦ୍ୟାଳୟ (ବର୍ତ୍ତମାନର ବିଶ୍ୱବିଦ୍ୟାଳୟ)ରୁ ବାଣିଜ୍ୟରେ ସ୍ନାତକ ଏବଂ ସିମ୍ବୋସିସ୍ ପୁନେରୁ ସେ ଏମ୍ବିଏରେ ମ୍ୟାନେଜମେଣ୍ଟ ଶିକ୍ଷା ଶେଷ କରିଛନ୍ତି। ଏପରିକି ପାରିବାରିକ ବ୍ୟବସାୟ ଓ ପରିବାରର ଆବଶ୍ୟକତାକୁ ଆଖି…
ପଖାଳକୁ ଖୋଜୁଛି ମନ
ପଖାଳ ହେଉଛି ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଓଡ଼ିଆ ସଂସ୍କୃତି ଓ ଜନଜୀବନ ସହ ପଖାଳ ଓତପ୍ରୋତ ଭାବେ ଜଡ଼ିତ। ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ କଂସାକୁ ସେମାନେ ଝୁରିହୁଅନ୍ତି। ପେଟରେ ପଖାଳ ମୁଠାଏ ପଡ଼ିଗଲେ ପେଟ ଥଣ୍ଡା ଓ…
ଆଜି ସରିବ ଯୁକ୍ତ୨ ପରୀକ୍ଷା: ୧୫ ଦିନ ମଧ୍ୟରେ ବାହାରିବ ଫଳାଫଳ
ଭୁବନେଶ୍ୱର, ୨୦।୩ (ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଶେଷ ହେବ। ଶେଷଦିନ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ରହିଛି। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ,…
ରାଜ୍ୟରେ ଝଡ଼ବର୍ଷା: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୦ା୩(ଅନିଲ ଦାସ): ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଟ୍ରପ୍ଲାଇନ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ହୀରାକୁଦରେ ୩୦.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର…
କେନ୍ଦ୍ରାପଡ଼ା ରାଜନୀତିରେ ମହିଳାଙ୍କ ପ୍ରତିନିଧିତ୍ୱ କମ୍
କେନ୍ଦ୍ରାପଡ଼ା, ୨୦ା୩ (ଜଗନ୍ନାଥ ଧଳ): ଓଡ଼ିଶାରେ ୧୬ଥର ବିଧାନସଭା ଓ ୧୭ଥର ଲୋକ ସଭା ଆସନ ପାଇଁ ନିର୍ବାଚନ ହୋଇଛି। ତେବେ କେନ୍ଦ୍ରାପଡ଼ା ଜିଲା ରାଜନୀତିରେ ସାଂସଦ ଓ ବିଧାୟିକା ଭାବେ ମହିଳାଙ୍କୁ କମ୍ ପ୍ରତିନିଧିତ୍ୱ ମିଳିଛି। ସ୍ବାଧୀନତା ସଂଗ୍ରାମ, କ୍ରୀଡ଼ା,…
ଏକାଧିକ ଆଶାୟୀ, ଛକାପଞ୍ଝାରେ ସୁନନ୍ଦା-ବିଶ୍ୱରଞ୍ଜନ
ବରୀ,୨୦ା୩ (ମହେନ୍ଦ୍ର ସ୍ବାଇଁ): ଆସନ୍ତା ଜୁନ ୧ରେ ବରୀ ନିର୍ବାଚନମଣ୍ଡଳୀର ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଭାଜପା ଓ ବିଜେଡି ମଧ୍ୟରେ ମେଣ୍ଟ ଚିତ୍ର ଅସ୍ପଷ୍ଟ ରହିଥିବା ବେଳେ ଶାସକ ଦଳରେ ପ୍ରାର୍ଥୀ ହେବା ପାଇଁ ଆଶାୟୀଙ୍କ ସଂଖ୍ୟା…
ଜଙ୍ଗଲ ନିଆଁ ଆୟତ୍ତ କଲେ ଗାଁ ପିଲା
ପାଲଲହଡ଼ା,୨୦ା୩ (ଦିବ୍ୟଜ୍ୟୋତି ଦାଶ): ଖେଳକୁଦ କରିବା ବୟସରେ ୭ ଜଣ ପିଲା ଦେଖାଇଛନ୍ତି ସାହସିକତା। ସଚେତନ ମଣିଷଙ୍କ ପରି ସେମାନେ ବୁଦ୍ଧି ଖଟାଇ ଜଙ୍ଗଲ ନିଅଁାକୁ କରିଛନ୍ତି ଆୟତ୍ତ। ଏଥିପାଇଁ ପଞ୍ଚାୟତ ପକ୍ଷରୁ ସେମାନଙ୍କୁ ସମ୍ମାନିତ କରାଯାଇଛି। ଅନୁଗୋଳ ଜିଲା ପାଲଲହଡ଼ା…
ବୃହତ୍ତର ସ୍ବାର୍ଥ ପାଇଁ ମୋଦି-ନବୀନ ଏକାଠି ହେବାକୁ ଚାହୁଁଛନ୍ତି: ପାଣ୍ଡିଆନ
ଭୁବନେଶ୍ୱର,୨୦ା୩(ଅନିଲ ଦାସ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ମଧ୍ୟ ରାଜ୍ୟରେ ବିଜେଡି ଓ ଭାଜପା ମଧ୍ୟରେ ସମ୍ଭାବ୍ୟ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଓ କଳ୍ପନାଜଳ୍ପନା ଲାଗି ରହିଛି। ଏଭଳିସ୍ଥଳେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ…
ବିଜୟ ଅମୃତ କୁଲାଙ୍ଗେ ହେଲେ ଓମ୍ଫେଡ୍ ଏମ୍ଡି
ଭୁବନେଶ୍ୱର,୧୯ା୩(ଅନିଲ ଦାସ): ୨୦୧୩ ବ୍ୟାଚ୍ ଆଇଏଏସ୍ ଅଫିସର ତଥା ପୂର୍ବତନ ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତ କୁଲାଙ୍ଗେଙ୍କୁ ରାଜ୍ୟ ସରକାର ଓମ୍ଫେଡ ପରିଚାଳନା ନିର୍ଦ୍ଦେଶକ(ଏମ୍ଡି) ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି…
୨ କାର ମୁହାଁମୁହିଁ ଧକ୍କା, ୬ ଗୁରୁତର
କୋଟପାଡ,୧୯ା୩(କେ. ରାଜଶେଖର ରାଓ)-କୋରାପୁଟ ଜ଼ିଲା କୋଟପାଡରେ ମଙ୍ଗଳବାର ଅପରାନ୍ନ ୫ଟାରେ ସହରଠାରୁ ୧୨ କି.ମି. ଦୂର ସର୍ଗିଗୁଡା ପଞ୍ଚାୟତଠାରେ ଦୁଇଟି କାର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଏଥିରେ ୬ଜଣ ଗୁରୁତର ହୋଇଛନ୍ତି। କୋଟପାଡ଼ ଅଞ୍ଚଳରୁ ଜୟପୁର ଯାଉଥିବା ଏକ କାର…
Archives


